ଆମ ଜିଲା ଖବର

ଉଦୟ ବିହାର, ନୁହେଁ କାହାର

ପାରାଦୀପ,୧୯ା୧୦(ଶରତ ରାଉତ)ପାରାଦୀପର ପ୍ରବେଶପଥ ଦୋଛକି ପାଖରେ ରହିଛି ଉଦୟବିହାର କଲୋନି। ୫୩ ନଂ. ଜାତୀୟ ରାଜପଥ ପାଖରେ ଏହି କଲୋନି ୨୦ବର୍ଷ ହେଲା ହେଲାଣି। ଭୌଗୋଳିକ ଅବସ୍ଥିତି…

3 years ago

କ୍ଷୁଦ୍ର ଜଳସେଚନ କାର୍ଯ୍ୟାଳୟ ଘେରିଲେ ଚାଷୀ

ନୟାଗଡ଼/ରଣପୁର,୧୯।୧୦(ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ)ବର୍ଷା ନ ଥିବାରୁ ଧାନ ଜମି ଶୁଖିଲା ପଡିଛି। ପାଖରେ ଜଳସେଚନ ସୁବିଧା ଥାଇ ବି ଜମିରେ ପାଣି ମାଡୁନି ।…

3 years ago

ନିର୍ବାଚନୀ ସତ୍ୟପାଠରେ ଭୁଲ୍‌ ତଥ୍ୟ

ନୟାଗଡ଼,୧୯।୧୦(ଲୋକନାଥ ମିଶ୍ର)ଗତ ପଞ୍ଚାୟତ ନିର୍ବାଚନ ସମୟରେ ନିର୍ବାଚନୀ ସତ୍ୟ ପାଠରେ ଭୁଲ ତଥ୍ୟ ଦିଆ ଯିବା ନେଇ ଭାପୁର ବ୍ଳକର ୪ ପରାଜିତ ପ୍ରାର୍ଥୀ ନୟାଗଡ଼ ସବ୍‌ଡିଜନସ୍ତରୀୟ…

3 years ago

ଶବ୍ଦ ପ୍ରଦୂଷଣ ରୋକିବାକୁ ଗୁରୁତ୍ୱ ଦେଉ ପ୍ରଶାସନ

ଖଣ୍ଡପଡ଼ା,୧୯ା୧୦(ଅଜୟ କୁମାର ମହାରଣା)ଶବ୍ଦ ପ୍ରଦୂଷଣ ରୋକିବା ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାର ଆଇନ ପ୍ରଣୟନ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପର୍ବ ପର୍ବାଣୀରେ ଡ଼ିଜେ…

3 years ago

ନିଯୁକ୍ତି ପ୍ରତିଶ୍ରୁତି ମିଳିଲେ ସମର୍ଥନ

ଭବାନୀପାଟଣା/ଥୁଆମୂଳ ରାମପୁର, ୧୯।୧୦(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି)କଳାହାଣ୍ଡି ଓ ରାୟଗଡା ଜିଲା ମଧ୍ୟରେ ଥିବା ସିଜିମାଳି ବକ୍ସାଇଟ ଖଣିକୁ ନେଇ ଏବେ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ…

3 years ago

ଝିଅ ପ୍ରେମ ବିବାହ କରିଥିବାରୁ ମା’ଙ୍କ ମୃତଦେହ ୧୮ଘଣ୍ଟା ପଡ଼ିରହିଲା

ବେଲପଡା,୧୯ା୧୦(ମନୋଜ କୁମାର ମିଶ୍ର)ଝିଅ ଅନ୍ୟଜାତିର ପୁଅକୁ ପ୍ରେମ ବିବାହ କରିଥିଲେ ବୋଲି ସମାଜରୁ ବାସନ୍ଦ ହୋଇଥିଲେ ମା’ବାପା। ମା’ଙ୍କ ମୃତ୍ୟୁ ପରେ ମୃତଦେହ ଛୁଇଁଲେନି ସମାଜ ଲୋକେ।…

3 years ago

ପଶ୍ଚିମବଙ୍ଗକୁ ବିଷାକ୍ତ ସାପ ଚାଲାଣ

ରାଇବଣିଆ,୧୯।୧୦(ନବୀନ ସାହୁ)ପଶ୍ଚିମବଙ୍ଗକୁ ଚୋରାଚାଲାଣ ବେଳେ ବୁଧବାର ଜଳେଶ୍ୱର ଷ୍ଟେଶନରୁ ୪ ସାପ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଆରପିଏଫ୍‌ ଧରି ବନ ବିଭାଗକୁ ହସ୍ତାନ୍ତର…

3 years ago

ବିଦାୟ ନେଲେ ଟୋକା ଗଣେଶ

ଭଦ୍ରକ ଅଫିସ,୧୮ା୧୦(ସନାତନ ରାଉତ): ଭଦ୍ରକ ପୁରୁଣାବଜାରଠାରେ ଏକମାସ ଧରି ପୂଜା ପାଉଥିବା ଚାନ୍ଦିମେଢ଼ରେ ତିଆରି ହୋଇଥିବା ବାବା ଟୋକାଗଣେଶଙ୍କୁ ବୁଧବାର ଧୂମ୍‌ଧାମରେ ବିଦାୟ ଦିଆଯାଇଛି। ଦୁଲ୍‌ଦୁଲି ବାଜା,…

3 years ago

ମନ୍ଦିରରୁ ପଡ଼ି ରଙ୍ଗ କାରିଗରଙ୍କ ଜୀବନ ଗଲା

କୋକସରା,୧୮ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆସନ୍ତା ନଭେମ୍ବର ୪ ତାରିଖରେ ପ୍ରଭୁ ବୁଢ଼ାରଜା ଠାକୁରଙ୍କ ବାର୍ଷିକ ଦଶହରା ଥିବାରୁ ମନ୍ଦିର ଉପରେ ସାଥୀ ଶ୍ରମିକଙ୍କ ସହ ରଙ୍ଗ ମାରୁଥିବା…

3 years ago

ଘାଟିରେ ଓଲଟିଲା କାଠବୋଝେଇ ଟ୍ରକ୍‌

ବାଲିଗୁଡ଼ା,୧୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଗୋପାଳପୁରଠାରୁ ରାୟପୁର ଦେଇ ଯାଇଥିବା ୫୯ ନଂ. ଜାତୀୟ ରାଜପଥ ଗଦ୍ରିଙ୍ଗିଆ ଘାଟିରେ ଏକ କାଠବୋଝେଇ…

3 years ago