ଆମ ଜିଲା ଖବର

ଭାଇ ପରେ ଚାଲିଗଲା ଭଉଣୀର ଜୀବନ

ଝରିଗାଁ,୧୦।୩(କିଶୋର ଚନ୍ଦ୍ର ମଣ୍ଡଳ): ମାସେ ତଳେ କାମୁଡ଼ି ଥିଲା କୁକୁର। ପରିବାର ଲୋକେ କିନ୍ତୁ ଡାକ୍ତରଙ୍କୁ ନ ଦେଖାଇ ଜଡ଼ିବୁଟି ଚିକତ୍ସା କରାଇଥିଲେ। ଏବେ କୁକୁର କାମୁଡ଼ି…

3 years ago

ମାଓବାଦୀଙ୍କ ସ୍ତୁପ ଧ୍ୱଂସ କଲେ ମହିଳା କମାଣ୍ଡୋ

ମାଲକାନଗିରି, ୧୦ା୩(ଦୁର୍ଯୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦନ୍ତେୱାଡାରେ ଏକ ମାଓବାଦୀ ସ୍ତୂପକୁ ମହିଳା ଯବାନମାନେ ଧ୍ୱଂସ କରି ଦେଇଛନ୍ତି। ଛତିଶଗଡ଼ ଦନ୍ତେୱାଡାରେ ବସ୍ତର ଫାଇଟରର…

3 years ago

ମୃତ୍ୟୁ ପରେ ସ୍ବର୍ଗଦ୍ୱାରରେ ସାହାରା ଶେଷବନ୍ଧୁ

ସମ୍ବଲପୁର,୧୦।୩(ଭବାନୀ ଶଙ୍କର ଭୋଇ): ଆତ୍ମୀୟସ୍ବଜନଙ୍କ ମୃତ୍ୟୁ ପରେ ପରିବାର ଲୋକେ ଶବ ସତ୍କାର ପାଇଁ ସମ୍ବଲପୁର ଦୁର୍ଗାପାଲିସ୍ଥିତ ସ୍ବର୍ଗଦ୍ୱାରରେ ପହଞ୍ଚି କାଠ, କିରୋସିନ ସହ ରୀତିନୀତି ପାଳନ…

3 years ago

ଚୋରା ଚାଲାଣ ପାଇଁ ଚାଲିଥିଲା ପ୍ରସ୍ତୁତି: ମାଡ଼ି ବସିଲା ପୋଲିସ

ବାଲିଗୁଡ଼ା,୧୦।୩: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ପକ୍ଷରୁ ଗଞ୍ଜେଇ ଗଛ କଟା ଅଭିଯାନ ଜାରି ରହିଥିବା ବେଳେ ଗଞ୍ଜେଇ ମାଫିଆମାନେ ବେଧଡକ ଗଞ୍ଜେଇ…

3 years ago

ମେଡିକାଲରେ ଦୀର୍ଘ ସମୟ ପଡିରହିବା ପରେ ଉଠିଲା ମୃତଦେହ

କେନ୍ଦୁଝର,୧୦।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା କରଞ୍ଜିଆ ବ୍ଲକ ରସମନ୍ତଳା ଗ୍ରାମର କିଡ଼ନୀ ରୋଗୀ ସୁନି ସେଠୀଙ୍କ ମୃତ୍ୟୁ ଘଟିଥିଲା। ହେଲେ…

3 years ago

କିଶୋର ମାଝି ହତ୍ୟାକାଣ୍ଡର ଅଭିଯୁକ୍ତ ଫେରାର, ସହଯୋଗୀ ଗିରଫ

ତୁମୁଡ଼ିବନ୍ଧ,୧୦ା୩(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚୟତର ସୁଲେରେଜୁ ଗ୍ରାମରେ ଘଟିଛି ଏକ ହତ୍ୟାକାଣ୍ଡ। ଅର୍ତ୍ତା ବାଲି ଗ୍ରାମର କିଶୋର ମାଝି…

3 years ago

ସେକ୍ସ ର଼୍ୟାକେଟରେ ଧରାପଡ଼ିଲେ ରାଣୀ ମହୁମାଛି, ଦୁଇ ଗ୍ରାହକଙ୍କ ସହ କୋର୍ଟ ଚାଲାଣ

ଗୋପାଳପୁର,୧୦ା୩(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧିନସ୍ଥ ହଳଦିଆପଦର ରାଳବ ରାସ୍ତାରେ ପୋଲିସ ଏକ ସେକ୍ସ ର଼୍ୟାକେଟ ଠାବ କରିଛି। ରାଣୀ ମହୁମାଛି ସହିତ…

3 years ago

ଅଭୟାରଣ୍ୟରେ ହାତୀ ଶାବକଙ୍କର ମୃତ୍ୟୁ

ହାଟଡିହୀ,୧୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ହଦଗଡ଼ ହସ୍ତୀ ଅଭୟାରଣ୍ୟ କାଠକଟା ସେକ୍ସନର ମଶାଘାଟି ନିକଟରେ ୫ -୬ ବର୍ଷର ଏକ ଅଣ୍ଡିରା…

3 years ago

ପୂର୍ବ ଶତ୍ରୁତାରୁ ରାତିଅଧରେ ଲଗାଇଦେଲେ ନିଆଁ: ଜୀବନ୍ତ ଜଳିଗଲେ ୨୫ ଛେଳି, ୪ ଗୋରୁ

ବାଲେଶ୍ୱର ଅଫିସ,୧୦।୩: ବାଲେଶ୍ୱର ଜିଲା ଶ୍ରୀରାମପୁର ପଞ୍ଚାୟତ ବଳବୁଧି ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨୫ ଛେଳି ଓ ୪ ଗୋର ଜୀବନ୍ତ ଜଳି ଯାଇଛନ୍ତି।…

3 years ago

ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ

ଫୁଲବାଣୀ,୧୦।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା କୋଟଗଡ ଥାନା ଅନ୍ତର୍ଗତ ଦୁର୍ଗାପଙ୍ଗା ସରଂକ୍ଷିତ ଜଙ୍ଗଲରେ କମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି।…

3 years ago