ଯାଜପୁର,୩୦ା୭(ହର୍ଷବର୍ଦ୍ଧନ ବେହେରା)ଖରିଫ ଋତୁରେ ଧାନ ଚାଷ ପାଇଁ ଗୁରୁତ୍ୱପୂର୍ଣ୍ଣ ସମୟ ହେଉଛି ଜୁଲାଇ। ଯାଜପୁର ଜିଲାରେ ଏହି ମାସରେ ବର୍ଷା ପ୍ରତାରଣା କରିଛି। ଜୁଲାଇ ୨୦ ସୁଦ୍ଧା…
ଯାଜପୁର ରୋଡ,୩୦ା୭(ପବିତ୍ର ରଞ୍ଜନ ମହାନ୍ତି): ରାଜ୍ୟ ଓ କେନ୍ଦ୍ର ସରକାର ଚାଷୀମାନଙ୍କ ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। କୃଷି ସମ୍ବନ୍ଧୀୟ ସରକାରୀ ଯୋଜନାଗୁଡ଼ିକ ଚାଷୀମାନଙ୍କ ପାଖରେ ପହଞ୍ଚାଇବା…
କେନ୍ଦ୍ରାପଡ଼ା,୩୦ା୭(ଜଗନ୍ନାଥ ଧଳ): ବର୍ଷାଋତୁ ଆରମ୍ଭ ପରେ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳବାସୀଙ୍କ ଚିନ୍ତା ବଢ଼ିଛିି ା ପ୍ରାକୃତିକ ବିପର୍ଯ୍ୟୟ ଭୟ ସଦାସର୍ବଦା ଲାଗି ରହୁଛି ା ତଟକ୍ଷୟ…
ଜଗତ୍ସିଂହପୁର,୩୦ା୭ (ପ୍ରମୋଦ କୁମାର ନାୟକ)ଜଗତ୍ସିଂହପୁର ସହରରେ ଡ୍ରେନ୍ ସମସ୍ୟା ନେଇ ଦୀର୍ଘ ବର୍ଷ ଧରି ଅସନ୍ତୋଷ ଲାଗି ରହିଥିଲେ ସୁଦ୍ଧା ତା’ର କୌଣସି ପ୍ରତିକାର ହେଉନାହିଁ। କେତେଜଣ…
ନୟାଗଡ଼,୩୦ା୭ (ଲୋକନାଥ ମିଶ୍ର)ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ (ଓଏସ୍ଡବ୍ଲ୍ୟୁସି)ର ଚାଉଳ ଗୋଦାମକୁ ନୟାଗଡ଼ ଜିଲାର କେତେଜଣ ମିଲର ଅଧିକାଂଶ ସମୟରେ ଖରାପ ଚାଉଳ ଯୋଗାଣ କରୁଥିଲେ ମଧ୍ୟ…
ନୂଆଗାଁ,୩୦ା୭ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନୂଆଗାଁ ଶୈବପୀଠ ନିକଟରେ ଆରମ୍ଭ ହୋଇଥିବା କଲ୍ୟାଣ ମଣ୍ଡପ ନିର୍ମାଣ କାମ ଅଢେଇ ବର୍ଷ ହେଲା ଅଧାପନ୍ତରିଆ ଭାବେ…
ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ପୌରାଞ୍ଚଳରେ ବିକାଶ ଏକପ୍ରକାର ସ୍ଥାଣୁ ପାଲଟିଛି। ପ୍ରତିବର୍ଷ ଲକ୍ଷାଧିକ ଟଙ୍କାର ପ୍ରକଳ୍ପ କାମ ଚାଲୁଛି। ତେବେ ପୁରୁଣା ପ୍ରକଳ୍ପ କାମ ସରୁନି। ଗତ ୨ବର୍ଷ…
ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ)ଜୁନ୍ରେ ନିଅଣ୍ଟିଆ ରହିଲା, ମୌସୁମୀ ବର୍ଷା ଯେତିକି ହେବା କଥା ସେତିକି ହେଲାନାହିଁ। ସ୍ବାଭାବିକଠାରୁ ପ୍ରାୟ ୩୦ ପ୍ରତିଶତ କମ୍ ବର୍ଷା ହୋଇଥିଲା। ବର୍ଷା ଅଭାବରୁ…
ନନ୍ଦପୁର,୩୦ା୭(ଶଙ୍କର ପୂଜାରୀ)କୋରାପୁଟ ଜିଲା ନନ୍ଦପୁର ବ୍ଳକ ଚାଟୁଆ ବୈଠକକୁ ଆନ୍ଧ୍ର-ଓଡ଼ିଶା ସୀମା ସମ୍ପର୍କିତ କୌଣସି କାଗଜପତ୍ର ଓ ମାନଚିତ୍ର ନ ଆଣି ଆସିଥିଲେ ଆନ୍ଧ୍ର ପ୍ରଶାସନିକ ଅଧିକାରୀ।…
ଯୋଡ଼ା,୩୦ା୭(ମାନସ ମହାନ୍ତି)କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳ ଓଡ଼ିଶାରେ ଖଣି ପାଇଁ ପ୍ରସିଦ୍ଧି ଲାଭ କରିଥିବା ବେଳେ ଏବେ ପର୍ଯ୍ୟଟକଙ୍କ ପାଇଁ ଏକ ଦର୍ଶନୀୟ ସ୍ଥାନ ଭାବେ ପରିଗଣିତ…