ଆମ ଜିଲା ଖବର

ଗୌରୀଶଙ୍କର-ଚନ୍ଦନ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ବାଜି ମାରିଲା ଗୁମ୍ମା ଟିମ୍‌

ଦିଗପହଣ୍ଡି,୧୭ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଖମାରୀ ଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମସ୍ଥିତ ବହୁମୁଖି ବାତ୍ୟା ଆଶ୍ରୟସ୍ଥଳୀ ପଡିଆ ଠାରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟସ କ୍ଲବ୍‌ ଆନୁକୂଲ୍ୟରେ…

3 months ago

ମର୍ମନ୍ତୁଦ ଦୁର୍ଘଟଣା: ଅଟୋ ଡ୍ରାଇଭର ଜୀବନ୍ତ ଦଗ୍ଧ

ଫୁଲବାଣୀ/ଖଜୁରିପଡା, ୧୭ା୧(ରାକେଶ କୁମାର ରାଉତ/ବିଦୁର ବେହେରା)-କନ୍ଧମାଳ ଜିଲା ଫୁଲବାଣୀ ସହର ସରକାରୀ ଆଇଟିଆଇଠାରୁ ଅଳ୍ପ ଦୂର ସଦର ଥାନା ଅନ୍ତର୍ଗତ ଦାତପାଜୁ ନିକଟରେ ଏକ ମର୍ମନ୍ତୁଦ ସଡକ…

3 months ago

ଶଙ୍ଖ ଧରିଲେ ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସ କର୍ମୀ, ପାରଳାଖେମୁଣ୍ଡି ବିଧାୟକଙ୍କ…

ପାରଳାଖେମୁଣ୍ଡି,୧୭।୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା କାଶୀନଗର ବ୍ଲକ ଶିଆଳି ପଞ୍ଚାୟତ କରଣୀବଦ୍ରା, ଓ ଖାଣ୍ଡବା ପଞ୍ଚାୟତ ପୂର୍ତୀଗୁଡ଼ା ଗ୍ରାମର  କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ ନେତା କର୍ମୀ ବିଜେଡିରେ…

3 months ago

ଦିନକୁ ଦିନ ଖସୁଛି ପାରଦ: ଜି.ଉଦୟଗିରିରେ ୨.୫ ଡିଗ୍ରୀ ରେକର୍ଡ

ଜି.ଉଦୟଗିରି,୧୭ା୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ପ୍ରବଳ ଶୀତ ଅନୁଭୂତ ହେଉଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଶନିବାର ରାଜ୍ୟର ସର୍ବନିମ୍ନ ତାପମାତ୍ରା ଜି.ଉଦୟଗିରିରେ…

3 months ago

ପୋଲିସ-ମାଓବାଦୀ ମୁହାଁମୁହିଁ: ଟଳିପଡିଲେ ମାଓବାଦୀ ନେତା ପାପା ରାଓ

ମାଲକାନଗିରି,୧୭ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ବିଜାପୁର…

3 months ago

ପୋଲିସ-ଅବକାରୀ ବିଭାଗର ଚଢ଼ାଉ: ୪ ଚୋରାମଦ କାରବାର କରୁଥିବା ବ୍ୟବସାୟୀଙ୍କୁ ନୋଟିସ, ଦେଶୀ-ବିଦେଶୀ…

ଦାରିଙ୍ଗବାଡି, ୧୭।୧ (ଅରୁଣ ସାହୁ):ଦାରିଙ୍ଗବାଡି ଥାନା ଅଞ୍ଚଳରେ ଦିନ କୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଇଛି ଫଳରେ ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ଦୁର୍ଘଟଣା ଓ…

3 months ago

କଟନି- ଛଟନିକୁ ନେଇ ଚାଲିଥିଲା ବିବାଦ: ପୋଲିସ ପ୍ରଶାସନର ଉପସ୍ଥିତିରେ ମଣ୍ଡିରୁ ଉଠିଲା ଚାଷୀଙ୍କ ଧାନ

ଦିଗପହଣ୍ଡି,୧୭।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି.ତୁରୁବୁଡି ଗ୍ରାମ ଶ୍ରୀ ରଘୁନାଥ ମହାପ୍ରଭୁ ପ୍ରାଥମିକ ସେବା ସମବାୟ ସମିତିରେ ଚାଷୀଙ୍କ ଠାରୁ ମଣ୍ଡି ଜରିଆରେ…

3 months ago

ନିଶା ଠାରୁ ଦୂରେଇ ଭବିଷ୍ୟତ ଚିନ୍ତା କରିବାକୁ  ଛାତ୍ରୀଛାତ୍ରଙ୍କ ଏମିତି ପ୍ରୟାସ 

ଭଞ୍ଜନଗର,୧୭।୧(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ଅଧିକାରୀ ଡ. ଜୟନ୍ତ କୁମାର ପଣ୍ଡାଙ୍କ ନିର୍ଦ୍ଧେଶକ୍ରମେ  ଏବଂ କେଏସୟୁବି କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର…

3 months ago

ବୈଠକ ପରେ ଜାତୀୟ ଦିବସ ପାଳନ କମିଟିର ବଡ଼ ନିଷ୍ପତ୍ତି: ସାଧାରଣତନ୍ତ୍ର ଦିବସରେ ସମ୍ବର୍ଦ୍ଧିତ ହେବେ… 

ଦାରିଙ୍ଗବାଡି, ୧୭।୧(ଅରୁଣ ସାହୁ): ଆସନ୍ତା ୨୬  ସାଧାରଣତନ୍ତ୍ର ଦିବସକୁ ଲୋକାଭିମୁଖୀ କରାଯିବା ସହ ପ୍ରତିବର୍ଷ ଭଳି ବ୍ଲକସ୍ତରରେ  ପାଳନ କରାଯିବାକୁ ଶନିବାର ଅପରାହ୍ନରେ ଏକ ପ୍ରସ୍ତୁତି ବୈଠକ…

3 months ago

କଳାହାଣ୍ଡି ପାଇଁ ଆଣିଲେ ଗୌରବ: ଲୋକକଳା ସମ୍ମାନ ପାଇଲେ ଯୁବ ପ୍ରତିଭା ସତ୍ୟବ୍ରତ ଦାଶ

ଭବାନୀପାଟଣା,୧୭।୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଜୟଦେବ ଭବନ ଠାରେ ରାଜ୍ୟ ସାହିତ୍ୟ ସଂସ୍କୃତି ବିଭାଗ ଏବଂ ସଂସ୍କୃତି ମଞ୍ଚ ଆନୁକୂଲ୍ୟରେ ବିଭିନ୍ନ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ବରିଷ୍ଠ…

3 months ago