ସମ୍ବଲପୁର, ୪।୩ (ଭବାନୀଶଙ୍କର ଭୋଇ): ପରିବେଶ ସଚେତନତା ଲକ୍ଷ୍ୟ ରଖି ଦେଢବର୍ଷ ତଳେ ବରଗଡ ନୂଆଗଡରୁ ବାହାରିଥିବା ନନ୍ଦିଘୋଷ ଖମାରୀ ଏହା ଭିତରେ ୨୦ ହଜାର କିଲୋମିଟର…
ଭୁବନେଶ୍ୱର,୪ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅପରାହ୍ନରେ ଓଡ଼ିଶା ଗସ୍ତରେ ଆସିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଯାଜପୁର ଜିଲା ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ପଡିଆରେ ଏକ ସ୍ୱତନ୍ତ୍ର…
କେନ୍ଦୁଝର,୪।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅଧୀନ ପଟୁଆକୁଦର ଗ୍ରାମବାସୀ ଜଳବାୟୁ ପ୍ରଦୂଷଣକୁ ନେଇ ସୋମବାର ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ଦ୍ୱାରସ୍ଥ ହୋଇ ଏହାର…
ଛତ୍ରପୁର,୪ା୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଗତ ଖରିଫ ଋତୁର ମରୁଡ଼ି ପରିସ୍ଥିତିର ପୁନର୍ବିଚାର ଲାଗି ସୋମବାର ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଜିଲା…
ଲୋଇସିଂହା,୪ା୩(ସୁଶାନ୍ତ ବାରିକ): ମ୍ୟୁଟେସନ ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଛନ୍ତି ବଲାଙ୍ଗୀର ଜିଲାର ଆଗଲପୁର ତହସିଲ ଅଫିସର ଅମିନ ସଦାନନ୍ଦ ସାହୁ।…
ପାଟଣା,୪।୩(ବୀର କିଶୋରଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟରେ ସୋମବାର ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ନାରୀ ଶକ୍ତି ବନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଛି। ଏହି ଅବସରରେ…
ଛତ୍ରପୁର,୪ା୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଉଜ୍ଜ୍ୱଳେଶ୍ୱରୀ ମନ୍ଦିର ନିକଟ ୧୬ନମ୍ବର ଜାତୀୟ ରାଜପଥରୁ ୨୧ ଟନ୍ ଗୋ’ ମାଂସ ବୋଝେଇ କଣ୍ଟେନର ଜବତ…
ଯାଜପୁର,୪।୩: ଯାଜପୁରର ପୂର୍ବତନ ଜିଲା ପରିଷଦ ସଭାପତି ତଥା ରସଲୁପୁର ବବ୍ଲ ପୂର୍ବତନ ଅଧ୍ୟକ୍ଷ ନରେଶ ମହାନ୍ତି ସୋମବାର ବିଜେଡିରେ ଯୋଗ ଦେଇଛନ୍ତି। ପ୍ରାୟ ୨ ମାସ…
କେନ୍ଦୁଝର,୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା ମିଡ୍ ଡେ ମିଲ ଓ୍ବାର୍କର୍ସ ୟୁନିୟନ ପକ୍ଷରୁ ସୋମବାର ତିନି ଦଫା ଦାବିରେ କେନ୍ଦୁଝରଠାରେ ଏକ ରାଲି ଅନୁଷ୍ଠିତ ହୋଇଯାଇଛି। ଜିଲାର…
କଟକ,୪ା୨(କାର୍ତ୍ତିକ ସାହୁ): ବାରବାଟୀ-କଟକ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ହାଇକୋର୍ଟ ଅସିଦ୍ଧ ଘୋଷଣା କରିଛନ୍ତି। ହାଇକୋର୍ଟର ବିଚାରପତି ସଙ୍ଗମ କୁମାର ସାହୁ ମାମଲାର…