ଆମ ଜିଲା ଖବର

କାମ କରୁଥିବା ବେଳେ ଶ୍ରମିକଙ୍କ ଉପରେ ମାଡ଼ଗଲା ହାଇଓ୍ବା

ବଣାଇଁ,୧୮।୭:(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ୫୨୦ ନମ୍ବର ଜାତୀୟ ରାଜପଥ ରଜାମୁଣ୍ଡା ବାଇପାସ୍‌ ନିକଟରେ ଗୁରୁବାର ରାତିରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି।…

2 years ago

ଶ୍ରୀଜିଉଙ୍କ ଅଧରପଣା ନୀତି ସମ୍ପନ୍ନ

ପୁରୀ,୧୮।୭: ଗୁରୁବାର ଶ୍ରୀଜିଉଙ୍କ ଅଧରପଣା ନୀତି ସମ୍ପାଦିତ ହୋଇଛି। ପାଣିଆ ଆପଟ ସେବକମାନେ ଅଧର ହାଣ୍ଡିରେ ପାଣି ଭର୍ତ୍ତି କରିଥିଲେ। ପରେ ସାଚି, ଛେନା, ସର, ନବାତ,…

2 years ago

ଶାବର ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନୀଳାଦ୍ରି ବିଜେ

କୋରାପୁଟ,୧୮।୭(ଅମିତାଭ ବେହେରା): କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଗୁରୁବାର ଶ୍ରୀଜିଉଙ୍କ ନୀଳାଦ୍ରି ବିଜେ ଶାନ୍ତି ଶୃଙ୍ଖଳା ମଧ୍ୟରେ ସମ୍ପନ୍ନ ହୋଇଯାଇଛି। ଗୁରବାର ନିର୍ଦ୍ଧାରିତ ସମୟର ଅଧଘଣ୍ଟା ବିଳମ୍ବରେ ନୀଳାଦ୍ରି…

2 years ago

କ୍ୟାନ୍‌ସର କରିଦେଲା ଅନାଥ

ଖଡ଼ିଆଳ,୧୮ା୭(ସୁଜିତ କୁମାର ପ୍ରଧାନ)- ପ୍ରଥମେ ମା’ ଓ ପରେ ବାପାଙ୍କୁ ହରାଇ ବେସାହାରା ହୋଇପଡିଛନ୍ତି ୨ବ ନାବାଳିକା। ବୃଦ୍ଧ ଜେଜେବାପା ଏବେ ସେମାନଙ୍କ ଭରସା। ଏଭଳି ଏରିଥି…

2 years ago

ଏମିତି ରହିଛି ସବୁ ଅଳଙ୍କାର, ଭିତର ରତ୍ନଭଣ୍ଡାର ସ୍ଥିତି ନେଇ ବରିଷ୍ଠ ସେବାୟତ କଲେ ବଡ଼ ଖୁଲାସା

ପୁରୀ,୧୮।୭: ଭିତର ରତ୍ନଭଣ୍ଡାର ସ୍ଥିତି ନେଇ ବରିଷ୍ଠ ସେବାୟତ ଦୁର୍ଗା ଦାସମହାପାତ୍ର ବଡ଼ ପ୍ରତିକ୍ରିୟା ଦେଇ କହିଛନ୍ତି ବାହାର ପଟୁ ଗୋଟିଏ ଫାଟ ଦୃଶ୍ୟମାନ ହେଉଛି। ଭିତରେ…

2 years ago

ମିଥ୍ୟା ବିଲ୍‌ କରି ଅର୍ଥ ଆତ୍ମସାତ୍‌ ଉଦ୍ୟମ: ଅଭିଯୋଗ ପରେ ବିଲ୍‌ ବନ୍ଦ କଲେ ବିଡିଓ

କେସିଙ୍ଗା,୧୮ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କସୃପଡା ପଞ୍ଚାୟତରେ ଏକ ପ୍ରକଳ୍ପ କାମରେ ମିଥ୍ୟା ବିଲ୍‌ କରି ଅର୍ଥ ଆତ୍ମସାତ୍‌ ଉଦ୍ୟମ ହୋଇଥିଲା। ଏ ନେଇ…

2 years ago

ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର: ଚାଲିଛି ଚିକିତ୍ସା…

କୋରାପୁଟ,୧୮।୭(ଅମିତାଭ ବେହେରା): ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ପ୍ରଥମେ କୋରାପୁଟ ଜୟପୁର ସ୍ଥିତ ଜିଲା ମେଡିକାଲ ରେ ଭର୍ତ୍ତି କରାଯାଇଥିଲା। ପରେ…

2 years ago

ଆଇଡି ବିସ୍ଫୋରଣ ପରେ ସର୍ଚ୍ଚ ଅପରେଶନ ଜୋର୍‌ଦାର

ମାଲକାନଗିରି,୧୮।୭(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଗୁରୁବାର ଆଇଡି ବିସ୍ପୋରଣ ଘଟି ୨ଜଣ ଯବାନ ଶହୀଦ ହୋଇଥିବା ବେଳେ ୪ଜଣ ଯବାନ ଆହତ…

2 years ago

ଭିତର ରତ୍ନଭଣ୍ଡାରରେ କ’ଣ ଅଛି? ବାହାରକୁ ଆସିବା ପରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଦେଲେ ବଡ଼ ସୂଚନା

ଜଷ୍ଟିସ ବିଶ୍ବନାଥ ରଥ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସଂପୂର୍ଣ୍ଣ ଅଳଙ୍କାର ସ୍ଥାନାନ୍ତରଣ କରିବା ପାଇଁ ସାଢ଼େ ୭ ଘଣ୍ଟା ଲାଗିଲା। ସକାଳ ୯ଟା ୫୧ରେ…

2 years ago

ସ୍ନେକ ହେଲ୍ପଲାଇନ ସଦସ୍ୟ ଶୁଭେନ୍ଦୁ ମଲ୍ଲିକ ଦେଲେ ବଡ଼ ସୂଚନା: ଭିତର ରତ୍ନଭଣ୍ଡାରରେ…

ପୁରୀ,୧୮।୭: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଖୋଲିଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ…

2 years ago