ଆମ ଜିଲା ଖବର

ବେଳାଭୂମି ଝାଉଁ ଜଙ୍ଗଲରେ ନିଆଁ: ଶତାଧିକ ଗଛ ଜଳିଗଲା

ପାରାଦୀପ,୧୧।୨(ଶରତ ରାଉତ)ପାରାଦୀପ ବନ୍ଦର ସହର ନିକଟସ୍ଥ ବେଳାଭୂମିରେ ଥିବା ଝାଉଁ ଜଙ୍ଗଲରେ ଶନିବାର ସାରେ ଅଗ୍ନିକାଣ୍ଡ ଘଟିଛି। ଫଳରେ ସେଠାରେ ଥିବା ଶତାଧିକ ଝାଉଁଗଛ ପୋଡ଼ିଯାଇଛି। ଖବରପାଇ…

3 years ago

ଶେଷ ହେଉନି ଗୋଲେଇ ଟ୍ରାଫିକ୍‌ ପୋଷ୍ଟ

ନୟାଗଡ ଅଫିସ,୧୧।୨ନୟାଗଡ଼ ସହରର ଟ୍ରାଫିକ୍‌ ବ୍ୟବସ୍ଥାକୁ ସଜାଡିବା ପାଇଁ ଗୋଲେଇ ଟ୍ରାଫିକ ପୋଷ୍ଟ ନିର୍ମାଣ ଚାଲିଛି। ହେଲେ ଗୋଲେଇ ଟ୍ରାଫିକ୍‌ ପୋଷ୍ଟ ନିର୍ମାଣର ଅବଧି ପ୍ରାୟ ୮ମାସ…

3 years ago

ଶ୍ରୀନୀଳମାଧବ ମନ୍ଦିରରେ ଫାଟ

ଖଣ୍ଡପଡ଼ା,୧୧ା୨(ଅଜୟ କୁମାର ମହାରଣା)ଶ୍ରୀଜଗନ୍ନାଥ ସଂସ୍କୃତିର ଆଦି ପୀଠ ଭାବେ କଣ୍ଟିଲୋର ଶ୍ରୀନୀଳମାଧବ ମନ୍ଦିର ସର୍ବଜନ ବିଦିତ। ପୁରୀ ଶ୍ରୀମନ୍ଦିର ପୂଜାନୀତି ସହ ସାମଞ୍ଜସ୍ୟ ରହିଥିବା ଏହି ମନ୍ଦିରର…

3 years ago

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଲା ଡିଜେ ଗାଡ଼ି, ଘୋଷାଡ଼ି ନେଇଗଲା ଖୁଣ୍ଟକୁ, ଆଉ ତା’ ପରେ…

ନିରାକାରପୁର,୧୦ା୨(ମାନସ ଚନ୍ଦ୍ର ପଟ୍ଟନାୟକ): ଶନିବାର ଅପରାହ୍ନରେ ଏକ ଡିଜେ ଗାଡ଼ି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ରାସ୍ତା ମଝିକୁ ଖୁଣ୍ଟଟିକୁ ଖୁବ୍‌ ଜୋର୍‌ରେ ଘୋଷାଡ଼ି ନେଇଥିଲା। ସୌଭାଗ୍ୟବଶତଃ ଅଳ୍ପକେ…

3 years ago

ଫ୍ୟାନ୍‌ ରେ ଝୁଲି ଛାତ୍ରୀଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ସୁନାବେଡା,କୋରାପୁଟ,୧୦/୦୨(କୃତ୍ତିବାସ ପ୍ରଧାନ/ଅମିତାଭ ବେହେରା) ସୁନାବେଡା କେନ୍ଦ୍ରୀୟ ବିଶ୍ୱ ବିଦ୍ୟାଳୟରେ ପଢୁଥିବା ଜଣେ ଛାତ୍ରୀ ଫାଶି ଲଗାଇ ଆତ୍ମହତ୍ୟା କରିଛି। ଖବର ମୁତାବକ ମହିଳା ଛାତ୍ରୀନିବାସ ’ବି’ ବ୍ଲକ୍‌…

3 years ago

ମେଶିନ ଲଗାଇ ରାସ୍ତା କାମ, ଦାଦନ ଖଟୁଛନ୍ତି ଶ୍ରମିକ

ମାଲକାନଗିରି,୧୦ା୨(ଦୁର୍ଯ୍ୟୋଧନ ପାତ୍ର)-ଗରିବ ଓ ଅସହାୟଙ୍କୁ ବାର୍ଷିକ ଅନ୍ୟୁନ ଶହେ ଦିନ ରୋଜଗାର ଯୋଗାଇ ଦେବାକୁ ସରକାର ବାର୍ଷିକ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଏମ୍‌ଜିଏନ୍‌ଆରଇଜିଏସ୍‌ ଭଳି…

3 years ago

ଅନୈତିକ ସମ୍ପର୍କକୁ ନେଇ ମହିଳାଙ୍କୁ ଖୁଣ୍ଟରେ ବାନ୍ଧି ପିଟିଥିଲେ, ୫ କୋର୍ଟଚାଲାଣ

ଖଲ୍ଲିକୋଟ,୧୦ା୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ତେନ୍ତୁଳି୍‌ଆପଲ୍ଲୀ ଗ୍ରାମରେ ଗାଁ ମଝିରେ ଜଣେ ମହିଳାଙ୍କୁ ଏକ ଖୁଣ୍ଟରେ ବାନ୍ଧି ପିଟିବା ଘଟଣାରେ ୫…

3 years ago

ଓଡ଼ିଶାରେ ବାହୁବଳୀ ନାୟିକା ଅନୁଷ୍କା ସେଟ୍ଟୀ, ଶୁଟିଂ ସେଟରେ ଭିଡ଼ ଜମାଇଲେ ପ୍ରଶଂସକ

ଜୟପୁର,୧୦।୨: ବାହୁବଳୀ ଫିଲ୍ମର ଚର୍ଚ୍ଚିତ ଅଭିନେତ୍ରୀ ଅନୁଷ୍କା ସେଟ୍ଟୀ ଏବେ ଓଡ଼ିଶାରେ। ଏକ ଫିଲ୍ମର ଶୁଟିଂ ପାଇଁ ଅଭିନେତ୍ରୀ ତାଙ୍କର ଟିମ୍ ସହ ଆସି ଓଡ଼ିଶାର କଶ୍ମୀର…

3 years ago

ପୁଣିଥରେ କେସିଙ୍ଗା ନଗର ବିଜେଡି ସଭାପତି ହେଲେ ରମେଶ ପଟ୍ଟନାୟକ

କେସିଙ୍ଗା,୧୦ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ପ୍ରମୁଖ ସହର ଭାବରେ କେସିଙ୍ଗା ବେଶ୍‌ ଜଣାଶୁଣା। ନିର୍ବାଚନ ପାଖେଇ ଆସୁଥିବା ବେଳେ ନୂତନ ଏନ୍‌ଏସି ଟାଉନ…

3 years ago

ଗ୍ୟାସ୍‌ ସିଲିଣ୍ଡର ଫାଟି ୫ ମହିଳା, ଜଣେ ପୁରୁଷ ଗୁରୁତର

ବଲାଙ୍ଗୀର,୧୦ା୨(ସୁନୀଲ କୁମାର ମହାନ୍ତି): ବେଲପଡ଼ା ଥାନା ଅନ୍ତର୍ଗତ କାନୁଟ ଗାଁରେ ଶନିବାର ଅପରାହ୍ନରେ ଗ୍ୟାସ୍‌ ସିଲିଣ୍ଡର ଫାଟି ୫ ମହିଳା ଓ ଜଣେ ପୁରୁଷ ଗୁରୁତର ହୋଇଛନ୍ତି।…

3 years ago