ଆମ ଜିଲା ଖବର

ବିପୁଳ ପରିମାଣର ବିସ୍ଫୋରକ ଜିଲୋଟିନ୍‌ ଜବତ

ବାଲେଶ୍ୱର,୨୭ା୫(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ସୋର ବ୍ଲକ ମହୁମୁହାଣ ପଞ୍ଚାୟତ ଖଞ୍ଜାମାହାଲ ପଥର ଖାଦାନଗୁଡ଼ିକରେ ପଥର ବିସ୍ଫୋରଣ ସାମଗ୍ରୀ ଜିଲୋଟିନ୍‌ ପୋଲିସ ଜବତ କରିଛି। ବାଲେଶ୍ୱର ଏସ୍‌ପିଙ୍କ…

2 years ago

ରାଇସ ମିଲ୍‌ ଘେରିଲେ ଉତ୍ତ୍ୟେକ୍ତ ଲୋକେ: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ପାଟଣା,୨୭।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ କୁଆପଶି ଗ୍ରାମରେ ଥିବା ନାରାୟଣୀ ରାଇସ୍‌ ମିଲ୍‌ ଗେଟ୍‌ ସମ୍ମୁଖରେ ସୋମବାର ପୂର୍ବାହ୍ନରେ ଶତାଧିକ…

2 years ago

ଶାଗୁଆନ କାଠଗଣ୍ଡି ଚୋରାଚାଲାଣ ବେଳେ ୮ ମାଫିଆ ଗିରଫ

ଦାରିଙ୍ଗବାଡ଼ି,୨୭ା୫(ଅରୁଣ ସାହୁ): କିଛିଦିନ ଧରି ଜଙ୍ଗଲରେ ଆତଙ୍କ ସୃଷ୍ଟି କରିବା ସହ ଜଙ୍ଗଲ କାଟି କନ୍ଧମାଳ ଜିଲାରୁ ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଅଞ୍ଚଳକୁ ଚୋରାଚାଲାଣ କରାଯାଉଥିଲା…

2 years ago

ଦେବପ୍ରିୟ, ରାକେଶ ଚାନ୍ଦବାଲି ନିର୍ବାଚନ ସଂଯୋଜକ ନିଯୁକ୍ତ

ହାଟଡିହୀ,୨୭ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ବିଜେଡିର ଦୁଇ ସକ୍ରିୟ ଯୁବ ନେତାଙ୍କୁ ଚାନ୍ଦବାଲି ନିର୍ବାଚନ ସଂଯୋଜକ ଭାବେ ନିଯୁକ୍ତି ମିଳିଛି। ରାଜ୍ୟ ବିଜେଡି ସଭାପତି…

2 years ago

ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ

ଭବାନୀପାଟଣା,୨୭ା୫(ଉତ୍ତମ କୁମାର ଦାଶ): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି କଳାହାଣ୍ଡି ଜିଲା ଥୁଆମୂଳ.ରାମପୁର କାଣୀଗୁମ୍ମା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସନ୍ନ୍ୟାସୀ ନାୟକ। ସୋମବାର ସକାଳେ…

2 years ago

୪୦ ହଜାର ବଙ୍ଗୀୟ ଭୋଟରଙ୍କ ଉପରେ ପ୍ରାର୍ଥୀଙ୍କ ନଜର,

ମହାକାଳପଡ଼ା,୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ମହାକାଳପଡ଼ା ବ୍ଲକର ୩୧ ଓ ମାର୍ଶାଘାଇ ବ୍ଲକର ୧୭ ପଞ୍ଚାୟତକୁ ମିଶାଇ ମୋଟ ୪୮ ପଞ୍ଚାୟତରେ…

2 years ago

ପଣସର ଅଭାବୀ ବିକ୍ରି, ବାହାର ରାଜ୍ୟ ବ୍ୟବସାୟୀ ମାଲାମାଲ

ପାରଳାଖେମୁଣ୍ଡି,୨୭ା୫ (ଗିରିଧାରୀ ପରିଛା): ଗଜପତି ଜିଲାର ୭ଟି ବ୍ଲକ ଯଥା ମୋହନା, ଆର.ଉଦୟଗିରି, ନୂଆଗଡ, ଗୋଷାଣୀ, କାଶୀନଗର, ଗୁମ୍ମା ଏବଂ ରାୟଗଡ଼ ବ୍ଲକରେ ଉତ୍ପାଦିତ ପଣସର ଚାହିଦା…

2 years ago

୩୦ ଟନ୍‌ ଆମ୍ବ ଗଲା ରାୟପୁର

କୋରାପୁଟ,୨୭ା୫(ଅମିତାଭ ବେହେରା): ଚଳିତ ବର୍ଷ କୋରାପୁଟ ଜିଲାରେ ପ୍ରଚୁର ପରିମାଣରେ ଆମ୍ବ ଆସିଛି। ଆମ୍ବ ଚାଷୀମାନଙ୍କୁ ଆମ୍ବର ଉଚିତ୍‌ ମୂଲ୍ୟ ଦେବାକୁ ମିଶନ ଶକ୍ତି ମହିଳା ଗୋଷ୍ଠୀ…

2 years ago

ରାଜପଥ କଡ଼ରୁ ହଟୁନି ଟ୍ରକ୍‌

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଗତ ଦିନରେ କେନ୍ଦୁଝର ଜିଲା ଦେଇ ଯାଇଥିବା ଜାତୀୟ ରାଜପଥରେ ଅନେକ ଦୁର୍ଘଟଣା ଘଟି ବହୁ ଧନଜୀବନହାନି ହୋଇଛି। ବାରମ୍ବାର ଦୁର୍ଘଟଣା ପରେ…

2 years ago

ପୁଅର ଚିକିତ୍ସା ପାଇଁ ଆଣିଥିବା ଅର୍ଥ ମୋ ବସ୍‌ରୁ ଚୋରି

ଭୁବନେଶ୍ୱର,୨୭।୫ (ସୂର୍ଯ୍ୟକାନ୍ତ ବେହେରା): ପୁଅର ଚିକିତ୍ସା ପାଇଁ ବହୁ କଷ୍ଟରେ ଟଙ୍କା ସଂଗ୍ରହ କରି ଆଣିଥିଲେ ବାପା। ଗଞ୍ଜାମରୁ ଆସି ଭୁବନେଶ୍ୱରରେ ପହଞ୍ଚତ୍ଥିଲେ। ହେଲେ ମୋ ବସ୍‌ରେ…

2 years ago