ଆମ ଜିଲା ଖବର

ବାଇପାସ୍‌ ରାସ୍ତା ନିର୍ମାଣ: ପୋତିହେଲାଣି କେନାଲ ଶଯ୍ୟା

ପଟ୍ଟାମୁଣ୍ଡାଇ,୧୨/୨(କଳ୍ପତରୁ ନାୟକ):କଟକ ଜଗତପୁରଠାରୁ ବାହାରିଥିବା କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇର ଅଳଭା-ଗଣ୍ଡାକିଆ-କୋରିଆପଲା ପର୍ଯ୍ୟନ୍ତ ଯାଇଥିବା ପଟ୍ଟାମୁଣ୍ଡାଇ କେନାଲ ପ୍ରତି ବିପଦ ସୃଷ୍ଟି ହୋଇଛି। ଜଳ ସମ୍ପଦ ବିଭାଗର ଖାମଖିଆଲି…

3 years ago

କାମରେ ଲାଗୁନି ମାର୍କେଟ କମ୍ପ୍ଲେକ୍ସ

ଯାଜପୁର,୧୨ା୨(ହର୍ଷବର୍ଦ୍ଧନ ବେହେରା):ସର୍ବଧର୍ମ ସମନ୍ବୟର ପ୍ରତୀକ ବରାହ-ବିରଜା କ୍ଷେତ୍ରରେ ସାଧାରଣ ଲୋକଙ୍କ ଅର୍ଥନୈତିକ ବିକାଶ ଲାଗି କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ସମୟରେ ଏକାଧିକ ଯୋଜନା ପ୍ରଣୟନ…

3 years ago

ପୋଲିସ ପରିଚୟରେ ଲୁଟି ନେଇଥିଲେ ଅଳଙ୍କାର

କଟକ,୧୨ା୨(କାର୍ତ୍ତିକ ସାହୁ):ପୋଲିସ ପରିଚୟ ଦେଇ ଲୁଟ୍‌ କରିବା ଅଭିଯୋଗରେ ମଙ୍ଗଳାବାଗ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉତ୍ତରପ୍ରଦେଶ…

3 years ago

ବିବାହ ପ୍ରତିଶ୍ରୁତି ଦେଇ ୨ ଜଣଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ କନିଷ୍ଠ ଯନ୍ତ୍ରୀ: ଆଉ ତା’ପରେ…

ବାରିପଦା,୧୨ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବିବାହର ପ୍ରତିଶ୍ରୁତି ଦେଇ ୨ ଝିଅଙ୍କ ସହିତ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ଜଳସେଚନ ବିଭାଗରେ କାର୍ଯ୍ୟରତ ଜଣେ କନିଷ୍ଠ…

3 years ago

ଗୁଣି ସନ୍ଦେହ: ସ୍ତ୍ରୀ ଆଗରେ ସ୍ବାମୀଙ୍କୁ ହତ୍ୟା

ପାତ୍ରପୁର,୧୨ା୨(ଉମା ଚରଣ ନେପାକ):ଗଞ୍ଜାମ ଜିଲା ଜରଡ଼ା ଥାନା ଆଦିବାସୀ ଅଧ୍ୟୁଷିତ ହଳଦୀବାଡ଼ ଗ୍ରାମରେ ଶନିବାର ଏକ ହତ୍ୟାକାଣ୍ଡ ଘଟିଛି। ଗୁଣି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ଘରୁ ଟାଣିନେଇ…

3 years ago

ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ

ବ୍ରହ୍ମପୁର,୧୧ା୨(ସୁବାସ ଚନ୍ଦ୍ର ପାଢ଼ୀ)- ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଗୋଇଲୁଣ୍ଡି ଅଞ୍ଚଳରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଛି। ସେ ହେଲେ କେ. ଦୁର୍ଯ୍ୟୋଧନ ରେଡ୍ଡୀ ଓରଫ ଚିନାଲି।…

3 years ago

ମ୍ୟୁନିସିପାଲିଟି କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ପାରଳାଖେମୁଣ୍ଡି,୧୧ା୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ମ୍ୟୁନିସିପାଲିଟି କାର୍ଯ୍ୟାଳୟରେ ରବିବାର ରାତିରେ ନିଆଁ ଲାଗିଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଉଛନ୍ତି। ଅଗ୍ନିକାଣ୍ଡରେ ଅନେକ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ,…

3 years ago

ଠାକୁରଙ୍କୁ ନେଇ ଆନନ୍ଦଲାଭ କରିବା ହିଁ ଉତ୍ସବ

ଭୁବନେଶ୍ୱର,୧୧।୨: ପରମ ପ୍ରେମମୟ ଶ୍ରୀ ଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କ ୧୩୬ତମ ଜନ୍ମ ମହୋତ୍ସବ ଏବଂ ସ୍ଥାନୀୟ ସତ୍‌ସଙ୍ଗ ବିହାର ୨୯ତମ ଶ୍ରୀବିଗ୍ରହ ପ୍ରତିଷ୍ଠା ଦିବସ ଉତ୍ସବ ରବିବାର…

3 years ago

ଏମ୍‌ପି ରମେଶ ମାଝିଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ଉମରକୋଟ ୧୧।୨ (ସନ୍ତୋଷ ଶତପଥୀ): ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝିଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଉମରକୋଟ ନିକଟସ୍ଥ ଦର୍ଗାଗୁଡ଼ା ଓ ଚିକଲପଦର ମଝିରେ ଗାଡ଼ିଟି ରାସ୍ତାକଡରେ…

3 years ago

ଭିଏସ୍‌ଏସ୍‌ ଷ୍ଟାଡିୟମର ହେବ ଆଧୁନିକୀକରଣ

ସମ୍ବଲପୁର,୧୧ା୨(ପ୍ରମୋଦ ବହିଦାର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସମ୍ବଲପୁର ଗସ୍ତରେ ଆସି ରବିବାର ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି…

3 years ago