ଆମ ଜିଲା ଖବର

ଗୋଟିଏ ଦିନରେ ଅବସର ନେଲେ ୪ ମୁଖ୍ୟ ଅଧିକାରୀ

ଏମ.ରାମପୁର,୩୦।୬(ଶଶୀଭୂଷଣ ପ୍ରହରାଜ): ଗୋଟିଏ ଦିନରେ ରବିବାର ଏକା ଥରକେ ୪ଜଣ ମୁଖ୍ୟ ଅଧିକାରୀ, ଅଧିକାରିଣୀ ଅବସର ନେଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା ଏମ.ରାମପୁର ଗୋଷ୍ଠୀ…

2 years ago

ଧରିତ୍ରୀ ପ୍ରଭାବ: ଡ୍ରେନ ମରାମତି କାର୍ଯ୍ୟ ଆରମ୍ଭ

ଗଞ୍ଜାମ,୩୦ା୬(ବିଦ୍ୟାଧର ସାହୁ)-ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ମୁଖ୍ୟରାସ୍ତା ଡ୍ରେନ ପ୍ଲେଟ ଫାଟି ବିରାଟ ଗର୍ତ୍ତ ସୃଷ୍ଟି ହୋଇଥିଲା। ଏ ନେଇ ଗତ ୨୬ ତାରିଖରେ ‘ଧରିତ୍ରୀ’ରେ…

2 years ago

ଦାୟିତ୍ୱ ନେବାପରେ ଶ୍ରୀମନ୍ଦିର ଦର୍ଶନ କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୩୦।୬: ମୁଖ୍ୟ ଶାସନ ସଚିବ ଭାବେ ରବିବାର ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୦ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର୍‌ ମନୋଜ ଆହୁଜା। ଲୋକସେବା ଭବନରେ ବିଦାୟୀ…

2 years ago

ଚାଷକାମ ସାରି ଘରକୁ ଫେରୁଥିବା ବେଳେ ହେଲା ବଜ୍ରପାତ, ଚାଲିଗଲା ଦୁଇ ଚାଷୀଙ୍କ ଜୀବନ

ଖୋର୍ଦ୍ଧା,୩୦ା୬(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବ୍ଲକ ପୁବୁସାହି ପଞ୍ଚାୟତ ଜୟମଙ୍ଗଳ ଗ୍ରାମରେ ରବିବାର ଏକ ଦୁଃଖଦ ଘଟଣା ଘଟିଛି। ମୃତକ ଦ୍ବୟ ହେଲେ ନାରଣ ପ୍ରଧାନ(୬୨) ଓ ସରୋଜ…

2 years ago

ପାରିବାରିକ କଳହରୁ ଜୀବନ ହାରିଲେ ଯୁବକ

ପାଟଣା,୩୦।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ଗାଲଫୁଲା ଗ୍ରାମର ଜଣେ ୩୫ ବର୍ଷୀୟ ବିବାହିତ ଯୁବକଙ୍କ ଝୁଲନ୍ତା ମୃତଦେହ ରବିବାର ପୋଲିସ…

2 years ago

ଗୁଳି ମାଡ଼ରେ ମା’ ମୃତ, ଝିଅ ଗୁରୁତର

ଭବାନୀପାଟଣା,ଥୁଆମୂଳ ରାମପୁର ୩୦।୬ (ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ରଣପୁର ଗ୍ରାମରେ ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ଦୁର୍ବୁତ୍ତଙ୍କ ଗୁଳି…

2 years ago

ଭାରତର ବିଜୟ ଖୁସିରେ ଗାଁ ସାରା ନାଚିଲେ

କୋରାପୁଟ,୩୦୬: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ଇତିହାସ ରଚିଛି। ରୋମାଞ୍ଚକର ମୁକାବିଲାରେ ଦକ୍ଷିଣ ଆଫ୍ରିକାକୁ ହରାଇ ଟିମ୍‌ ଇଣ୍ଡିଆ ହରାଇ ଦ୍ୱିତୀୟ ଥର ପାଇଁ ଟି୨୦ ବିଶ୍ୱକପ…

2 years ago

ପେପର ମିଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଟିଟିଲାଗଡ଼,୩୦।୬: ବଲାଙ୍ଗୀର ଜିଲା ଚୋରମରାସ୍ଥିତ ଏକ ପେପର ମିଲ୍‌ ଗୋଦାମରେ ରବିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ପେପର ମିଲ୍‌ର କେମିକାଲ ଗୋଦାମରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା…

2 years ago

ଗୋ’ ମାଂସ ବୋଝେଇ କଣ୍ଟେନର ଜବତ କଲେ ଗ୍ରାମବାସୀ

ଛତ୍ରପୁର,୩୦ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଜାତୀୟ ରାଜପଥ ପୋକୁଡିବନ୍ଧ ଛକ ନିକଟରେ ଏକ କଣ୍ଟେନର ଯୋଗେ ବିପୁଳ ପରିମାଣର ଗୋ’ ମାଂସ ଧରି…

2 years ago

ମହିଳାଙ୍କୁ ଗଣବଳାତ୍କାର, ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଚାନ୍ଦବାଲି,୩୦ା୬(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଭୂଇଁବୃତ୍ତି ପଞ୍ଚାୟତ ନୂଆଗାଁ ନିକଟରେ ଜଣେ ଅନୁସୂଚିତ ଜନଜାତି ମହିଳାଙ୍କୁ ଗଣବଳାତ୍କାର ଅଭିଯୋଗରେ ତିନି ଅଭିଯୁକ୍ତକୁ ଚାନ୍ଦବାଲି ପୋଲିସ…

2 years ago