ଆମ ଜିଲା ଖବର

ଆଜି ହୀରାକୁଦ ଜଳଭଣ୍ଡାରରୁ ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ

ସମ୍ବଲପୁର,୨୮ା୭(ପ୍ରମୋଦ ବହିଦାର): ଉପରମୁଣ୍ଡରେ ବର୍ଷା ଯୋଗୁ ମହାନଦୀର ଜଳପ୍ରବାହ ବଢ଼ିଛି। ତେଣୁ ଜୁଲାଇ ୨୮ ରବିବାର ଜଳଭଣ୍ଡାରରୁ ସ୍ଲୁଇସ୍‌ ଗେଟ୍‌ ମାଧ୍ୟମରେ ଚଳିତ ଋତୁର ପ୍ରଥମ ବନ୍ୟାଜଳ…

2 years ago

ଶିଳ୍ପ, ଖଣି ସଂସ୍ଥାରେ ୮,୦୬୦ କୋଟିର ଜଳକର ବାକି

ଯାଜପୁର,୨୮ା୭ (ହର୍ଷବର୍ଦ୍ଧନ ବେହେରା): ରାଜ୍ୟରେ ୨୦୨୦-୨୧ରୁ ୨୦୨୩-୨୪ ଆର୍ଥିକ ବର୍ଷ ସୁଦ୍ଧା ୨୨୩ଟି ଶିଳ୍ପସଂସ୍ଥାରେ ୭୨୬୨.୪୨୪ କୋଟି ଟଙ୍କା ଏବଂ ୫୫ଟି ଖଣିସଂସ୍ଥା ଉପରେ ୭୯୭.୭୨ କୋଟି…

2 years ago

ଜନତା ବାଛିବେ, କାଉନସିଲର କାଢ଼ିବେ

ଭବାନୀପାଟଣା,୨୮।୭ (ଉତ୍ତମ କୁମାର ଦାଶ): ବିଗତ ବର୍ଷରେ ବିଜ୍ଞପିତ ଅଞ୍ଚଳ ପରିଷଦ (ଏନ୍‌ଏସି), ମ୍ୟୁନିସିପାଲିଟି ଅଧ୍ୟକ୍ଷ ଓ ମହାନଗର ନିଗମ ମେୟରଙ୍କୁ  କାଉନସିଲର ଓ କର୍ପୋରେଟର ପରୋକ୍ଷ…

2 years ago

ଦମ୍‌ରେ ଆଳୁ ନାହିଁ

କଟକ,୨୮ା୭(କାର୍ତ୍ତିକ ସାହୁ): ଖାଉଟିଙ୍କୁ ଘାଇଲା କରିଛି ବର୍ଦ୍ଧିତ ଆଳୁ ଦର। ଓଡ଼ିଶା ବଜାରକୁ ପଶ୍ଚିମବଙ୍ଗ ଆଳୁ ପର୍ଯ୍ୟାପ୍ତ ଭାବେ ନ ଆସିବା କାରଣରୁ ପରିସ୍ଥିତି ସଙ୍ଗିନ ହୋଇଛି।…

2 years ago

ଝଞ୍ଜାବତୀ ନଦୀରେ ଭାସିଗଲେ ୮ ମାସର ଗର୍ଭବତୀ ମହିଳା, ୬ ବର୍ଷର ଝିଅ

କୋରାପୁଟ,୨୭ା୭(ଅମିତାଭ ବେହେରା ): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ତଳଗୁମାଣ୍ଡି ଡକରିଘାଟି ଅନ୍ତର୍ଗତ ଝଞ୍ଜାବତୀ ନଦୀରେ ୮ମାସର ଗର୍ଭବତୀ ଓ ତାଙ୍କ ୬ ବର୍ଷର ଝିଅ ଶନିବାର…

2 years ago

ବରଗଡ଼ରେ ନକଲି ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ଗୋଟିଏ ପଟେ ଯାଞ୍ଚ, ଅନ୍ୟ ପଟେ ହାତଗୁଞ୍ଜା

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ନକଲି ଶିକ୍ଷକ ନିଯୁକ୍ତି ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଦିନ ଯେଉଁଭଳି ଗଡ଼ି ଚାଲିଛି, ଏହି ପ୍ରସଙ୍ଗକୁ ନେଇ ସେଭଳି…

2 years ago

ମେଗା ପାନୀୟ ଜଳ ପ୍ରକଳ୍ପ ପାଇପ୍‌ ଲାଇନ୍‌ ପୋତାରୁ ରାସ୍ତା ଶୋଚନୀୟ

କୋକସରା,୨୭ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ୨୨ ପଞ୍ଚାୟତକୁ ମେଗା ପାନୀୟ ଜଳ ପ୍ରକଳ୍ପରୁ ଜଳ ଯୋଗାଣ ପାଇଁ ଠିକାସଂସ୍ଥା ପକ୍ଷରୁ କାର୍ଯ୍ୟ ଜାରି…

2 years ago

ଅଚାନକ ‘ମିଲ୍‌କି ମୁ’ କ୍ଷୀର ପ୍ଲାଣ୍ଟରେ ପହଞ୍ଚିଲେ ମନ୍ତ୍ରୀ, ଆସିଥିଲା ଅନିୟମିତତା ଅଭିଯୋଗ

ଭୁବନେଶ୍ୱର,୨୭।୭: ରାଜ୍ୟ ଖାଦ୍ୟଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି ନିମାପଡା ଗସ୍ତ କରିଛନ୍ତି। ଏହି ଗସ୍ତ ସମୟରେ ଗୋପସ୍ଥିତ ‘ମିଲ୍‌କି ମୁ’…

2 years ago

କୋରାପୁଟରେ ପ୍ରବଳ ବର୍ଷା: ଭାଙ୍ଗିଲା ୧୨୫ ଘର

କୋରାପୁଟ,୨୭/୭(ଅମିତାଭ ବେହେରା ):   କୋରାପୁଟ ଜିଲାରେ ଶନିବାର ୯୪୯.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଜିଲାର ବୈପାରୀଗୁଡା ବ୍ଲକରେ ସର୍ବାଧିକ ୧୬୩ ମିମି ବର୍ଷା ହୋଇଥିବା ଜିଲା…

2 years ago

ଝାଡ଼ାବାନ୍ତିରେ ଦୁଇ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆକ୍ରାନ୍ତ

ରାୟଗଡ଼ା,୨୭ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକକୁ ବିଭିନ୍ନ ରୋଗ ପିଛା ଛାଡୁନି। ତେବେ ଖଣି କ୍ଷେତ୍ରରେ ବିଶ୍ୱରେ ପରିଚୟ ସୃଷ୍ଟି କରିଥିବା ଏହି ବ୍ଲକରେ…

2 years ago