ଆମ ଜିଲା ଖବର

ଆରମ୍ଭ ହେଲା ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଯାତ୍ରା

ପୁରୁଷୋତ୍ତମପୁର/ଛତ୍ରପୁର.୨୫।୩(ସୀମାଞ୍ଚଳ ମିଶ୍ର/ଦିଲୀପ ସାମଲ): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ଦଣ୍ଡକାଳୀଙ୍କ ୨୧ଦିନିଆ ଦଣ୍ଡଯାତ୍ରା ସୋମବାର ଆରମ୍ଭ ହୋଇଛି। ଏଥିନେଇ ପୁରୁଷୋତ୍ତମପୁର ସହର ସମେତ ସମଗ୍ର ଗଞ୍ଜାମ ଜିଲାରେ ଆଧାତ୍ମିକ…

3 years ago

ବାଲେଶ୍ୱରରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ

ଭୁବନେଶ୍ୱର,୨୫।୩: ଭାରତୀୟ ଜନତା ପାର୍ଟି (ଭାଜପା) ରବିବାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି। ଏଥିରେ ମୋଟ ୧୧୧ ପ୍ରାର୍ଥୀଙ୍କୁ ଟିକେଟ ଦିଆଯାଇଛି। ଓଡ଼ିଶାର ୧୮…

3 years ago

ବାହାଘର ସାତ ଦିନ ପରେ ନବବଧୂଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୫।୩: ବିବାହର ସାତ ଦିନ ପରେ ଜଙ୍ଗଲରୁ ମିଳିଲା ନବ ବଧୂଙ୍କର ମୃତଦେହ। ବାଲେଶ୍ୱର ଜିଲାର ସୋର ଅଂଚଳରେ ଏହି ଘଟଣାର ଘଟିଥିବା ସୂଚନା ମିଳିଛି।…

3 years ago

କାନ୍ଥ ଭୁଶୁଡ଼ି ପୁଅଙ୍କ ଜୀବନ ଗଲା, ମା-ବାପା ଗୁରୁତର

ଭୋଗରାଇ,୨୫।୩(ପ୍ରଦୀପ ଦାସ): କାନ୍ଥ ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ମା-ବାପା ଗୁରୁତର ଅଛନ୍ତି। ତାଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି…

3 years ago

ଫସଲ ଦଳିଚକଟି ନଷ୍ଟ କଲେ ହାତୀପଲ

ବୁଗୁଡ଼ା,୨୫।୩(କାଳୀଚରଣ ଦାଶ): ଦକ୍ଷିଣ ଘୁମୁସର ବନଖଣ୍ତ ଅଧିନସ୍ଥ ବୁଗୁଡ଼ା ବନାଞ୍ଚଳରେ ସାତ ଟିକିଆ ବଣୁଆ ହାତୀପଲର ଉପଦ୍ରବ ଘଟାଇ ବ୍ୟାପକ ଫସଲ ହାନି ଯୋଗୁ ଚାଷୀ ଚିନ୍ତାରେ…

3 years ago

ରାସ୍ତା ପାର୍ଶ୍ୱରେ ବିପଜ୍ଜନକ ଅବସ୍ଥାରେ ଚାଲୁଛି ପରିବା ବଜାର

ବଅଁରପାଳ/ଅନୁଗୋଳ,୨୫ା୩(ଅମିତ କୁମାର ସାମଲ): ବଅଁରପାଳ ବ୍ଲକ କୁଲା଼ଡ ଏଫ୍‌ସିଆଇ ଛକରୁ ନାଲ୍‌କୋ ସିପିପିକୁ ସଂଯୋଗ କରୁଥିବା ରାସ୍ତାର ଉଭୟ ପାଖରେ ଚାଲିଛି ପରିବା ବଜାର। କରୋନା ସମୟରେ…

3 years ago

ଅଭାବୀ ବିକ୍ରିର ଶିକାର ହେଉଛନ୍ତି ହଳଦୀଚାଷୀ

ଦାରିଙ୍ଗବାଡି,୨୫ା୩ (ଅରୁଣ ସାହୁ)କନ୍ଧମାଳ ହଳଦୀର ଅଭାବି ବିକ୍ରୀ ଏବେ ଚାଷୀଙ୍କୁ ସଂକଟରେ ପକାଇଛି। ଗୋଟିଏ ପଟେ ସାହୁକାର ଋଣ, ଅନ୍ୟପଟେ ଅମଳରେ ହ୍ରାସ ପାଇ ଚାଷୀ ଏବେ…

3 years ago

୧୫ ଦିନ ତଳେ ହୋଇଥିଲା ଉଦ୍‌ଘାଟନ, ଧସିଲା ସେତୁ

ଆଳି,୨୫ା୩ (ବନମାଳୀ ସେନାପତି): ବହୁ ପ୍ରତୀକ୍ଷିତ ପଦନିପାଳ ସେତୁ ଉଦ୍‌ଘାଟନ ହେବାର ୧୫ଦିନ ମଧ୍ୟରେ ସଂଯୋଗୀକରଣ ରାସ୍ତା ସାମାନ୍ୟ ବର୍ଷାରେ ଧୋଇଯାଇଛି। ଫଳରେ ପଞ୍ଚାୟତବାସୀ ପୁନର୍ବାର ବାହ୍ୟ…

3 years ago

ମଗାଇଲେ ପତିତପାବନ ବାନା, ଆସିଲା ଭାଜପା ପତାକା

ପୁରୀ,୨୫ା୩(ଅଜିତ୍‌ ମହାନ୍ତି): ଅନ୍‌ଲାଇନ୍‌ରେ ମଗାଇଲେ ପତିତପାବନ ବାନା, କିନ୍ତୁ ଆସିଲା ଭାରତୀୟ ଜନତା ଦଳ (ଭାଜପା)ର ପତାକା। ଫଳରେ ଠକେଇର ଶିକାର ହୋଇଥିବା ନେଇ ଅନ୍‌ଲାଇନ୍‌ ଆପ୍‌…

3 years ago

ବାଇକ୍‌-ଟ୍ରାକ୍ଟର ମୁହାଁମୁହିଁ: ଜଣେ ଗୁରୁତର

ଦାରିଙ୍ଗବାଡ଼ି,୨୫।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ିର ଜାତୀୟ ରାଜପଥ ଉପରେ ସୋମବାର ଏକ ଦୁର୍ଘଟଣାରେ ବାଇକ୍‌ ଚାଳକ ମିଲନ ପ୍ରଧାନ ଗୁରୁତର ହୋଇଛନ୍ତି। ତାଙ୍କୁ…

3 years ago