ଆମ ଜିଲା ଖବର

ସ୍କୁଲରେ ମାରପିଟ ହୋଇ ଲହୁଲୁହାଣ ଘଟଣା, ୨ ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କଲେ ବିଇଓ

ସମ୍ବଲପୁର, ୧୯।୧(ପ୍ରମୋଦ ବହିଦାର): ବୁର୍ଲା କିର୍ବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଗତ ୧୫ତାରିଖରେ ସଂଘଟିତ ରକ୍ତାକ୍ତ ସଂଘର୍ଷରେ ସମ୍ପୃକ୍ତ ଶିକ୍ଷୟିତ୍ରୀ ଦ୍ବୟ ନିଲମ୍ବିତ ହୋଇଛନ୍ତି ।…

3 months ago

କେନ୍ଦ୍ରୀୟ ବିଦ୍ୟାଳୟକୁ ୩୩ କୋଟି ଅନୁମୋଦନ: କେନ୍ଦ୍ରମନ୍ତ୍ରୀ, ବିଧାୟକଙ୍କୁ କୃତଜ୍ଞତା

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାୟୀ କୋଠା ନିର୍ମାଣ ପାଇଁ କେନ୍ଦ୍ର ସରକାର ଇତିମଧ୍ୟରେ ତିନିଦିନ ପୂର୍ବେ ୩୩ କୋଟି ୧୧ ଲକ୍ଷ ଟଙ୍କା…

3 months ago

ଜିଲାର ଚାଷୀଙ୍କ ପାଇଁ ଉଦାହରଣ ସାଜିଲେ ମୂକ ବଧିର ୨ ଭଉଣୀ: କୃଷି ବିଭାଗ ପକ୍ଷରୁ…

ନୂଆପଡ଼ା,୧୮ା୧ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ କୃଷି ମହୋତ୍ସବ ଓ କୃଷି ଯନ୍ତ୍ରପାତି ମେଳାର ଦ୍ୱିତୀୟ ଦିବସରେ ଏକ ନିଆରା ଚାଷୀ ପ୍ରତିଭା…

3 months ago

ଚିଲିକାକୁ ଆସିଛନ୍ତି ୧୧ ଲକ୍ଷ ପକ୍ଷୀ

ବାଲୁଗାଁ,୧୯ା୧(ସଂଗ୍ରାମ ପାଇକରାୟ): ବାଲୁଗାଁ ବନ୍ୟପ୍ରାଣୀ ଡିଭିଜନ ଆନୁକୂଲ୍ୟରେ ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ଚଳିତ ବର୍ଷ ୧୯୬ ପ୍ରଜାତିର ୧୧ ଲକ୍ଷ ୩୨ ହଜାର ୨୦୦…

3 months ago

ବଦଳିବ ‘ଡିପିଆର’, ସାମିଲ ହେବ ପାରାଦୀପ: ନୂଆ ରୂପରେ ଆସିବ ମେଟ୍ରୋ ରେଳ

ଭୁବନେଶ୍ୱର,୧୯।୧(ରବିନାରାୟଣ ଜେନା): ଦୀର୍ଘଦିନ ଧରି ଭୁବନେଶ୍ୱର-କଟକ ମେଟ୍ରୋ ରେଳପ୍ରକଳ୍ପ କାର୍ଯ୍ୟ ଅନିଶ୍ଚିତତା ଭିତରେ ରହିଛି। ଏହାକୁ ନେଇ ଲୋକେ ଆଶା ଓ ଆଶଙ୍କାରେ ରହିଥିବାବେଳେ ରାଜ୍ୟ ସରକାର…

3 months ago

ଅଯୋଧ୍ୟା ଅଭିମୁଖେ ସ୍ବର୍ଣ୍ଣ ଧନୁ

ପୁରୀ,୧୯।୧(ଅଜିତ୍‌ କୁମାର ମହାନ୍ତି): ଅଯୋଧ୍ୟା ଅଭିମୁଖେ ଯାତ୍ରା କଲା ସ୍ବର୍ଣ୍ଣ ଧନୁ। ରବିବାର ଭୁବନେଶ୍ୱରରେ ଧନୁ ପ୍ରଦର୍ଶନ ହେବାପରେ ବିଳମ୍ବିତ ରାତିରେ ପୁରୀରେ ପହଞ୍ଚିଥିଲା। ସ୍ବର୍ଣ୍ଣରେ  ନିର୍ମିତ…

3 months ago

କୋଟିଆ ବିବାଦ ସମାଧାନ କରିବାକୁ ଅଣ୍ଟା ଭିଡ଼ିଲା ଡିପିବିପି: ୬୪ ବ୍ଲକ୍‌କୁ ନେଇ…

ପଟ୍ଟାଙ୍ଗି,୧୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ କୁନ୍ଦୁଲି ସାପ୍ତାହିକ ହାଟସ୍ଥିତ କମ୍ୟୁନିଟି ହଲ୍‌ରେ ଦଣ୍ଡକାରଣ୍ୟ ପର୍ବତ ବିକାଶ ପରିଷଦ(ଡିପିବିପି) ପକ୍ଷରୁ ଏକ…

3 months ago

ରାମଲୀଳା ମହୋତ୍ସବ ଚାଲିଥିବାବେଳେ ତୁମୁଳକାଣ୍ଡ: ପୋଲିସ-ଦର୍ଶକଙ୍କ ମଧ୍ୟରେ ଧସ୍ତାଧସ୍ତି ବେଳେ ୬ଦର୍ଶକ…

ଭେଡେନ,୧୯।୧(ହୃଷିକେଶ ଖମାରୀ)- ବରଗଡ ଜିଲା ଭେଡେନରେ ରବିବାର ରାମଲୀଳା ମହୋତ୍ସବ ଚାଲିଥିବାବେଳେ ବିଳମ୍ବିତ ରାତିରେ ତୁମୁଳକାଣ୍ଡ ଘଟିଛିv। ଜଣେ ଗାୟକ ଗୀତ ପରିବେଷଣ କରୁଥିବା ସମୟରେ ମହୋତ୍ସବରେ…

3 months ago

କଣ୍ଟେନରରେ ଚାଲାଣ ହେଉଥିଲା କ୍ୱିଣ୍ଟାଲ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ପୋଲିସ, ସିକ୍ରେଟ୍‌ ଚାମ୍ବର ଦେଖି…

ଅମରପାଲି,୧୯ା୧(ପୀତାମ୍ବର ସାହୁ): ସୁବଳୟା ପୋଲିସକୁ ମିଳିଛି ବଡ଼ ସଫଳତା। କଣ୍ଟେନରରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ଗଞ୍ଜେଇ ଚୋରା ଚାଲାଣ ବେଳେ ସୁବଳୟା ପୋଲିସ ମାଡ଼ି ବସିଛି। ଗଞ୍ଜେଇ ଚୋରା…

3 months ago

ଖୋଲିଲା ମା’ ମଝି ଘରିଆଣୀ ମନ୍ଦିର ହୁଣ୍ଡି, ଚାଲିଛି ଗଣତି

ରାୟଗଡ଼ା,୧୯ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି ଆରମ୍ଭ କରାଯାଇଛି। ଏଥିରେ ବିଭିନ୍ନ ସ୍ବେଚ୍ଛାସେବୀ…

3 months ago