ଆମ ଜିଲା ଖବର

୨ ସ୍କୁଲ ଗାଡ଼ି ଧକ୍କା, ୨୦ରୁ ଊର୍ଦ୍ଧ୍ବ ଛାତ୍ରୀଛାତ୍ର ଆହତ

ହିଞ୍ଜିଳିକାଟୁ,୨ା୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ସୋମପୁର ଛକ ନିକଟରେ ଶୁକ୍ରବାର ୨ଟି ସ୍କୁଲ ବସ୍‌ ମଧ୍ୟରେ ଧକ୍କା ହେବାରୁ ୨୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…

3 years ago

ସମ୍ବଲପୁର ମହୋତ୍ସବର ଶୁଭସ୍ତମ୍ଭ ସ୍ଥାପନ

ସମ୍ବଲପୁର,୨ା୨(ବି.ଶଙ୍କର)- ସମ୍ବଲପୁର ମହୋତ୍ସବ-୨୦୨୪ ସକାଶେ ଶୁଭସ୍ତମ୍ଭ ସ୍ଥାପନ ଓ ଭୂମି ପୂଜନ କାର୍ଯ୍ୟକ୍ରମ ଅଇଁଠାପାଲିି ପିଏଚ୍‌ଡି ପଡିଆ (ବିର୍ସା ମଇଦାନ)ଠାରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୮ରୁ ୧୪…

3 years ago

ନୂଆରୂପ ପାଇବ ସମ୍ବଲପୁର ରେଳ ଷ୍ଟେଶନ

ସମ୍ବଲପୁର,୨ା୨(ପ୍ରମୋଦ ବହିଦାର): ସମ୍ବଲପୁର ରେଳ ଷ୍ଟେଶନର ରୂପାନ୍ତରଣ ପ୍ରକଳ୍ପ କେନ୍ଦ୍ର ରେଳ ମନ୍ତ୍ରଣାଳୟ ପକ୍ଷରୁ ଅନୁମୋଦିତ ହୋଇଛି। ଫେବୃଆରୀ ୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବଲପୁର ଗସ୍ତ…

3 years ago

୪ରେ ଧାମରା, ଭଦ୍ରକ, ଯାଜପୁର ରୋଡ୍‌ରେ ହେବ ରେଳରୋକୋ

ଚାନ୍ଦବାଲି,୨ା୨(କିଷାନ ପାତ୍ର): ଯାଜପୁର ରୋଡ୍‌-ଧାମରା ରେଳପଥ ସଂଗ୍ରାମ ସମିତିର ଅଭିଯାତ୍ରୀ ଦଳକୁ ଚାନ୍ଦବାଲିରେ ସ୍ବାଗତ କରଯାଇଛି। ଚଳିତ ବଜେଟରେ କେନ୍ଦ୍ର ସରକାର ଏହି ରେଳପଥ ନିର୍ମାଣ ଲାଗି…

3 years ago

ପିଇବା ପାଣି, ଶିକ୍ଷାର ଅବ୍ୟବସ୍ଥା ନେଇ ହଟ୍ଟଗୋଳ

ଦାରିଙ୍ଗବାଡ଼ି,୨।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତିର ସପ୍ତମ ବୈଠକ ଶୁକ୍ରବାର ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ…

3 years ago

ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ: ଭାରତ ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ୩୩୬/୬

ବିଖାଖାପାଟଣା,୨।୨: ବିଶାଖାପାଟଣା ଡ. ଓ୍ବାଇ.ଏସ୍‌. ରାଜଶେଖର ରେଡ୍ଡୀ ଷ୍ଟାଡିୟମରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୬ ଉଇକେଟ…

3 years ago

ପିକଅପ୍‌ ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ: ଟାୟାର ଜାଳି ରାସ୍ତାରୋକୋ

ଜଳେଶ୍ୱର,୨।୨(ନବୀନ ସାହୁ): ବାଲେଶ୍ୱର ଜିଲା କମର୍ଦ୍ଦା ଥାନା ଅଧୀନ ଜଳେଶ୍ବର- ଚନ୍ଦନେଶ୍ୱର ୫୭ ନମ୍ବର ରାଜ୍ୟ ରାଜପଥର କଣ୍ଠାଳିଆ ଛକ ନିକଟରେ ଶୁକ୍ରବାର ଏକ ପିକଅପ୍‌ ଭ୍ୟାନ୍‌…

3 years ago

ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ ନବନିଯୁକ୍ତ ଉପଜିଲାପାଳ

ଦାରିଙ୍ଗବାଡ଼ି,୨ା୨(ଅରୁଣ ସାହୁ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ କାର୍ଯ୍ୟାଳୟରେ ନବନିଯୁକ୍ତି ଉପଜିଲାପାଳ ଡ. ରୀନା ପ୍ରଧାନ ଶୁକ୍ରବାର ଦାରିଙ୍ଗବାଡ଼ି ଗସ୍ତ କରି ଅଚାନକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ…

3 years ago

ମହାପ୍ରଭୁ ଜଗନ୍ନାଥଙ୍କ ପ୍ରତି ଅସମ୍ମାନ ପ୍ରତିବାଦରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ଭଦ୍ରକ,୨ା୨(ସନାତନ ରାଉତ): ଭଦ୍ରକ ଜିଲା ମହୋତ୍ସବ ସରିବା ପରେ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିକୁ ଖୋଲା ପଡ଼ିଆରେ ଛାଡ଼ିଯିବା ଜଗନ୍ନାଥଙ୍କ ପ୍ରତି ଘୋର ଅସମ୍ମାନ କରାଯାଇଛି ବୋଲି ଅଭିଯୋଗ କରି…

3 years ago

ପୁରୀରୁ ସୋନପୁରକୁ ଗଡ଼ିବ ଟ୍ରେନ୍‌

ପୁରୀ,୨ା୨: ଶ୍ରୀକ୍ଷେତ୍ର ପୁରୀରୁ ପାତାଳି ଶ୍ରୀକ୍ଷେତ୍ର ସୋନପୁରକୁ ଗଡ଼ିବ ଟ୍ରେନ୍‌। ସପ୍ତାହକୁ ଏହି ଟ୍ରେନ୍‌ ଥରେ ଚଳାଚଳ କରିବ ବୋଲି ପୂର୍ବତଟ ରେଳ ପକ୍ଷରୁ ସୂଚନା ଦିଆଯାଇଛି।…

3 years ago