ଆମ ଜିଲା ଖବର

ସିଆର୍‌ପିଏଫ୍‌ ଯବାନଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଖଇରା,୨।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ଗଗନଧୁଳି ଗ୍ରାମର ରାଘବାନନ୍ଦ ମାଝିଙ୍କ ଘରୁ ରାତିରେ ଚୋରି ହୋଇଥିବା ନେଇ ଖଇରା ଥାନାରେ…

2 years ago

ଅଣସର ଘରେ  ମହାପ୍ରଭୁ:  ଆଜି ଶ୍ରୀଜିଉଙ୍କୁ ଲାଗି ହେବ ଦଶମୂଳ ମୋଦକ

ପୁରୀ,୨।୭: ଅଣସର ଘରେ  ମହାପ୍ରଭୁ। ତାଙ୍କୁ ସୁସ୍ଥ କରିବାକୁ ଲାଗିପଡ଼ିଛନ୍ତି ରାଜବୈଦ୍ୟ। ଏ ନେଇ ପବିତ୍ର ଏକାଦଶୀ ତିଥିରେ  ମଙ୍ଗଳବାର ଶ୍ରୀଜିଉମାନଙ୍କୁ ଦଶମୂଳ ମୋଦକ ଲାଗି ହେବ…

2 years ago

ରଥଯାତ୍ରା ପାଇଁ ପୋଲିସ ଡିଜିଙ୍କ ସମୀକ୍ଷା:ନିୟୋଜିତ ହେବ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ, ୨ା୭(ଅଜିତ୍‌ କୁମାର ମହାନ୍ତି):ଆସନ୍ତା ୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଦୀର୍ଘ ୫୩ ବର୍ଷପରେ ଚଳିତ ବର୍ଷ ଗୋଟିଏ ଦିନରେ ନେତ୍ରଉସତ୍ବ,…

2 years ago

ମହିଳାଙ୍କଠାରୁ ଠକିନେଲେ କୋଟିଏ ଟଙ୍କା

ଯାଜପୁର ଟାଉନ,୨ା୭ (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି) :ଜଣେ ଯୁବକ ପ୍ରଲୋଭନ ଦେଖାଇ ଶତାଧିକ ମହିଳାଙ୍କଠାରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ୍‌ କରିନେଇଥିବା ଅଭିଯୋଗ ହୋଇଥିଲା ା ସମ୍ପୃକ୍ତ…

2 years ago

କଟକର ସମସ୍ତ ବେଆଇନ ହସ୍ପିଟାଲ ବନ୍ଦ ପାଇଁ ନିର୍ଦ୍ଦେଶ

କଟକ,୨ା୭ (କାର୍ତ୍ତିକ ସାହୁ) :କଟକରେ ବିନା ରେଜିଷ୍ଟ୍ରେଶନରେ ଚାଲିଥିବା ଏକ ନିର୍ଦ୍ଦିଷ୍ଟ ହସ୍ପିଟାଲ ସମେତ ଅନ୍ୟ କେତେକ ହସ୍ପିଟାଲକୁ ତୁରନ୍ତ ବନ୍ଦ କରିବାକୁ ଜାତୀୟ ମାନବିକ ଅଧିକାର…

2 years ago

ମୃତ ବ୍ୟକ୍ତିଙ୍କ ନାମରେ ଆସୁଛି ଭତ୍ତା ଟଙ୍କା

କାଏମା,୨ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ପାଟପୁର ପଞ୍ଚାୟତରେ ଭତ୍ତା ଟଙ୍କା ବଣ୍ଟନରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଏଠାରେ ବର୍ଷ ବର୍ଷ ଧରି ମୃତବ୍ୟକ୍ତିଙ୍କ ନାମରେ…

2 years ago

ଖଣି ଅଞ୍ଚଳରୁ ହଟୁଛି ଘଡ଼େଇ ପରିବାରର ପତିଆରା

କାଳିଆପାଣି,୨ା୭(ଅସିତ୍‌ ମହନ୍ତ):ଶ୍ରମିକ ସଂଘ (ସୁକିନ୍ଦା ରିଜିୟନ କ୍ରୋମାଇଟ ଖାଦାନ ମଜଦୁର ସଂଘ ବା ଏସ୍‌ଆର୍‌ସିକେଏମ୍‌ଏସ୍‌) ପକ୍ଷରୁ କାଳିଆପାଣି ଖଣି ଅଞ୍ଚଳରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିବାବେଳେ…

2 years ago

ବଲେ ବଲେ ଢାବାକୁ ନେଇ ଆସିଲା ଚାଞ୍ଚଲ୍ୟକର ତଥ୍ୟ: ସିଲ୍‌ ହେବ ଢାବା

ଧର୍ମଶାଳା,୨ା୭ (ବଟକୃଷ୍ଣ ପରିଡା):ଧର୍ମଶାଳା ବ୍ଲକ ଅନ୍ତର୍ଗତ ନେଉଳପୁରସ୍ଥିତ ବଲେ ବଲେ ଢାବା ସିଲ୍‌ ହେବ ବୋଲି ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ସୋମବାର ସୂଚନା ଦେଇଛନ୍ତି। ନେଉଳପୁରସ୍ଥିତ…

2 years ago

ନୂଆ ରୂପରେ ସଜେଇ ହେଉଛି ଲକ୍ଷ୍ମୀ ବସ୍‌: ଏବେ ସବୁଜ ବଦଳରେ…

ଢେଙ୍କାନାଳ,୨ା୭(ରତନ ନାୟାର):ଢେଙ୍କାନାଳ ବସ୍‌ଷ୍ଟାଣ୍ଡ ପରିସରରେ ଥିବା ଲକ୍ଷ୍ମୀ ବସ୍‌ଗୁଡିକର ରଙ୍ଗ ବଦଳାଯାଉଛି। ପୂର୍ବ ବିଜେଡି ସରକାରଙ୍କ ସମୟରେ ଗତ ଜାନୁଆରୀ ୩୧ ତାରିଖରେ ଢେଙ୍କାନାଳ ଜିଲାରେ ତତ୍କାଳୀନ…

2 years ago

ଭାଜପା-ବିଜେଡି କର୍ମୀ ମାର୍‌ପିଟ୍‌

ଖୁଣ୍ଟୁଣୀ,୨ା୭(ସଚ୍ଚିଦାନନ୍ଦ ପଣ୍ଡା):କଟକ ଜିଲା ଆଠଗଡ଼ ବ୍ଲକ ଅଧୀନ ଖୁଣ୍ଟୁଣୀ ସରକାରୀ ଡାକ୍ତରଖାନାର ନୂତନ ଗୃହ ନିର୍ମାଣ ପାଇଁ ସୋମବାର ଭୂମିପୂଜାବେଳେ ଭାଜପା ନେତା ଅଭୟ ବାରିକଙ୍କ ଉପସ୍ଥିତିକୁ…

2 years ago