ଆମ ଜିଲା ଖବର

ଗୋ ମାଫିଆଙ୍କ ପାଖରେ ଏତେ ଟଙ୍କା! ୮ ସ୍ଥାନରେ ଏକକାଳୀନ ଚଢାଉ ଜାରି, ଜବତ ହେଲା…

ଆନନ୍ଦପୁର, ୧୭।୧(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଏସପିଙ୍କ ନେତୃତ୍ୱରେ ୪୬ଟି ଟିମ ଜିଲା ତଥା ଜିଲା ବାହାରର ବିଭିନ୍ନ ଗୋ ମାଫିଆଙ୍କ ଉପରେ ଚଢାଉ ଜାରି…

3 months ago

ବ୍ୟବସାୟୀ ହତ୍ୟା ଘଟଣାର ଫିଟିଲା ଗୁମର: ବଡ଼ଭାଇ ସୁପାରି ଦେଇ…

ବଲାଙ୍ଗୀର,୧୭/୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ତେଲ ନଦୀ ବ୍ରିଜ ତଳୁ ଜାନୁଆରୀ ଏକ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ ହୋଇଛି।…

3 months ago

ରାଜ୍ୟର ସବୁ ଥଣ୍ଡା ସହର ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୧୭।୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଚଳିତ ଶୀତ ଋ଼ତୁରେ ଓଡ଼ିଶାରେ ସବୁଠାରୁ କମ ତାପମାତ୍ରା ଓ ଶୀତଳତମ ସହର କନ୍ଧମାଳ ଜିଲାର ଜି.ଉଦୟଗିରି। ହାଡ଼ଭଙ୍ଗା ଶୀତରେ ଥରୁଛି…

3 months ago

ଦେବୀ ପ୍ରସାଦଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଛୁଟିଲା ଶୁଭେଚ୍ଛାର ସୁଅ

ରାଇକିଆ,୧୭।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ବିଜୁ ଜନତା ଦଳର ନୂତନ ଭାବେ ନଗର ଏବଂ ବ୍ଲକ ସଭାପତିଙ୍କ ନାମ ଘୋଷଣା କରାଯାଇଛି । ବିଜୁ ଜନତା ଦଳର…

3 months ago

ଜବରଦଖଲ ଉଚ୍ଛେଦ ଘଟଣା: ଛଦ୍ମବେଶୀ ବ୍ୟବସାୟୀଙ୍କ ଆବେଦନ ଯୋଗୁ ବଢୁଛି ସମସ୍ୟା

ଦାରିଙ୍ଗବାଡି, ୧୭।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଉଠା ଦୋକାନୀଙ୍କ ଥଇଥାନ ପାଇଁ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଓ ବ୍ଲକ କାର୍ଯ୍ୟାଳୟ ପାଇଁ ଚାଲେଞ୍ଜ ରହିଛି। କିନ୍ତୁ…

3 months ago

ଗୋମାଫିଆଙ୍କ ଘରେ ରେଡ୍‌: ବିଡ଼ା ବିଡ଼ା ଟଙ୍କା ଦେଖି ସମସ୍ତେ ତାଜୁବ

ଭଦ୍ରକ, ୧୭।୧(ସନାତନ ରାଉତ): ଅବୈଧ ଗୋ ଚାଲାଣ ଅଭିଯୋଗରେ କେନ୍ଦୁଝର ପୋଲିସ ଭଦ୍ରକ ପୁରୁଣା ବଜାର ଥାନାରେ ମୁଲ୍ଲା ସାହିରେ ଶେଖ ତାଜଉଦ୍ଦିନ ଘରେ ଚଢ଼ାଉ କରିଛି…

3 months ago

ଅସହ୍ୟ ଜାଡ଼: ପାଣିରେ ହାତ ଦେବା ହୋଇପଡ଼ୁଛି କଷ୍ଟ

ଦାରିଙ୍ଗବାଡି,୧୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଜାଡ଼ ଜାରି ରହିଛି। ମଧ୍ୟରାତ୍ରିରୁ ଜାଡ଼ ବୃଦ୍ଧି ପାଇବା ସହ ଦିନ ୧୧ ପର୍ଯ୍ୟନ୍ତ ଥରାଉଛି। ଫଳରେ ଜନଜୀବନ…

3 months ago

ବିବାହ ନ କରିବାରୁ ପ୍ରେମିକାଙ୍କୁ ସ୍ପିରିଟ ଢାଳି ନିଆଁ ଲଗାଇ ଦେଇଥିଲେ ପ୍ରେମିକ, ଘଟଣାରେ ପ୍ରେମିକଙ୍କୁ ହେଲା ଆଜୀବନ ଜେଲ ଦଣ୍ଡ

ଛତ୍ରପୁର, ୧୭।୧ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଜଣେ ପ୍ରେମିକ ବିବାହ ନ କରିବାରୁ ପ୍ରେମିକାଙ୍କୁ ସ୍ପିରିଟ ଢାଳି ନିଆଁ ଲଗାଇ ହତ୍ୟା…

3 months ago

ଆଜି ପ୍ରକାଶ ପାଇବ ଓଡ଼ିଆ ଭାଷା ପରୀକ୍ଷାଫଳ

କଟକ,୧୭।୧(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ଦ୍ୱିତୀୟ ଦଶମ ଷ୍ଟାଣ୍ଡାର୍ଡ ଏକକ ବିଷୟ ଓଡ଼ିଆ ଭାଷା ଏବଂ ଦ୍ୱିତୀୟ ଅର୍ଦ୍ଧ ବାର୍ଷିକ ଅଷ୍ଟମ ଷ୍ଟାଣ୍ଡାର୍ଡ…

3 months ago

ବିଜେଡି ନେତା, ଠିକାଦାର, ବାଲି ବ୍ୟବସାୟୀଙ୍କ ଘରେ ଚଢ଼ାଉ: ଆଲମିରା ଭର୍ତ୍ତି ଟଙ୍କା ଦେଖି ଇଡି ତାଜୁବ

ବ୍ରହ୍ମପୁର,(ସୁବାସ ଚନ୍ଦ୍ର ପାଢ଼ୀ)/ଭୁବନେଶ୍ୱର,୧୭ା୧(ସତ୍ୟଜିତ ରାଉତ): ଗଞ୍ଜାମ ଜିଲାର ବିଜେଡି ନେତାଙ୍କ ସମେତ ବହୁ ଠିକାଦାର ଓ ବାଲି ବ୍ୟବସାୟୀଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଶୁକ୍ରବାର…

3 months ago