ଢେଙ୍କାନାଳ, ୨୨ା୧୨: ଓଡ଼ିଶାର ପ୍ରସିଦ୍ଧ ମହିମା ପୀଠ ଯୋରନ୍ଦାଠାରେ ଉପାସନା ପୀଠ ଓ ବତୀ ମଣ୍ଡପ ନିର୍ମାଣ, ଭବ୍ୟ ମହିମା ଗାଦି ଶୂନ୍ୟ ମଣ୍ଡପ ନିର୍ମାଣ ଏବଂ…
ରାଉରକେଲା,୨୧।୧୨:ରାଉରକେଲାରେ ହଇଜା ସ୍ଥିତିି ଅଣାୟତ୍ତ ହୋଇପଡିଥିବା ବେଳେ ଡାକ୍ତରଖାନାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଗୁରୁବାର ସୁଦ୍ଧା ବିଭିନ୍ନ ଡାକ୍ତରଖାନାରେ ମୃତ୍ୟୁ ସଂଖ୍ୟା ୧୧ରେ ପହଞ୍ଚି ଥିବା…
ଅନୁଗୋଳ,୨୨ା୧୨: ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ କିଆକଟାରେ ଏକ ଅମାନବୀୟ ଘଟଣା ଘଟିଛି। ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା…
ଛତ୍ରପୁର,୨୨।୧୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ସମସ୍ୟାର ସମାଧାନ ନେଇ ବାରମ୍ବାର ସରକାରଙ୍କୁ ଜଣାଇବା ପରେ ଶୁଣୁନାହାନ୍ତି । ଏନେଇ ଗଞ୍ଜାମ ଜିଲାର ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଶୁକ୍ରବାର ବିକ୍ଷୋଭ…
କଟକ,୨୨ା୧୨: ନୂଆ ଜିଲା ଘୋଷଣା ଉପରେ ଅଙ୍କୁଶ ଲଗାଇଛନ୍ତି ହାଇକୋର୍ଟ। ବିନା ଅନୁମତିରେ ରାଜ୍ୟ ସରକାର ନୂଆ ଜିଲା ଗଠନ ପାଇଁ ନିର୍ଦ୍ଦେଶନାମା ଜାରି କରିପାରିବେ ନାହିଁ…
ନୂଆପଡ଼ା,୨୨।୧୨(ମକାରୁ ବେମାଲ): ପିଆଜ ଅଭାବକୁ ପୂରା କରିବ ଖରିଫ ପିଆଜ। ଜିଲାର ଉପାନ୍ତ ଅଞ୍ଚଳରେ ଏବେ ଅମଳ ହେଉଛି ଖରିଫ ପିଆଜ। ବର୍ତ୍ତମାନ ବଜାରରେ ପିଆଜ ଚାହିଦା…
ପୁରୀ, ୨୨ା୧୨(ଅଜିତ୍ ମହାନ୍ତି): ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁବାର ଐତିହ୍ୟ ସ୍ଥାପନା ସଂଯୋଜନା ମଣ୍ଡଳୀର ବୈଠକ ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ…
ପ୍ରୀତିପୁର,୨୨ା୧୨(ସୁଶାନ୍ତ ବେହୁରିଆ): ବିଞ୍ଝାରପୁର ବ୍ଲକ ଅଧୀନ ବାଙ୍ଗରା ପଞ୍ଚାୟତର ବେଙ୍ଗାନାଳ ଉପରେ ଥିବା ସେତୁ ଅସୁରକ୍ଷିତ ହୋଇପଡ଼ିଛି। ହେଲେ ଏହି ସେତୁରେ ଲୋକେ ବାଧ୍ୟହୋଇ ଯାତାୟାତ କରୁଛନ୍ତି।…
ପଟ୍ଟାମୁଣ୍ଡାଇ,୨୨ା୧୨ (କଳ୍ପତରୁ ନାୟକ): ବାୟୁ ପ୍ରଦୂଷଣ ହ୍ରାସ ନିମନ୍ତେ ସରକାର ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରୁଛନ୍ତି। ସେହିପରି ସରକାରୀ କିମ୍ବା ବେସରକାରୀ କାର୍ଯ୍ୟରେ ମାଟି ତିଆରି…
ଖୋର୍ଦ୍ଧା,୨୨ା୧୨(ପ୍ରଭାତ ପାଣିଗ୍ରାହୀ): ଖରିଫ ଧାନକିଣାକୁ ଶୃଙ୍ଖଳିତ ଏବଂ ବ୍ୟବସ୍ଥିତ କରିବା ଲାଗି ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ରାଜ୍ୟର ବିଭିନ୍ନ ଜିଲାରେ ଧାନକିଣା ଆରମ୍ଭ ହୋଇଥିବା ବେଳେ…