ଆମ ଜିଲା ଖବର

ବର୍ଷା ସାଙ୍ଗକୁ ପବନ, ଚିନ୍ତାରେ ଚାଷୀ

କୁଜଙ୍ଗ,୧୭।୧୧(ମନୋଜ ପ୍ରଧାନ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଜଗତ୍‌ସିଂହପୁର ଜିଲାର ଉପକୂଳବର୍ତ୍ତୀ ବ୍ଲକ କୁଜଙ୍ଗ ଓ ଏରସମା ଅଞ୍ଚଳରେ ଗୁରୁବାର ସକାଳୁ ଝିପି ଝିପି ବର୍ଷା ସାଙ୍ଗକୁ…

3 years ago

ନିର୍ମାଣାଧୀନ ରାସ୍ତାର ସ୍ଥାୟିତ୍ୱ ନେଇ ଆଶଙ୍କା

ନାଉଗାଁ,୧୭ା୧୧(ସୁଧା ବେହୁରା): ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ରାସ୍ତା ନିର୍ମାଣ କରୁଥିବା ବେଳେ ଠିକାଦାରଙ୍କ ମନମୁଖି କାମ ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।…

3 years ago

ଶୁଖିଲା ପଡ଼ିଲାଣି ମହାନଦୀ, ବ୍ରାହ୍ମଣୀ ସିଷ୍ଟମ୍‌

କେନ୍ଦ୍ରାପଡ଼ା, ୧୭ା୧୧ (ଜଗନ୍ନାଥ ଧଳ): ନଭେମ୍ବର ପ୍ରଥମ ସପ୍ତାହରୁ ମହାନଦୀ ପରେ ଏବେ ବ୍ରାହ୍ମଣୀରେ ଜଳସଙ୍କଟ ଦେଖାଦେଇଛି। ବୈତରଣୀ ନଦୀରେ ବ୍ୟାରେଜ ନିର୍ମାଣ ପରେ ଏହି ଜଳସଙ୍କଟ…

3 years ago

ଆଜିଠୁ ନାଟମଣ୍ଡପ ମରାମତି

ପୁରୀ,୧୭ା୧୧(ଅଜିତ୍‌ ମହାନ୍ତି): ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଶ୍ରୀମନ୍ଦିର ନାଟମଣ୍ଡପର ମରାମତିକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ଏବଂ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ (ଏଏସ୍‌ଆଇ) ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।…

3 years ago

ଭଡ଼ା ଘରୁ ୫ ଛାତ୍ରଙ୍କୁ ଉଠାଇନେଲା ବେଙ୍ଗାଲୁରୁ ନାର୍କୋଟିକ୍ସ ଟିମ୍‌

ଜୟପୁର,୧୫ା୧୧ (ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ସହର ପାରବେଡାର ଏକ ଭଡ଼ା ଘରୁ ବୁଧବାର ବେଙ୍ଗାଲୁରୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଟିମ୍‌ ୫ ଜଣ ଛାତ୍ରଙ୍କୁ…

3 years ago

ଧାର ଟଙ୍କା ଫେରସ୍ତ ମାଗିବାରୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଲେ

ଭବାନୀପାଟଣା,୧୬।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଭଙ୍ଗାବାରୀ ନିକଟରେ ଧାର ଟଙ୍କା ଫେରସ୍ତ ମାଗିବାକୁ ଯାଇ ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ଦୁର୍ବୃତ୍ତ ଜଣକ…

3 years ago

ଷ୍ଟେଶନ ନିକଟରୁ ମିଳିଲା ୨ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ

କୋରାପୁଟ,୧୬।୧୧(ଅମିତାଭ ବେହେରା): କୋରାପୁଟ-କିରାଣ୍ଢୁଲ ରେଳଲାଇନର ଜରଟି ଷ୍ଟେଶନ ନିକଟ ରେଳଧାରଣା ପାଖରୁ ଗୁରୁବାର ସକାଳେ ୨ ଜଣ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ମିଳିଛି। ଗୋଟିଏ ମୃତଦେହର ଅଣ୍ଟାରୁ…

3 years ago

ଗାଡ଼ି ଧକ୍କାରେ ଇଞ୍ଜିନିୟର ଛାତ୍ରଙ୍କ ମୃତ୍ୟୁ, ଅନ୍ୟଜଣେ ଗୁରୁତର

ହିଞ୍ଜିଳିକାଟୁ,୧୬ା୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଭାବନ୍ଧ- ନନ୍ଦିକ ୩୬ ନମ୍ବର ରାଜପଥର ଧୋବାବି-ପାଟପୁର ନିକଟରେ ଏକ ଗାଡ଼ି ଧକ୍କାରେ ଜଣେ ଇଞ୍ଜିନିୟର ଛାତ୍ରଙ୍କ ମୃତ୍ୟୁ…

3 years ago

ଯୁକ୍ତ ୩ କଲେଜ ଛାତ୍ରୀଙ୍କୁ ଆକ୍ରମଣ: ବନ୍ଧା ହେଲେ ୨ ଯୁବକ

ଛତ୍ରପୁର,୧୬ା୧୧(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ମହିଳା ମହାବିଦ୍ୟାଳୟ ପାଖରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁକ୍ତ ୩ ତୃତୀୟ ବର୍ଷର ଛାତ୍ରୀଙ୍କୁ…

3 years ago

ଡାକ୍ତର ନିଯୁକ୍ତି ନେଇ ଦାବିପତ୍ର

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଘସିପୁରା ବ୍ଲକ ଅନ୍ତର୍ଗତ ବାତୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟାପକ ଅବ୍ୟବସ୍ଥାକୁ ନେଇ ପଞ୍ଚାୟତବାସୀ ସିଡିଏମ୍‌ଓ କେନ୍ଦୁଝର ଡାକ୍ତର କେ.ସି. ପୃଷ୍ଟିଙ୍କୁ ଲିଖିତ ଦାବିପତ୍ର…

3 years ago