ଆମ ଜିଲା ଖବର

ଆତ୍ମସମର୍ପଣ କଲେ ୩ ମାଓବାଦୀ

ମାଲକାନଗିରି, ୮ା୫(ଦୁଯେର୍ର୍‌ୟାଧନ ପାତ୍ର):  ଛତିଶଗଡ଼ ଦାନ୍ତେୱାଡା ଜିଲା ପୋଲିସ ନିକଟରେ ୩ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୂଚନାନୁଯାୟୀ, ହିଂସାର ବାଟ ଛାଡି ସମାଜର ମୁଖ୍ୟ ସ୍ରୋତରେ…

2 years ago

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଖଇରପୁଟରେ ବୁଧବାର ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଭାଜପା କର୍ମୀମାନେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ନେଇ ମୁଦୁଲିପଡ଼ା ଥାନାରେ…

2 years ago

ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର ବିଜୟ…

2 years ago

୧୫ ମିନିଟ୍‌ ଅନ୍ଧାରରେ ରହିଲା ଶ୍ରୀମନ୍ଦିର

ପୁରୀ,୮ା୫: ଶ୍ରୀମନ୍ଦିର ବୁଧବାର ରାତିରେ ୧୫ ମିନିଟ୍‌ ପର୍ଯ୍ୟନ୍ତ ଅନ୍ଧକାରରେ ରହିଥିଲା। ପାଓ୍ବାର କଟ୍‌ ହେବାରୁ ୧୫ରୁ ୨୦ ମିନିଟ୍‌ ଧରି ଶ୍ରୀମନ୍ଦିର ଅନ୍ଧାର ହୋଇଯାଇଥିଲା। ଏହି…

2 years ago

ରାଜନୀତି ସରଗରମ: ଆଉ ୫ ଦିନ ପରେ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା କ୍ଷେତ୍ରର କେସିଙ୍ଗା ବ୍ଳକରେ ରାଜନୈତିକ ଉଷ୍ମତା ବଢ଼ିଚାଲିଛି। ଆସନ୍ତା ୧୩ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍‌…

2 years ago

ପୋଖରୀରୁ ଅଚିହ୍ନା ମୃତଦେହ ଜବତ: ହୁଡ଼ାରେ ରହିଛି ବ୍ୟାଗ୍‌, ଆଶାବାଡ଼ି

ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣଶରଣପୁର ପଞ୍ଚାୟତର ପଣ୍ଡିତ ଗାଁ ଚଟିବନ୍ଧରୁ ଜଣେ ଅଚିହ୍ନା ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ…

2 years ago

ଭଉଣୀ ବାହାଘରରେ ଲକ୍ଷାଧିକ ଟଙ୍କା ଋଣ କରିଥିଲେ ଭାଇ, ଶୁଝିବା ପାଇଁ ଦାଦନ ସାଜି ବିଦେଶରେ ଗଲା ଜୀବନ

ଗଞ୍ଜାମ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ତେନ୍ତୁଳିଆପଲ୍ଲୀ ପଞ୍ଚାୟତ ବାଗଲପୁର ଗ୍ରାମର କାର୍ତ୍ତିକ ପ୍ରଧାନ ଓ ତାଙ୍କ ପୁଅ ସାଗର ପ୍ରଧାନ ଦୀର୍ଘ ୧୦…

2 years ago

ଦଳ ନା ପ୍ରାର୍ଥୀ? ସମ୍ବଲପୁରରେ କାହା ମୁଣ୍ଡରେ ସୁନାକଳସ ଢ଼ାଳିବେ ଜନତା…

ସମ୍ବଲପୁର,୮।୫: ଦିଲ୍ଲୀରୁ ପଲ୍ଲୀ ଏବେ ସବୁଠି ନିର୍ବାଚନୀ ତାତି। ସମ୍ବଲପୁର କଥା ଦେଖିଲେ ଏଠାରେ ୩ ପ୍ରମୁଖ ଦଳ ନିଜର ପ୍ରାର୍ଥୀଙ୍କୁ ଓହ୍ଲାଇଛନ୍ତି। ନିଜର ପୁରୁଖା ନେତାଙ୍କୁ…

2 years ago

ଜମୁଛି ପ୍ରଚାର, ନିଜ ସପକ୍ଷରେ ଭୋଟ୍‌ ଦେବାକୁ ଲୋକଙ୍କୁ ନିବେଦନ କରୁଛନ୍ତି ପ୍ରାର୍ଥୀ

କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଯୋଡ଼ି ଶଙ୍ଖରେ ଭୋଟ୍‌ ଦେବା ପାଇଁ ନଗରପାଳ ନୃପରାଜ ଯାଦବଙ୍କ ନେତୃତ୍ୱରେ ବିଜେଡି କର୍ମୀଙ୍କ ଦ୍ୱାରା ନିର୍ବାଚନୀ ପ୍ରଚାରକୁ…

2 years ago

କଳାହାଣ୍ଡିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଦେଲେ ଏସବୁ ପ୍ରତିଶ୍ରୁତି…

ଭବାନୀପାଟଣା,୮ା୫(ଉତ୍ତମ କୁମାର ଦାଶ): କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ବୁଧବାର କଳାହାଣ୍ଡିକୁ ଦିନିକିଆ ଗସ୍ତରେ ଆସିଥିଲେ। ଅପରାହ୍ନ ୧ଟା ୧୫ରେ ଭବାନୀପାଟଣା ସହରସ୍ଥିତ ରିଜର୍ଭ ପଡ଼ିଆରେ ହେଲିକପ୍ଟରରୁ ଓହ୍ଲାଇ…

2 years ago