ଆମ ଜିଲା ଖବର

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା ପ୍ରାର୍ଥୀ…

2 years ago

ନିଆଁ ଲାଗି ଜଳିଗଲା ୨ ବଖରା ଘର: ଲିଭାଇବା ବେଳେ ୨ ଆହତ

ବାସୁଦେବପୁର,୧୯।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ସୁରେଶ୍ୱରପୁର ଗ୍ରାମର ୮ ନଂ. ୱାର୍ଡରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଶାନ୍ତିଲତା ବେହେରାଙ୍କ ୨ ବଖରା…

2 years ago

ପୋଲିଂ ଟିମରେ କର୍ତ୍ତବ୍ୟରତ ଶିକ୍ଷକଙ୍କ ମୃତ୍ୟୁ

ବଲାଙ୍ଗୀର, ୧୯ା୫( ସୁନୀଲ କୁମାର ମହାନ୍ତି): ନିର୍ବାଚନ ପାଇଁ ପୋଲିଂ ଡ୍ୟୁଟିରେ ଥିବା ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ଶିକ୍ଷକଙ୍କ ନାଁ ସୁଶୀଲ କୁମାର…

2 years ago

ରାତି ପାହିଲେ ନିର୍ବାଚନ: ପୁରୁଷୋତ୍ତମପୁରର ୧୪୭ ବୁଥ୍‌ରେ ୧ ଲକ୍ଷ ୪୧ ହଜାର ୭୬୬ ଜଣ କରିବେ ମତଦାନ

ପୁରୁଷୋତ୍ତମପୁର,୧୯ା୫(ସିମାଞ୍ଚଳ ମିଶ୍ର): ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ରବିବାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋମବାର ସକାଳୁ…

2 years ago

ନିର୍ବାଚନୀ ହିଂସା: ଖଲ୍ଲିକୋଟ ହତ୍ୟା ଘଟଣାରେ ଆଉ ଦୁଇ ଗିରଫ

ଛତ୍ରପୁର,୧୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଗିରଫ ହୋଇଛନ୍ତି। ଗିରଫମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ ଓ ରାମଚନ୍ଦ୍ରପୁର ଗ୍ରାମର…

2 years ago

ମାଟି ଅତଡ଼ା ଧସି ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

କୋରାପୁଟ,୧୯ା୫(ଅମିତାଭ ବେହେରା): କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକର ଲାଠିଗୁଡ଼ା ଗ୍ରାମ ନିକଟରେ ଏକ ପାହାଡ଼ରୁ ମାଟି ଅତଡ଼ା ଧସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ…

2 years ago

ଆନନ୍ଦପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏସବୁ ପ୍ରତିଶ୍ରୁତି, କହିଲେ ବିଜେଡି ଆସିଲେ…

ହାଟଡିହୀ,୧୯ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଛେନାପଦୀଠାରେ ନିର୍ବାଚନୀ ପ୍ରଚାର ଏବଂ ବୈଠକରେ ଯୋଗ ଦେଇ ବିଜେଡିକୁ ଆଶୀର୍ବାଦ କରିବାକୁ ଆହ୍ବାନ…

2 years ago

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୧୯ା୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁରାଣ୍ଡି ଥାନା ଅନ୍ତର୍ଗତ ସରଦାପୁର ବ୍ରିଜ୍‌ ପାଖରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକଙ୍କ ନାଁ ପ୍ରଶାନ୍ତ ଜେନା(୨୩)। ସେ…

2 years ago

ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ମୋରଡ଼ା ଭାଜପା, ଏଥିରେ ରହିଛି ୧୫ ବଡ଼ ପ୍ରତିଶ୍ରୁତି…

ମୋରଡ଼ା,୧୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ଆସନ୍ତା ଜୁନ୍‌ ୧ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିପାଇଁ ଭାଜପା ସଜବାଜ ହେବା ଆରମ୍ଭ…

2 years ago

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଠକେଇ ମାମଲାର ନୂଆ ମୋଡ଼, ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଏତଲାକାରୀଙ୍କ ସତ୍ୟପାଠ

ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ଲୋକସଭା ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସ ନାଁରେ ଚାକିରି ଦେବାକୁ କହି ଅନେକ ଯୁବତୀ ଯୁବକଙ୍କଠାରୁ ଲକ୍ଷ ଲକ୍ଷ…

2 years ago