ଆମ ଜିଲା ଖବର

କୁନ୍ଦୁରା-ଜୟପୁରକୁ ଗଡ଼ିଲା ସରକାରୀ ବସ: ପୂରଣ ହେଲା ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି

କୁନ୍ଦୁରା,୧୨ା୧,(ସନ୍ତୋଷ ପ୍ରହରାଜ): କୁନ୍ଦୁରା ବ୍ଲକବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟିଛି। କୋଟପାଡ଼ ବିଧାୟକ ରୂପୁ ଭତ୍ରାଙ୍କ ପ୍ରଚେଷ୍ଟାରେ କୁନ୍ଦୁରା ବ୍ଲକର ପଖନାଗୁଡ଼ା ଠାରୁ ବ୍ୟବସାୟିକ ପ୍ରାଣକେନ୍ଦ୍ର…

3 months ago

ମୟୂରଭଞ୍ଜରେ ଚାଞ୍ଚଲ୍ୟ: ବୃଦ୍ଧାଙ୍କୁ ବଳାତ୍କାର ପରେ ପଥରରେ ଛେଚି…

ଉଦଳା, ୧୨।୧(ସନ୍ତୋଷ କୁମାର ବାଚ୍ଛିନୀ): ପଡ଼ୋଶୀ ସାଜିଲା ନର ରାକ୍ଷସ। ନିଜ ଯୌନ ଲାଳସା ପୂରଣ କରିବା ପରେ ବୃଦ୍ଧାଙ୍କୁ ପଥରରେ ଛେଚି କରିଲେ ହତ୍ୟା। ଏଭଳି…

3 months ago

ଅସୀମା ପଣ୍ଡାଙ୍କ ଫଟୋ ଉଠାଇବାକୁ ନେଇ ୨ ଗୋଷ୍ଠୀ ବାଡାବାଡି: ଥାନାରେ ଅଭିଯୋଗ ପରେ…

ଦାରିଙ୍ଗବାଡି, ୧୨/୧ (ଅରୁଣ ସାହୁ ): ମହୋତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବକଙ୍କୁ ଅନ୍ୟ ୨ ଜଣ ଯୁବକ ପ୍ରବଳ ମାଡ଼ ମାରିବା ସହ ହତ୍ୟା ଧମକ…

3 months ago

ସିମନବାଡି ମୁଖ୍ୟ ଛକରେ ଷଣ୍ଢ ଉପଦ୍ରବ, ଖାଦ୍ୟ ପାଇଁ ଲଢେଇ

ଦାରିଙ୍ଗବାଡି,୧୨।୧ (ଅରୁଣ ସାହୁ ): ଚରି ବୁଲି ଖାଉଥା ମୋର ହୋଇ ରହିଥା ଏଭଳି ଉକ୍ତିରେ ଏବେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଅଞ୍ଚଳରେ…

3 months ago

ଜବରଦଖଲ ଉଚ୍ଛେଦ ବିଳମ୍ବ ଯୋଗୁ ଟ୍ରାଫିକ ସମସ୍ୟା ବୃଦ୍ଧି, ଯାତ୍ରୀ ହାଟହଟା: ତହସିଲଦାର କହିଲେ ୨-୩ ଦିନରେ…

ଦାରିଙ୍ଗବାଡି, ୧୧।୧ (ଅରୁଣ ସାହୁ ): ଦାରିଙ୍ଗବାଡିର ଚଳଚଞ୍ଚଳ ରାସ୍ତା ମଧ୍ୟରେ ଚାରିଛକ ଠାରୁ ବ୍ଲକ ରାସ୍ତା ଏବେ ଟ୍ରାଫିକ ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି।…

3 months ago

ଧାର ଟଙ୍କା ନ ଦେବାରୁ ହତ୍ୟା ମାମଲା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧୨ା୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦୌରାଜଜ୍‌ ଅଶାନ୍ତ କୁମାର ଦାସ ଏକ ହତ୍ୟା ମାମଲାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କରାଦଣ୍ଡାଦେଶ ଶୁଣାଇଛନ୍ତି। ସେ…

3 months ago

ଧନୁଯାତ୍ରା ମଞ୍ଚରେ ଚାଷୀଙ୍କୁ ଏମିତି କହିଥିଲେ ଉପମୁଖ୍ୟମନ୍ତ୍ରୀ: କ୍ଷମା ମାଗିବାକୁ କହିଲେ…

ବଲାଙ୍ଗୀର, ୧୨।୧ (ସୁନିଲ କୁମାର ମହାନ୍ତି): ଚାଷୀମାନେ ନଟଙ୍ଗି କରୁଛନ୍ତି ବୋଲି ବରଗଡ଼ ଧନୁଯାତ୍ରା ମଞ୍ଚରେ ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଥିଲେ। ଯାହାକୁ…

3 months ago

ଧାନକିଣାରେ ଅବ୍ୟବସ୍ଥା, ବଢୁଛି ଚାଷୀ ଅସନ୍ତୋଷ

ରୁପ୍ରାରୋଡ,୧୨ା୧(ସଞ୍ଜୀବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକରେ ଧାନ କିଣାରେ ଅବ୍ୟବସ୍ଥା ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏବେ ବି ବ୍ଲକର ବିଭିନ୍ନ ମଣ୍ଡିରେ…

3 months ago

ଓଲଟିଲା ପୋଲ ବୋଝେଇ ଟ୍ରାକ୍ଟର: ଜଣେ ମୃତ, ୪ ଗୁରୁତର

କବିସୂର୍ଯ୍ୟନଗର,୧୨ା୧ କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଆଠଗଡ଼ ପାଟଣା ନିକଟରେ ସୋମବାର ଏକ ଦୁର୍ଘଟଣା ଘଟିଛି। ରାସ୍ତାରେ ଏକ ଇଲେକ୍ଟ୍ରି ପୋଲ ବୋଝେଇ ଟ୍ରାକ୍ଟର…

3 months ago

ବିଦ୍ୟାଳୟରେ ପଶି ଅଣଛାତ୍ରଙ୍କ ଆତଙ୍କରାଜ: ଆକ୍ରମଣରେ ଦୁଇ ଛାତ୍ର ଗୁରୁତର

ଗୋପାଳପୁର,୧୨।୧(ନବୀନରାଜ ଆଚାରୀ): ଗତ କିଛିମାସ ହେଲା ନାବାଳକମାନଙ୍କ ଆପରାଧୀକ କାର୍ଯ୍ୟକଳାପ ବଢ଼ିଚାଲିଛି। ସୋମବାର ମଧ୍ୟାହ୍ନରେ ରଙ୍ଗେଇଲୁଣ୍ଡା ବ୍ଲକ ଅଧୀନ ଫୁଲଟା ଗ୍ରାମସ୍ଥିତ ମା’ ନାରାୟଣୀ ଉଚ୍ଚ ବିଦ୍ୟାଳୟରେ…

3 months ago