ଆମ ଜିଲା ଖବର

ଶୁଣିଲାନି ପ୍ରଶାସନ, ରାସ୍ତା ମରାମତି କଲେ ଗ୍ରାମବାସୀ

କେନ୍ଦୁଝର,୨୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ୍‌ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ଓ ଗୋହାଲଡିହି ରେଲୱେ ଷ୍ଟେଶନକୁ ପ୍ରବେଶ କରୁଥିବା ମୁଖ୍ୟ ରାସ୍ତା ମରାମତି ଅଭାବରୁ ଶୋଚନୀୟ ହୋଇପଡ଼ିଛି।…

2 years ago

ଘସିପୁରାରେ ବଢୁଛିି ବାଲି ଚୋରାଚାଲାଣ

ରାମଚନ୍ଦ୍ରପୁର,୨୩।୬(ଗଣେଶ୍ୱର ସା): କେନ୍ଦୁଝର ଜିଲା ଘସିପୁରା ତହସିଲ ଅଞ୍ଚଳରେ ବାଲି ଚୋରାଚାଲାଣ ବଢ଼ୁଛି। ବିଶେଷ କରି ତହସିଲ ଅନ୍ତର୍ଗତ ସାଇଁକୁଳ ସର୍କଲ ଅଧୀନରେ ଥିବା ବୈତରଣୀ ନଦୀର…

2 years ago

ଲୋକଙ୍କ ଅଭିଯୋଗ ଶୁଣିଲେ ପଞ୍ଚାୟତିରାଜ ମନ୍ତ୍ରୀ

ଛେଣ୍ଡିପଦା,୨୩।୬, (ଅଜିତ ଧଳ): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ଶନିବାର ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀର ଦୁର୍ଗାପୁର ଓ ଛେଣ୍ଡିପଦାଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି…

2 years ago

ପଞ୍ଚାୟତରେ ଗୋଷ୍ଠୀ କନ୍ଦଳ, ପ୍ରଭାବିତ ହେଉଛି ଗାଁର ବିକାଶ

ରସୁଲପୁର,୨୩ା୬(ରଞ୍ଜିତ ରାଉତ): ଯାଜପୁର ଜିଲା ରସୁଲପୁର ବ୍ଲକର ୨୮ ପଞ୍ଚାୟତ ଯାଜପୁର ଜିଲାର ୩ ପ୍ରମୁଖ ନିର୍ବାଚନମଣ୍ଡଳୀ ବରୀ, କୋରେଇ ଓ ଧର୍ମଶାଳାରେ ବାଣ୍ଟି ହୋଇରହିଛି। ଏବେ ବ୍ଲକର…

2 years ago

ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ଖୁବ୍‌ଶୀଘ୍ର: ଆଇନମନ୍ତ୍ରୀ ହରିଚନ୍ଦନ

ପୁରୀ, ୨୩।୬(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାର ଖୁବ୍‌ଶୀଘ୍ର ନେବେ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ରତ୍ନ…

2 years ago

ଧୋଇଗଲା ପୋଲ, ରାସ୍ତା

ଥୁଆମୂଳରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଅଞ୍ଚଳ ଏବେ ସାମାନ୍ୟ ବର୍ଷରେ ବେହାଲ ହୋଇପଡ଼ିଛି। କେଉଁଠି ପୋଲ ଧୋଇ ନେଇଛି ତୋ କେଉଁଠି…

2 years ago

ବାଇକ୍‌ ସହ ଗଞ୍ଜେଇ ଜବତ, ୨ ଗିରଫ

ଦାରିଙ୍ଗବାଡ଼ି,୨୨ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଗଞ୍ଜାମ ଜିଲା ଅଞ୍ଚଳକୁ ଗଞ୍ଜେଇ ଚୋରାଚାଲାଣ ବେଳେ ପୋଲିସ ମାଡ଼ିବସିଛି। ଏକ ବାଇକ୍‌ ସହ ୧୧ କେଜି ଗଞ୍ଜେଇ…

2 years ago

ସହଦେବଖୁଣ୍ଟା ଥାନା ଅଞ୍ଚଳରେ କର୍ଫ୍ୟୁ କୋହଳ; ବ୍ରଡ୍ ବ୍ୟାଣ୍ଡ ସେବା ଆରମ୍ଭ, ମୋବାଇଲ ଇଣ୍ଟରନେଟ ସେବାରେ ରୋକ୍

ବାଲେଶ୍ଵର( ମାନସ ବିଶ୍ୱାଳ) ୨୨।୬: ବାଲେଶ୍ୱର ଗୋଷ୍ଠୀ ସଂଘର୍ଷ ମାମଲାରେ ଗତକାଲି ଠାରୁ କର୍ଫ୍ୟୁରୁ ଶିଳ୍ପାଞ୍ଚଳ ଥାନାକୁ ବାଦ ଦିଆଯାଇଥିବା ବେଳେ ଆଜି ସହଦେବଖୁଣ୍ଟା ଥାନା ଅଞ୍ଚଳର…

2 years ago

ଶାବର ଶ୍ରୀକ୍ଷେତ୍ରରେ ସ୍ନାନଯାତ୍ରା: ୧୦୮ କଳସ ପାଣିରେ ସ୍ନାନ ପରେ ଶ୍ରୀଜିଉ ଅସୁସ୍ଥ

କୋରାପୁଟ,୨୨ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ର କୋରାପୁଟରେ ଶନିବାର ଦେବସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଶାବର ଶ୍ରୀକ୍ଷେତ୍ର ମନ୍ଦିର ପରିଚାଳନା କମିଟି ସମ୍ପାଦକ ଜଗବନ୍ଧୁ ସାମଲଙ୍କ ତତ୍ତ୍ୱାବଧାନରେ ଆୟୋଜିତ…

2 years ago

ଗଜ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୁଷୋତ୍ତମପୁର,୨୨ା୬(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁରରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଶନିବାର ମହାସମାରୋହରେ ପାଳିତ ହୋଇଯାଇଛି। ରଥସାହି ଜଗନ୍ନାଥ ମନ୍ଦିରରେ ସେବାୟତମାନେ ଶ୍ରୀଜିଉଙ୍କୁ ରତ୍ନବେଦିରୁ ଆଣି ସ୍ନାନବେଦିରେ ବିଜେ କରି…

2 years ago