ଆମ ଜିଲା ଖବର

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼ ଝିଅ…

9 hours ago

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ନେଇ…

10 hours ago

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ ଗୁରୁବାର…

10 hours ago

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ। ତେବେ…

11 hours ago

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩ ବିଦ୍ୟୁତ୍‌…

11 hours ago

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ ଭଗବାନ…

11 hours ago

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ ୩…

11 hours ago

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ ପରେ…

12 hours ago

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ କରି…

12 hours ago

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି ନିର୍ବାଚନମଣ୍ଡଳୀ…

12 hours ago