ଭୁବନେଶ୍ୱର,୧।୨(ଶର୍ମିଷ୍ଠା ପାଣିଗ୍ରାହୀ)ଆଦିବାସୀ ମେଳାରେ କନ୍ଧମାଳ ଷ୍ଟ୍ରବେରି ଷ୍ଟଲ୍ରେ ବେଶ୍ ଭିଡ଼ ଜମୁଛି। ଗୋଟିଏ ପ୍ୟାକେଟର ମୂଲ୍ୟ ୧୦୦ଟଙ୍କା ରହିଛି। ଯିଏ ଯାଉଛି, ସିଏ କିଣୁଛି। ଜଣେ ଗ୍ରାହକ…
ଖୋର୍ଦ୍ଧା, ୧।୨(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧାରେ ଛତୁ ଫୁଟିବା ଭଳି କ୍ରଶରଗୁଡ଼ିକ ଗଢିଉଠୁଛି। ଦିନରାତି କ୍ରଶର ଚାଲିବା ଫଳରେ ବାୟୁ ପ୍ରଦୂଷଣ ବଢୁଛି। ଗଛଲତାରେ ଧୂଳି ଆସ୍ତରଣ ଜମୁଛି। ସରକାରୀସ୍ତରରେ…
ପାରାଦୀପ,୧।୨:(ଶରତ ରାଉତ)ପାରାଦୀପ ସାମୁଦ୍ରିକ ଥାନା ଅନ୍ତର୍ଗତ ମାଛଧରା ବନ୍ଦର ପରିସରରେ ବୁଧବାର ଜଣେ ଚିକେନ ବ୍ୟବସାୟୀ ସାଇବର ଠକେଇର ଶିକାର ହୋଇଛନ୍ତି। ଚିକେନ ଅର୍ଡର କରିବା ନଁାରେ…
କେନ୍ଦ୍ରାପଡ଼ା,୧ା୨ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ କର୍ମ ନିଯୁକ୍ତି ଏକ ସମସ୍ୟା। ଶିଳ୍ପ ପ୍ରତିଷ୍ଠାନ ଅଥବା କୃଷିଭିତ୍ତିକ ଶିଳ୍ପ ନାହିଁ। ଅର୍ଥକାରୀ ଫସଲ ଉତ୍ପାଦନ ପାଇଁ ଭିତ୍ତିଭୂମୀ ନ…
କଟକ,୩୧ା୧(କାର୍ତ୍ତିକ ସାହୁ): ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ଶୁଣାଣି ବୁଧବାର ଶେଷ…
କଟକ,୩୧ା୧(କାର୍ତ୍ତିକ ସାହୁ): ମାଲଗୋଦାମ ଥାନା ଅଞ୍ଚଳର ଚତୁର୍ଥ ଶ୍ରେଣୀରେ ପାଠ ପଢୁଥିବା ଜଣେ ୯ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ମାମଲା ଏବେ ଜାତୀୟ ମାନବାଧିକାର ଆୟୋଗଙ୍କ ନିକଟରେ…
ବ୍ରହ୍ମପୁର,୩୧ା୧(ସୁବାସ ଚନ୍ଦ୍ର ପାଢ଼ୀ): ସଦର ଥାନା ଅନ୍ତର୍ଗତ ଅଳକାପୁରୀରେ ରହୁଥିବା ସୁରଜ ବେହେରା (୫୫)ଙ୍କୁ ୨୦୨୨ ଫେବୃଆରୀ ୨୪ ସନ୍ଧ୍ୟାରେ ହତ୍ୟା କରାଯାଇଥିଲା। ବୁଧବାର ଅତିରିକ୍ତ ଜିଲା…
ଭୁବନେଶ୍ୱର,୩୧।୧: ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନ ଗଠନ କରିବାକୁ ବୁଧବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
କେସିଙ୍ଗା,୩୧ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସିର କାର୍ଯ୍ୟରତ ନିର୍ବାହୀ ଅଧିକାରିଣୀଙ୍କ ବଦଳି ନେଇ ବ୍ଲକ ସମ୍ମୁଖରେ ଜାତୀୟ ରାଜପଥ୨୬କୁ ବୁଧବାର ବିକାଶ ମଞ୍ଚ ପକ୍ଷରୁ ଅବରୋଧ…
ଦେବଗଡ଼,୩୧ା୧(ଶଶାଙ୍କ ଶେଖର ଝାଙ୍କର): ସ୍କର୍ପିଓ ଧକ୍କାରେ ସ୍କୁଟିରେ ଯାଉଥିବା ଦମ୍ପତିଙ୍କ ଜୀବନ ଯାଇଛି। ବାରକୋଟ ଥାନା ବମ୍ପରଡ଼ା ନିକଟ ୪୯ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା…