ଆମ ରାଜ୍ୟରେ ଜଗନ୍ନାଥ ସଂସ୍କୃତିକୁ ଆଧାରକରି ବାର ମାସରେ ତେର ପର୍ବ ପାଳନ କରାଯାଇଥାଏ। ତନ୍ମଧ୍ୟରେ ମହାନ୍ ପବିତ୍ର କୃଷିଭିତ୍ତିକ ପର୍ବ ଅକ୍ଷୟତୃତୀୟା ଅନ୍ୟତମ। ପ୍ରତିବର୍ଷ ବୈଶାଖ…
ପୁରୀ,୧୦ା୫(ଅଜିତ୍ ମହାନ୍ତି):ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଦ୍ୱାରା ଗଠିତ ରତ୍ନଭଣ୍ଡାର କମିଟିର ଅଧ୍ୟକ୍ଷ ଜଷ୍ଟିସ୍…
ଖୋର୍ଦ୍ଧା,୧୦ା୫(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ୩ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ପ୍ରାର୍ଥୀ ଏବେ ପ୍ରଚାରକୁ ଜୋରଦାର କରିଛନ୍ତି।…
ନିରାକାରପୁର,୧୦ା୫(ମାନସ ଚନ୍ଦ୍ର ପଟ୍ଟନାୟକ): ଚାଷ ଓ ଚାଷୀଙ୍କ ଉନ୍ନତ୍ତି ସରକାର ବିଭନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀଙ୍କ ଅବହେଳାରୁ ତଳସ୍ତରରେ…
କଣାସ,୧୦ା୫(ବିଭୂତି ଭୂଷଣ ତ୍ରିପାଠୀ): ଅର୍ଥକରୀ ଫସଲ ନଡ଼ିଆ ଗଛରେ ଅଜଣା ରୋଗ ଲାଗି ରହିଥିବାରୁ ଚାଷୀ ମୁଣ୍ଡରେ ହାତଦେଇ ବସିଛନ୍ତି। ବିଶେଷକରି ଚିଲିକା ଉପକୂଳ ଦୋଛିଆଁ ,…
କଣାସ,୧୦ା୫(ବିଭୂତି ଭୂଷଣ ତ୍ରିପାଠୀ): କେନ୍ଦ୍ର ଓ ରାଜ୍ୟ ସରକାର ନଦୀନାଳର ସୁରକ୍ଷା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବାବେଳେ କଣାସ ବ୍ଲକର ଦୟା ଓ ଲୁଣାନଦୀର…
ରାଜକନିକା,୧୦ା୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଜୟନଗର ପଞ୍ଚାୟତ ବଜରପୁରର ସୁରେଶ ଚନ୍ଦ୍ର ନାୟକଙ୍କ ସ୍ତ୍ରୀ ସଂଯୁକ୍ତା ନାୟକ କର୍କଟ ପୀଡ଼ିତାଙ୍କ ଉଦ୍ଦେଶ୍ୟରେ ତାଙ୍କର…
ପ୍ରୀତିପୁର,୧୦ା୫(ସୁଶାନ୍ତ ବେହୁରିଆ): ଖଳା ନ ଥିବାରୁ ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଅଧୀନ ବିଭିନ୍ନ ପଞ୍ଚାୟତର ଚାଷୀମାନେ ସେମାନଙ୍କ ଉତ୍ପାଦିତ ସାମଗ୍ରୀ ଅମଳ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି…
ଯାଜପୁର,୧୦ା୫(ହର୍ଷବର୍ଦ୍ଧନ ବେହେରା): ପ୍ରତି ୫ ବର୍ଷରେ ଥରେ ସାଧାରଣ ନିର୍ବାଚନ ହୁଏ। କିନ୍ତୁ ଆଦିବାସୀ ବହୁଳ ସୁକିନ୍ଦା ବ୍ଲକର ଭାଗ୍ୟ ବଦଳେ ନାହିଁ। ଯାହାର ଉଦାହରଣ ଏବେ…
କଟକ,୧୦ା୫(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନକୁ ନେଇ ବାରବାଟୀ-କଟକ ରାଜନୀତି ସରଗରମ ହେବାରେ ଲାଗିଛି। ଏଠାରେ ଉଚ୍ଚ ଶିକ୍ଷିତ ପ୍ରାର୍ଥୀ ଏବେ ନୂଆଢଙ୍ଗରେ ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ପ୍ରାର୍ଥୀଙ୍କ ମଧ୍ୟରେ…