ଆମ ଜିଲା ଖବର

ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା: ଅଭିଯୁକ୍ତ ବାପ-ପୁଅ ଧରାପଡ଼ିଲେ

ରାଇରଙ୍ଗପୁର,୨୬।୧୧(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ଯାମଦା ଥାନା ଅଧୀନ ରମା ପାହାଡି ଗ୍ରାମର ତପୋଇ ନାମ୍ନୀ ମହିଳାଙ୍କ ହତ୍ୟା ଘଟଣାର ତଦନ୍ତ କରି ପୋଲିସ ୪ ଅଭିଯୁକ୍ତଙ୍କୁ…

3 years ago

ଭଉଣୀଙ୍କୁ ଶାଶୁଘର ଲୋକେ ନିର୍ଯାତନା ଦେଇ କରିଛନ୍ତି ହତ୍ୟା

ହିଞ୍ଜିଳିକାଟୁ,୨୬।୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପିତଳ ଗ୍ରାମରେ ଜଣେ ମହିଳାଙ୍କ ବିଷକ୍ରିୟାରୁ ମୃତ୍ୟୁ ଘଟିଛି। ମୃତା ମହିଳା ଜଣକ ହେଲେ ପବିତ୍ର ସାହୁଙ୍କ ସ୍ତ୍ରୀ…

3 years ago

ଲଜ୍‌ ଭିତରୁ ମହିଳାଙ୍କୁ ଗଳିତ ମୃତଦେହ ଜବତ, ସ୍ବାମୀ ଫେରାର

ବ୍ରହ୍ମପୁର,୨୬ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଗୋଇଲୁଣ୍ଡି- କୋର୍ଟପେଟା ରାସ୍ତାରେ ଥିବା ଏକ ଲଜ୍‌ ଭିତରୁ ଜଣେ ମହିଳାଙ୍କ ମୃତଦେହ ଜବତ ହୋଇଛି। ମୃତକଙ୍କ ନାଁ…

3 years ago

ମହିଳାଙ୍କୁ ପୋଡ଼ି ମାରିଦେଲେ, ହତ୍ୟା ଅଭିଯୋଗ ଆଣିଲେ ମୃତକଙ୍କ ଭାଇ

ଭବାନୀପାଟଣା,୨୬ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚିଚୈଗୁଡ଼ା ଗ୍ରାମରେ ରବିବାର ସକାଳୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବିଧବା ମହିଳାଙ୍କୁ…

3 years ago

ଧୂଳିରେ ଅତିଷ୍ଠ ସହରବାସୀ

ସମ୍ବଲପୁର,୨୬।୧୧(ଭବାନୀ ଶଙ୍କର ଭୋଇ)ସମ୍ବଲପୁର ସହରର ଧନୁପାଲି ଛକରୁ ଜେଲ ଛକ ପର୍ଯ୍ୟନ୍ତ ଦୁଇଥାକିଆ ରାସ୍ତାକାର୍ଯ୍ୟ ଦୀର୍ଘଦିନ ହେଲା ଆରମ୍ଭ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଶେଷ ହୋଇପାରି ନାହିଁ।…

3 years ago

ଅନିଶ୍ଚିତତାରେ ସୁବର୍ଣ୍ଣପୁର ନୂଆ ବସ୍‌ଷ୍ଟାଣ୍ଡ

ସୋନପୁର,୨୬।୧୧(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁରବାସୀଙ୍କ ବହୁ ପ୍ରତୀକ୍ଷିତ ନୂତନ ବସଷ୍ଟାଣ୍ଡ ନିର୍ମାଣ ଅନିଶ୍ଚିତତା ମଧ୍ୟରେ ରହିଛି। ଗତ ଅଗଷ୍ଟ ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ…

3 years ago

ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ କଳାହାଣ୍ଡିର ହାବସପୁରୀ ଶାଢ଼ି

ଭବାନୀପାଟଣା,୨୬।୧୧(ଉତ୍ତମ କୁମାର ଦାଶ)ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ କଳାହାଣ୍ଡିର ହାବସପୁରୀ ଶାଢ଼ି। ଜିଲାର ଜୁନାଗଡ଼ ବ୍ଲକ୍ର ଚିଚୈଗୁଡା, ବଲଧିଆମାଲ, ଚକୁଲି, ଧର୍ମଗଡ଼ ବ୍ଲକ ଜୟନ୍ତପୁର ଅଞ୍ଚଳରେ ବୁଣାକାରମାନଙ୍କ ଦ୍ୱାରା…

3 years ago

ଅନିଶ୍ଚିତତାରେ ପିଲାଙ୍କ ଭବିଷ୍ୟତ

ବିଶ୍ରା,୨୬ା୧୧( ବଟକୃଷ୍ଣ ସ୍ବାଇଁ)ରାଜ୍ୟ ସରକାର ଆଦିବାସୀ ଉନ୍ନୟନ ବିଭାଗ ଅଧୀନରେ ସେବାଶ୍ରମ ଓ ଆଶ୍ରମ ଉଚ୍ଚବିଦ୍ୟାଳୟ ଖୋଲି ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ଶିକ୍ଷାର…

3 years ago

ନାମଫଳକରୁ ଅନ୍ତର୍ଜାତୀୟ ଶବ୍ଦ ଗାଏବ

ରାଉରକେଲା,୨୬।୧୧(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ହେଉଛି ଭାରତର ସର୍ବବୃହତ୍‌ ହକି ଷ୍ଟାଡିୟମ। ଏହି ଷ୍ଟାଡିୟମ ଗିନିଜ ବୁକ୍‌ ଅଫ୍‌ ଓ୍ବାଲର୍‌ଡ ରେକର୍ଡରେ…

3 years ago

ଭାରରେ ଆଣିବାବେଳେ ଅଧା ବାଟରେ ପ୍ରସବ

ଦଶମନ୍ତପୁର,୨୬।୧୧ (ଅରବିନ୍ଦ ନାୟକ )କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ପିଣ୍ଡାପଦର ପଞ୍ଚାୟତ ଅଧିନରେ ଥିବା ଲୋରେଶ ଗ୍ରାମରେ ଶନିବାର ପୁଣି ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ଉକ୍ତ…

3 years ago