ଆମ ଜିଲା ଖବର

ପିଇଓ ସଙ୍ଘର କର୍ମକର୍ତ୍ତା ଚୟନ, ଦାୟିତ୍ୱ ନେଲେ ପଦାଧିକାରୀ

କୋରାପୁଟ,୯।୮(ଅମିତାଭ ବେହେରା): ନିଖିଳ ଉତ୍କଳ କୋରାପୁଟ ଜିଲା ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସଙ୍ଘର ପୁନର୍ଗଠନ ତଥା ନୂତନ କମିଟି ଗଠନ ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।…

3 months ago

ବିଶ୍ୱ ଆଦିବାସୀ ଦିବସରେ ପେସା ଆଇନ ଲାଗୁ ନେଇ ଉଠିଲା ଦାବି

ପଟ୍ଟାଙ୍ଗି,୯ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରମହକୁମାରେ ଏକାଠି ହୋଇ ପାଳନ କଲେ ବିଶ୍ୱ ଆଦିବାସୀ ଦିବସ। ସୂଚନା ଅନୁଯାୟୀ, ସାରା ରାଜ୍ୟରେ ବିଶ୍ୱ…

3 months ago

କୂଳା ନାଳରେ ଭାସିଗଲେ ବୃଦ୍ଧ: ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ

ମହାକାଳପଡ଼ା, ୯।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା  ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଟିକରପଙ୍କା ପଞ୍ଚାୟତର ଟିକରପଙ୍କା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର…

3 months ago

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

3 months ago

ନିଜର ହକ୍‌ ପାଇଁ ଶୋଭାଯାତ୍ରାରେ ବାହାରିଲେ ଆଦିବାସୀ, କୁସଂସ୍କାର ଦୂର ପାଇଁ ଏକଜୁଟ୍‌ ହୋଇ…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ରାଜୀବଗାନ୍ଧୀ ଭବନଠାରେ ଜୋରାଡବରା ପଞ୍ଚାୟତ କନ୍ଧ ସମାଜ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ରବିବାର ପାଳିତ…

3 months ago

ଆଇନ ଶୃଙ୍ଖଳା ହୁଗୁଳା: ସକ୍ରିୟ ହୋଇପଡ଼ିଛନ୍ତି ଅପରାଧୀ, ସହରବାସୀଙ୍କୁ ସୁରକ୍ଷା ନାହିଁ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ସମେତ ଜିଲାରେ କିଛିଦିନର ଆଇନ ଶୃଙ୍ଖଳା ହୁଗୁଳା ହୋଇପଡ଼ିଛି। କିଛିଦିନର ନୀରବତା ପରେ ଏଠାରେ ଅପରାଧୀମାନେ ସକ୍ରିୟ ହୋଇପଡ଼ିଛନ୍ତି। ଏଭଳି ସ୍ଥିତିରେ…

3 months ago

ଅଧରାତିରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ବାବୁଲାଙ୍କ ଜୀବନ

ବୀରମହାରାଜପୁର,୯।୮ (ଯୁଗଳ କିଶୋର ମିଶ୍ର):  ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ କୁମରକେଲି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ…

3 months ago

୧୩ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ, ପୋଲିସକୁ ଦେଖି ଡ୍ରାଇଭର…

ଅମରପାଲି,୧୦ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ କଣ୍ଟେନରରୁ ୧୨ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୩…

3 months ago

ଦଲକି ନାଳ ପୋଲ ଉପରେ ୪ ଫୁଟ୍‌ ବନ୍ୟାଜଳ: ଖଣ୍ଡହତା-ସାହାଜଲଥା ଯାତାୟାତ ବିଚ୍ଛିନ୍ନ

ଅମରପାଲି, ୯।୮ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ତଥା ରେଢ଼ାଖୋଲ ବ୍ଲକ ସୀମାବର୍ତ୍ତୀ ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଯୋଗୁ ବିଭିନ୍ନ ଜୋର ଓ…

3 months ago

ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ

ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍‌ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨)…

3 months ago