ଆମ ଜିଲା ଖବର

ଖଣି, ସହରାଞ୍ଚଳରେ ସର୍ବାଧିକ ଡ୍ରପ୍‌ ଆଉଟ

ଯାଜପୁର,୧୫ା୩(ହର୍ଷବର୍ଦ୍ଧନ ବେହେରା): ବହୁଳ ପ୍ରସାରିତ ସର୍ବଶିକ୍ଷା ଅଭିଯାନ ଯାଜପୁର ଜିଲାର ଖଣି ଓ ଗ୍ରାମାଞ୍ଚଳରେ ବିଫଳ ହୋଇଛି। ଖଣି ସମ୍ପଦରେ ଭରପୂର ଜିଲାର ସୁକିନ୍ଦା ଅଞ୍ଚଳରେ ୧୬୩୧…

3 years ago

ବ୍ରାହ୍ମଣୀ ଆଁରେ ଜୁଣଗଡି, ପଞ୍ଚୁପଲ୍ଲୀ

ରାଜନଗର, ୧୫ା୩(ଭାସ୍କର ରାଉତରାୟ): ବ୍ରାହ୍ମଣୀ ନଦୀ ଏବେ କୂଳ ଖାଇବାରେ ଲାଗିଛି। ରାଜନଗର ବ୍ଲକର ଜୁଣଗଡି ଓ ପଞ୍ଚୁପଲ୍ଲୀ ନିକଟରେ ୫ ବର୍ଷ ଧରି ପାଟ୍ଟଶାଳା ନଦୀ…

3 years ago

ଫୋବର୍‌ସରେ ସ୍ଥାନ ପାଇଲେ ମାଲକାନଗିରିର ଜୟନ୍ତୀ

ମାଲକାନଗିରି, ୧୫ା୩ (ଦୁର୍ଯ୍ୟୋଧନ ପାତ୍ର):ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ମାଗାଜିନ୍‌ ଫୋବର୍‌ସ ପକ୍ଷରୁ ଦେଶର ୨୩ ଶକ୍ତିଶାଳୀ ମହିଳାଙ୍କୁ ଚୟନ କରାଯାଇଥିବାବେଳେ ଓଡ଼ିଶାରୁ ମାଲକାନଗିରିର ଆଦିବାସୀ ଝିଅ ଜୟନ୍ତୀ ବୁରୁଦା…

3 years ago

ଆଜିଠୁ ମାଟ୍ରିକ୍‌ ଖାତାଦେଖା

କଟକ,୧୫ା୩ (କାର୍ତ୍ତିକ ସାହୁ):ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଖାତା ମୂଲ୍ୟାୟନ ଶୁକ୍ରବାରଠାରୁ ଆରମ୍ଭ ହେବ। ଏଥିପାଇଁ ୧୫,୦୦୦ରୁ ଊର୍ଦ୍ଧ୍ୱ ପରୀକ୍ଷକ ନିୟୋଜିତ ହୋଇଛନ୍ତି।…

3 years ago

ମାର୍ଚ୍ଚ ୧୫ରୁ ହେବ ମାଟ୍ରିକ ଖାତାଦେଖା

କଟକ,୧୪ା୨(କାର୍ତ୍ତିକ ସାହୁ): ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷାର ମୂଲ୍ୟାୟନ କାର୍ଯ୍ୟ ମାର୍ଚ୍ଚ ୧୫ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହେବ। ଏଥିପାଇଁ ପ୍ରାୟ…

3 years ago

ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ କାଠରେ ଖୋଦେଇ ହନୁମାନ ଚାଳିଶା ପ୍ରଦାନ କଲେ ଓଡ଼ିଆ କାରିଗର

ହିଞ୍ଜିଳିକାଟୁ,୧୪।୩(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ କଣ୍ଟେଇକୋଳି ଗ୍ରାମର କାଠ କାରିଗର ଓ ଶିଳ୍ପୀ ଅରୁଣ କୁମାର ସାହୁ ଗୁରୁବାର ଉତ୍ତରପ୍ରଦେଶର ଅଯୋଧ୍ୟା ରାମମନ୍ଦିର ପରିସରରେ…

3 years ago

ଭାଜପାରେ ସାମିଲ ହେଲେ ପୂର୍ବତନ ବିଜେଡି ବିଧାୟକ

ଭବାନୀପାଟଣା,୧୪।୩ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୂର୍ବତନ ବିଧାୟକ ଅନାମ ନାଏକ ବିଜେଡି ଛାଡି ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ଭୁବନେଶ୍ୱର ରାଜ୍ୟ କାର୍ଯ୍ୟାଳୟଠାରେ…

3 years ago

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଗୋପାଳପୁର,୧୩ା୩(ନବୀନ ରାଜ ଆଚାରୀ) ଭାରତୀୟ ବାୟୁ ସେନାର ଜଣେ ଯବାନଙ୍କ ଆକସ୍ମିକ ମୃତ୍ୟୁ ହୋଇଛି। ସେ ହେଲେ ଗୋଳନ୍ଥରା ଥାନା ଇନ୍ଦ୍ରିକ୍ଷୀ ଗ୍ରାମର ଇନ୍ଦ୍ରମଣି ସାହୁ (୩୬)।…

3 years ago

ଗାଧୋଉଥିବା ବେଳେ ନଦୀରେ ବୁଡିଗଲେ ଇଞ୍ଜିନିୟରିଂ ଛାତ୍ର

ପରଜଙ୍ଗ,୧୪।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଗାଁ ସ୍ଥିତ ବ୍ରାହ୍ମଣୀ ନଦୀରେ ବୁଡି ଜଣେ ଇଞ୍ଜିନିୟରିଙ୍ଗ ଛାତ୍ର ନିଖୋଜ ହୋଇଯାଇଛନ୍ତି। ନିଖୋଜ ଛାତ୍ର ଜଣଙ୍କ…

3 years ago

ଜାତୀୟ ରାଜପଥ ଡିଭାଇଡରରେ ପିଟି ହେଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର

ବଡବିଲ,୧୪।୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିଥାନା ଅଧୀନ ୫୨୦ ନମ୍ବର ଜାତୀୟ ରାଜପଥ ତୋପାଡିହି ନିକଟରେ ଏକ ବାଇକ୍‌ ଡିଭାଇଡରରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ…

3 years ago