ଆମ ଜିଲା ଖବର

ଭାଜପାରେ ସାମିଲ ହେଲେ ଶତାଧିକ ଲୋକ

ଗୋପାଳପୁର,୧୧ା୪(ନବୀନ ରାଜ ଆଚାରୀ): ସାଧାରଣ ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ନିର୍ବାଚନୀ ତାତି ସେତେ ବଢ଼ୁଛି। ଗୁରୁବାର ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ଭାଜପା ପକ୍ଷରୁ ଖଜୁରିଆ…

3 years ago

ପରସ୍ପରକୁ ଆଲିଙ୍ଗନ କରି ଇଦ୍‌ ମୁବାରକ ଜଣାଇଲେ ମୁସଲମାନ ଭଉଣୀଭାଇ

ଛତ୍ରପୁର,୧୧ା୪(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ବୁଧବାର ମୁସଲମାନ ଭାଇମାନଙ୍କ ପବିତ୍ର ରମଜାନ ମାସ ଶେଷରେ ବଡ଼ ଧୂମ୍‌ଧାମରେ ଗଞ୍ଜାମ ଜିଲା ଛତ୍ରପୁର ପୁତିଗୋପାଳପୁର ମସ୍‌ଜିଦ୍‌ରେ ଧର୍ମଗୁରୁ ହାଫିସ ମହମ୍ମଦ…

3 years ago

ଅଯୋଧ୍ୟା ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ଭିକ୍ଷା କରି ୮ ଦିନ ପରେ ଭୋକ ଉପାସରେ ପହଞ୍ଚିଲେ ଘରେ, ବଖାଣିଲେ ପୂରା କାହାଣୀ…

ଦାରିଙ୍ଗବାଡ଼ି,୧୧ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରୁ ୪୨୦ ଜଣ ଗତ ୨ ତାରିଖରେ ଅଯୋଧ୍ୟା ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ନିଖୋଜ ହୋଇଯାଇଥିଲେ ଓ…

3 years ago

ଚିନ୍ତା ବଢ଼ାଇଛି ଗୋଟିଏ ଦିନରେ ଦୁଇ ରାଜ୍ୟର ନିର୍ବାଚନ, ପ୍ରସ୍ତୁତି ପାଇଁ ଅଧିକାରୀଙ୍କ ଗୁରୁତ୍ୱ

ପଟାଙ୍ଗି,୧୧ା୪(ଶରତ ଧଳ): ଗୋଟିଏ ଦିନରେ ଦୁଇଟି ରାଜ୍ୟର ଦୁଇ ନିର୍ବାଚନ ମଣ୍ଡଳୀରେ ଲୋକ ସଭା, ବିଧାନସଭା ନିର୍ବାଚନ ହେଉଥିବା ତାରିଖକୁ ନେଇ ଦୁଇ ରାଜ୍ୟର ଦୁଇ ଜିଲା…

3 years ago

ବୋଲେରୋରେ ପିଟି ହୋଇ ଛିଟିକି ପଡ଼ିଲେ ସାଇକେଲ ଆରୋହୀ, ଚାପିଦେଲା ହାଇଓ୍ବା

ଭବାନୀପାଟଣା/ଜୁନାଗଡ଼(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ବଳଦିଆମାଳ ଛକ ୨୬ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ହାଇଓ୍ବା ଧକ୍କାରେ ଜଣେ…

3 years ago

ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ମରଣାନ୍ତକ ଆକ୍ରମଣ

ଝାରବନ୍ଧ,୧୧ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ ନିତ୍ୟାନନ୍ଦପୁର ଗ୍ରାମରେ ଗୁରୁବାର ଭୋର୍‌ରୁ ପୋଲିସ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ଗ୍ରାମର ନାନୁ ସାହୁଙ୍କ…

3 years ago

ସମୂହ ନମାଜ ପାଠ କଲେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ

ଭଦ୍ରକ,୧୧ା୪(ସନାତନ ରାଉତ): ଶାନ୍ତି, ମୈତ୍ରୀ, ତ୍ୟାଗ ଓ ସମର୍ପଣର ପର୍ବ ଇଦ୍‌ ଅବସରରେ ଗୁରୁବାର ଭଦ୍ରକ ଇଦ୍‌ଗାହାଠାରେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ ସମୂହ ନମାଜ…

3 years ago

୩ ଶ୍ରମିକଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ସୋହେଲା,୧୧।୪(ଅଶ୍ବିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଚାପାରେ ୩ଜଣଙ୍କର…

3 years ago

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ, ପରଜଙ୍ଗ…

3 years ago

ଶଙ୍ଖ ଭବନରେ ସମ୍ବିତଙ୍କ ସହ ଅସନ୍ତୁଷ୍ଟଙ୍କ ଯୁକ୍ତିତର୍କ

ଜଗତ୍‌ସିଂହପୁର, ୧୧ା୪ (ପ୍ରମୋଦ କୁମାର ନାୟକ)ପାରାଦୀପ ନିର୍ବାଚନମଣ୍ଡଳୀ ବିଜେଡି କଳି ଛିଡିବା ପରିବର୍ତ୍ତେ ଦିନକୁଦିନ ବଢ଼ିବାରେ ଲାଗିଛି। ଏହି କଳି ଏବେ ପାରାଦୀପରୁ ଶଙ୍ଖ ଭବନରେ ପହଞ୍ଚତ୍ଲାଣି।…

3 years ago