ଆମ ଜିଲା ଖବର

ଫେରିଘାଟରେ ଅସୁରକ୍ଷିତ ଯାତ୍ରା

ଚାନ୍ଦବାଲି,୨୦।୩(କିଷାନ ପାତ୍ର): ନଦୀ ନାଳ ଭରା ଚାନ୍ଦବାଲି ବ୍ଲକ ଅଞ୍ଚଳରେ ଗମନାଗମନରେ ବାଧକ ସାଜିଛି ୩ ନଦୀ। ଏହି ୩ ନଦୀର ୬ ଫେରିଘାଟରେ ପ୍ରତିଦିନ ବହୁ…

3 years ago

ଅଫିମ ବେପାରୀଙ୍କ ପାଇଁ ଅକଳରେ ଆଦିବାସୀ

ବାରିପଦା,୨୦।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଅଫିମ ଚାଷର ପସରା ମେଲିଛି। ଏକର ଏକର ଜମିରେ ଅଫିମ ଚାଷ କରି ମାଲେମାଲେ ହେଉଥିବା ଚାଷୀ…

3 years ago

ରାସ୍ତା ନାହିଁ ତ ଭୋଟ ନାହିଁ

କେନ୍ଦୁଝର,୨୦।୩(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ଓ ରାଜ୍ୟ ସରକାର ରାସ୍ତା ଘାଟ ଉନ୍ନତି କରିଥିବା କଥା ପୋଷ୍ଟର,ବ୍ୟାନର ଦ୍ୱାରା ଡିଣ୍ଡିମ ପିଟୁ ଥିବାବେଳେ ବାସ୍ତବପକ୍ଷେ…

3 years ago

ବାଙ୍ଗରାରେ ପାସେଞ୍ଜର ହଲ୍ଟ ନିର୍ମାଣ ନେଇ ସର୍ଭେ ଆରମ୍ଭ

ବାଲେଶ୍ୱର, ୨୦।୩(ମାନସ ବିଶ୍ୱାଳ): ବାଲେଶ୍ୱର ନିକଟସ୍ଥ କୁରୁଡ଼ାର ବାଙ୍ଗରା ଲେଭଲକ୍ରସିଂଠାରୁ ୩ ଶହ ମିଟର ଦୂରରେ ଏକ ପାସେଞ୍ଜର ହଲ୍ଟ ନିର୍ମାଣ ଲାଗି ମଙ୍ଗଳବାର ମଧ୍ୟାହ୍ନରେ ଦକ୍ଷିଣ…

3 years ago

ଅଧାପନ୍ତରିଆ ରାସ୍ତାର ଉଦ୍‌ଘାଟନ

ବାଲେଶ୍ୱର,୨୦।୩(ମାନସ ବିଶ୍ୱାଳ): ବାଲେଶ୍ୱର ସଦର ବ୍ଲକ ଅଧୀନ କଷାଫଳ ପଞ୍ଚାୟତର ଜନସାଧାରଣଙ୍କ ଦୀର୍ଘଦିନର ଦାବି କ୍ରମେ ଦତ୍ତ ଘର ମୁଖ୍ୟରାସ୍ତାଠାରୁ ଗୌରାଙ୍ଗ ଦଳେଇ ଘର ଦେଇ ସାରଙ୍ଗଦେବ…

3 years ago

ଦୁଇ ଦିନ ଧରି ଲାଗି ରହିଛି ବର୍ଷା: ରାସ୍ତାରେ ଜମିରହିଛି ପାଣି

ଭଦ୍ରକ,୨୦।୩(ସନାତନ ରାଉତ): ଭଦ୍ରକରେ ମଙ୍ଗଳବାରଠାରୁ ବର୍ଷା ଲାଗି ରହିଛି। ମଙ୍ଗଳବାର ସକାଳେ ଝିପିଝିପି ବର୍ଷା ହୋଇଥିଲା। ମାତ୍ର ରାତିରେ ପ୍ରବଳରୁ ପ୍ରବଳ ବର୍ଷା ହୋଇଥିଲା। ବୁଧବାର ମଧ୍ୟ…

3 years ago

ଅଧ ରାତିରେ ପଞ୍ଚଲିଙ୍ଗେଶ୍ୱର ମହାଦେବଙ୍କ ହୁଣ୍ଡିବାକ୍ସ କାଟିନେଲେ

ନୀଳଗିରି,୨୦।୩(ପ୍ରଶାନ୍ତ କୁମାର ବିଶ୍ବାଳ): ଦିଅଁ, ଦେବତା, ଠାକୁର ଠାକୁରାଣୀଙ୍କୁ ବି ଭୟ ନାହିଁ। ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ନୀଳଗିରି ନିକଟସ୍ଥ ବାବା ପଞ୍ଚଲିଙ୍ଗେଶ୍ୱରଙ୍କର ପୀଠରୁ ମଙ୍ଗଳବାର…

3 years ago

ଦାରିଙ୍ଗବାଡ଼ିରେ ପୁଣି ଶୀତର ପ୍ରକୋପ: ନିଆଁ ଲଗାଇ ବସୁଛନ୍ତି ଲୋକେ 

ଦାରିଙ୍ଗବାଡ଼ି,୨୦।୩(ଅରୁଣ ସାହୁ): ଓଡ଼ିଶାର କଶ୍ମୀର  କୁହାଯାଉଥିବା ଦାରିଙ୍ଗବାଡ଼ି ଅଞ୍ଚଳରେ ପୁଣି ଶୀତର ପ୍ରକୋପ ଦେଖିବାକୁ ମିଳିଛି। ଗତ ୩ ଦିନ ହେଲା ଅଞ୍ଚଳରେ ପାଗ କୋହଲା  ରହୁଛି।…

3 years ago

ନାବାଳିକାଙ୍କୁ ବଳାତ୍କାର କରି ନାଟକ ମାଷ୍ଟର ଗଲେ ୨୦ ବର୍ଷ ଜେଲ

ବ୍ରହ୍ମପୁର,୨୦।୩ (ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ମଙ୍ଗଳବାର ଏକ ବଳାତ୍କାର ମାମଲାରେ ଦୋଷୀଙ୍କୁ ୨୦ବର୍ଷ ଜେଲଦଣ୍ଡ ସହିତ ୧ଲକ୍ଷ ଟଙ୍କା ଜରିମାନା…

3 years ago

ଏସ୍‌ସିବିରେ ଅମ୍ବୋଦର ପାଇଲେ ନୂଆ ଜୀବନ

କଟକ,୨୦।୩(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଏସ୍‌ସିବି ମେଡିକାଲର କାର୍ଡିଆଥେରିକ୍‌ ଭାସ୍କୁଲାର ସର୍ଜରି ବିଭାଗରେ ମୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳର ଅମ୍ବୋଦର ମାରାଣ୍ଡି ନୂଆ ଜୀବନ ପାଇଛନ୍ତି। ରବିବାର ସନ୍ଧ୍ୟାରେ…

3 years ago