ମାହାଙ୍ଗା,୧୪ା୮(ଯଯାତୀ ସିଂହ): ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକଙ୍କ ସହ ଅନୈତିକ ସମ୍ପର୍କ ପାଇଁ ଜଣେ ଦଶମ ଶ୍ରେଣୀର ଛାତ୍ରୀଙ୍କ ଜୀବନ ଯାଇଛି। ଏହି ଘଟଣା ସମ୍ପର୍କରେ ପୋଲିସର କେତେଜଣ…
ବାଘମାରୀ,୧୪।୮(ଶୁଭକାନ୍ତ ମହାପାତ୍ର): ବେଗୁନିଆ ବ୍ଲକ ଅନ୍ତର୍ଗତ ବାଘମାରୀ ପଞ୍ଚାୟତର ଅନତୀ ଦୂରରେ ରହିଛି ବାବା ହଟକେଶ୍ୱରଙ୍କ ପୀଠ। ଏଠାରେ ଥିବା ଅଟ୍ରୀ ଉଷ୍ଣ ପ୍ରସ୍ରବଣ ଅବହେଳିତ ଅବସ୍ଥାରେ…
ରସୁଲପୁର,୧୪ା୮(ରଞ୍ଜିତ ରାଉତ): ଯାଜପୁର ଜିଲା ରସୁଲପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ୧୬ନମ୍ବର ଜାତୀୟ ରାଜପଥ ପୋଲ ଭୁଶୁଡ଼ିବା ଘଟଣାର ତଦନ୍ତ ରିପୋର୍ଟ ଆସିଛି। ଦୁର୍ଘଟଣାର ୩ ସପ୍ତାହ…
ଭାପୁର,୧୪।୮(ଭରତ କୁମାର ବେହେରା): ରାଜ୍ୟ ସରକାର ଲୋକମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ଲକ୍ଷ୍ୟରେ ବିଭିନ୍ନ ସ୍ଥାନରେ ମେଗା ପ୍ରକଳ୍ପର ପରିକଳ୍ପନା କରିବା ସହିତ ଏଥିପାଇଁ ସ୍ବତନ୍ତ୍ର…
ନୂଆଗାଁ,୧୪।୮(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନିକଟରେ ଚାଲିଥିବା ପ୍ରାଣୀ ଚିକିତ୍ସାଳୟ ଗୃହ ନିର୍ମାଣ କାର୍ଯ୍ୟରେ ବିଣ୍ଡା ସିମେଣ୍ଟ ବ୍ୟବହାର ହେଉଥିବା ନେଇ ଅଭିଯୋଗ ହୋଇଛି।…
ନୟାଗଡ଼,୧୪ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ଶଯ୍ୟା ନ ପାଇ ବାରଣ୍ଡାରେ ଶୋଇ ଚିକିସତ୍ିତ ହେଉଛନ୍ତି। ଏଭଳି ଘଟଣା ଦିନକର ନୁହେଁ। ପ୍ରାୟ ୧୫…
ମହାକାଳପଡ଼ା,୧୪ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ପିଲାମାନଙ୍କ ଶାରୀରିକ, ମାନସିକ ଓ ବୌଦ୍ଧିକ ବିକାଶ ହେବା ପାଇଁ ପ୍ରଚୁର ପରିମାଣରେ ଭିଟାମିନ ଆବଶ୍ୟକତା ରହିଛି। ତେବେ ଏହି କୋମଳମତି ପିଲାମାନଙ୍କର…
ଯାଜପୁର ଅଫିସ,୧୪ା୮: ପରସେଣ୍ଟେଜ୍(ପିସି) କାରବାରର ଅବସାନ ଏବଂ ପ୍ରଶାସନର ସ୍ବଚ୍ଛତା ପାଇଁ ରାଜ୍ୟ ସରକାର ସ୍ଲୋଗାନ ଦେଇ ଚାଲିଥିବାବେଳେ ଏହାର ବିପରୀତ ଦୃଶ୍ୟ ଯାଜପୁର ଜିଲା ଗ୍ରାମ୍ୟ…
ଜେନାପୁର,୧୪ା୮(ଅଶୋକ ଦାସ): ଯାଜପୁର ଜିଲା ଧର୍ମଶାଳା ବ୍ଲକ୍ ଅନ୍ତର୍ଗତ ସହାଣୀଡ଼ିହ ପଞ୍ଚାୟତ ଚାରଗୋଠ ଗ୍ରାମ ନିକଟରେ ଥିବା ଶହେବର୍ଷରୁ ଊଦ୍ଧର୍ବ କଠଉଣୀ ମଠ ପୋଖରୀ ଏବେ ଜରାଜୀର୍ଣ୍ଣ…
ବଲାଙ୍ଗୀର,୧୪ା୮(ବୀରେନ୍ଦ୍ର କୁମାର ଝାଙ୍କର): ଚାକିରି ପ୍ରଲୋଭନ ଦେଖାଇ ଭୁବନେଶ୍ୱରର ଜଣେ ଯୁବତୀଙ୍କଠାରୁ ଅର୍ଥ ଶୋଷଣ ସହ ମାନସିକ ନିର୍ଯାତନା ଦିଆଯାଇଥିବା ନେଇ ରବିବାର ସ୍ଥାନୀୟ ଟାଉନ୍ ଥାନାରେ…