ଆମ ଜିଲା ଖବର

ବୁଲାଣି ରାସ୍ତାରେ ୨ ବସ୍‌ ମୁହାଁମୁହିଁ: ଡ୍ରାଇଭରଙ୍କ ଜୀବନ ଗଲା, ୩୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ସୋନପୁର,୧୦।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ଉଲୁଣ୍ଡା ବ୍ଲକସ୍ଥିତ ଡୁଡୁପାଲି ଛକରେ ଶୁକ୍ରବାର ରାତିରେ ସଡକ ଦୁର୍ଘଟଣା ଘଟିଛି। ବୁଲାଣି ରାସ୍ତାରେ ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ ମୁହାଁମୁହିଁ…

2 years ago

ଏଥର ହ୍ବାଟ୍ସଆପ୍‌ରେ ମିଳିବ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୧୦ା୫ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ପୂର୍ବରୁ ଏସ୍‌ଏମ୍‌ଏସ୍‌…

2 years ago

ବିଶାଳ ରାଲି ନୁହେଁ, ପ୍ରାର୍ଥିପତ୍ର ଦାଖଲ ପାଇଁ ସାଇକେଲରେ ପହଞ୍ଚିଲେ ସୁରଙ୍କ ପୁଅ ସିଦ୍ଧାର୍ଥ

ନିମାପଡ଼ା,୧୦ା୫: ପ୍ରାର୍ଥୀପତ୍ର ଦାଖଲ ସମୟରେ ସମସ୍ତ ପ୍ରାର୍ଥୀ ବିଶାଳ ରାଲି କରି ଯାଉଥିବା ନଜର ଆସିଥାଏ। ହେଲେ ନିମାପଡ଼ା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସିଦ୍ଧାର୍ଥ ରାଉତରାୟ…

2 years ago

ଆସୁଛନ୍ତି ମୋଦି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବରଗଡ଼,୧୦।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ମୋଦି ମଧ୍ୟାହ୍ନ…

2 years ago

ଅନୁକୂଳ ହେଲା ରଥକାଠ, ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ

ପୁରୀ,୧୦।୫: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁକ୍ରବାର ରଥକାଠ ଅନୁକୁଳ ହୋଇଛି । ରଥ ନିର୍ମାଣ ପାଇଁ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବିଜେ ହୋଇଛି । ଏଥିସହ ଆଜି…

2 years ago

ଭାଜପାର ମୋଟର ସାଇକେଲ ରାଲି

କେସିଙ୍ଗା,୧୦।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବୋରିଙ୍ଗପଦର ଠାରୁ ସହରର ବଗାଡ଼ ଯାଏ ଭାଜପାର ମୋଟର ସାଇକେଲ ରାଲି ଟାଉନ ସଭାପତି ମଗନ ସିନ୍ଦୁରଙ୍କ ନେତୃତ୍ୱରେ…

2 years ago

ଜଙ୍ଗଲରେ ନିଆଁ ଲଗାଇ ପୋଡୁ ଚାଷ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା

ଦାରିଙ୍ଗବାଡ଼ି,୧୦।୫(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନିଆଁ ଲିଭିବାର ନାଁ ଧରୁନି। କେତେବେକେ ଶିକାର ଉଦ୍ଦେଶ୍ୟରେ ତ କେତେବେଳେ ପୋଡୁ ଚାଷ ପାଇଁ ଜଙ୍ଗଲକୁ…

2 years ago

କ୍ରିକେଟ ଖେଳୁଥିବା ବେଳେ ଟଳିପଡିଲେ ଯୁବକ, ଅଂଶୁଘାତ ଆଶଙ୍କା

ବ୍ରହ୍ମପୁର,୧୦ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅଧୀନ ଖଲ୍ଲିକୋଟ କଲେଜ ଖେଳପଡ଼ିଆରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଖେଳୁଥିବାବେଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

2 years ago

ଅକ୍ଷୟ ତୃତୀୟାରେ ଅନୁକୂଳ ହେଲା ଅଖିମୁଠି

କେନ୍ଦୁଝର,୧୦।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ କେନ୍ଦୁଝର ସରକାରୀ ଫାର୍ମରେ ଜିଲାସ୍ତରୀୟ ଅକ୍ଷୟ ତୃତୀୟା ତଥା କୃଷକ ଦିବସ ପାଳନ ହୋଇଯାଇଛି । କୃଷି ଓ କୃଷକଙ୍କ ଗୁରୁତ୍ୱ…

2 years ago

ବୃଦ୍ଧଙ୍କ ଉପରେ ମାଡ଼ିଗଲା ଚିପ୍ସ ବୋଝେଇ ହାଇୱା

ଦେଓଗାଁ,୧୦।୫(କୃଷ୍ଣପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ଦେଓଗାଁ କଲେଜ ଛକରେ ଶୁକ୍ରବାର ଏକ ହାଇୱା ଚାପାରେ ଜଣେ ସାଇକେଲ ଆରୋହୀଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି।…

2 years ago