ସୁନ୍ଦରଗଡ଼,୧୮।୫: ସୁନ୍ଦରଗଡ଼ ଜିଲା ଭଷ୍ମା ଥାନା ଅଧୀନ କଇଁସରା ଗ୍ରାମରୁ ପୋଲିସ ୨ ଲକ୍ଷ ୪୨ ହଜାର ଟଙ୍କା ଜବତ କରିଛି। ଜବତ ଟଙ୍କା ସମ୍ପର୍କରେ କୌଣସି…
ମାଲକାନଗିରି,୧୮।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ପୋଲିସକୁ ମିଳିଛି ପୁଣି ସଫଳତା। ପୋଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ସୁକମା ଏସପି କିରଣ ଚୌହାନଙ୍କ…
ଭଦ୍ରକ,୧୮ା୫(ସନାତନ ରାଉତ): ଭଦ୍ରକ ଜିଲା ବନ୍ତ ବ୍ଲକର ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଅଡ଼ାଳପଙ୍କ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଆୟୁଷ ଡାକ୍ତରରେ ସ୍ବାସ୍ଥ୍ୟସେବା ଚାଲିଛି। କେତେବେଳେ…
ଓଡ଼ଗାଁ,୧୮ା୫(ଆଦର୍ଶ କୁମାର ପଟ୍ଟନାୟକ): କିଛିଦିନ ତଳେ ପାଣି ଯୋଗାଣକୁ ନେଇ ରଙ୍ଗଣିପାଟଣା ପଞ୍ଚାୟତ ଜାମୁସାହି ଗ୍ରାମବାସୀ ବିଦ୍ୟୁତ୍ କାର୍ଯ୍ୟାଳୟ ଘେରାଉ କରି ଲାଇନ୍ ସଂଯୋଗ ପାଇଁ ଅଡ଼ି…
ଡେରାବିଶ, ୧୮ା୫(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ପ୍ରତିଷ୍ଠା ହୋଇଥିବା ଆଦର୍ଶ ବିଦ୍ୟାଳୟର ଦୁର୍ଦ୍ଦଶାର ଅନ୍ତ ଘଟୁନାହିଁ। ୨୦୨୨ ମସିହାରେ ପ୍ରତିଷ୍ଠା…
ରଘୁନାଥପୁର,୧୮ା୫(ରାଜେନ୍ଦ୍ର ନାରାୟଣ ସିଂହ):ପାଇଥିବା ମନିପର୍ସ ଫେରାଇ ସଚ୍ଚୋଟ ପଣିଆର ପରିଚୟ ଦେଇଛନ୍ତି ଜଣେ ମହିଳା। ସେ ହେଲେ ରଘୁନାଥପୁର ବ୍ଲକ ବିଦ୍ୟାଧରପୁର ଗ୍ରାମର ଅହମ୍ମଦ ରାଜା ଖାଁଙ୍କ…
କେନ୍ଦ୍ରାପଡ଼ା,୧୮ା୫(ଜଗନ୍ନାଥ ଧଳ): ଜୁନ୍ ୧ରେ ସାଧାରଣ ନିର୍ବାଚନର ମତଦାନ ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି। ମୋଟ୍ ୧୪୪୫ ମଧ୍ୟରୁ ୮୬୭…
ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ): ସଟର ଭାଙ୍ଗି ଦୋକାନ ଭିତରକୁ ପଶିଗଲା ସ୍କର୍ପିଓ। ଶୁକ୍ରବାର ବିଳମ୍ବିତ ରାତିରେ କଳାହାଣ୍ଡି ଜିଲା ଧର୍ମଗଡଠାରେ ଦ୍ରୁତ ଗତିରେ ବରଯାତ୍ରୀଙ୍କୁ ଧରି ଆସୁଥିବା…
ବଲାଙ୍ଗୀର,୧୮।୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହର ରେଲୱେ ଷ୍ଟେଶନ୍ ନିକଟ ଏକ ହୋଟେଲ ରୁମ୍ରୁ ଜଣେ ବ୍ୟକ୍ତିଙ୍କ ହାତମୁହଁ ବନ୍ଧା ମୃତଦେହ ପୋଲିସ ଉଦ୍ଧାର କରରଯାଇଛି। ଏହା…
ଜଟଣୀ,୧୮ା୫(ରବୀନ୍ଦ୍ରନାଥ ମହାକୁଡ଼): ଓଡ଼ିଶାରେ ୬ଷ୍ଠ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେଲେ ଜଟଣୀରେ ରହିଥିବା ଜମିଜମା ସମସ୍ୟାର ସମାଧାନ କରାଯିବ। ସମସ୍ତ ଏସ୍ଏଚ୍ଜି ମହିଳାଙ୍କୁ ମାସିକ…