ଡାବୁଗାଁ, ୧୭।୭ (ପ୍ରଜ୍ଞାରଞ୍ଜନ ପରିଡ଼ା): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଳକ ମେଦନା ପଞ୍ଚାୟତ ଅଧୀନ ଚାଟିଗୁଡ଼ା ଗ୍ରାମରେ ବର୍ଷା ପାଇଁ ବେଙ୍ଗବେଙ୍ଗୁଲୀ ବାହାଘର ଶନିବାର ସାରେ ଆରମ୍ଭ…
କୋଷାଗୁମୁଡ଼ା,୧୭।୭(ପ୍ରସାଦ ବିଷୋୟୀ): ଗାଁରେ ମିଳିଲାନି କାମ। ତେଣୁ ୪ମାସ ହେଲା ସ୍ତ୍ରୀ ଓ ମା’ଙ୍କୁ ଛାଡି ପରିବାରର ପ୍ରତିପୋଷଣ ପାଇଁ ତାମିଲନାଡୁ ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିଲେ…
ବ୍ରହ୍ମପୁର,୧୭।୭(ସୁବାସ ଚନ୍ଦ୍ର ପାଢ଼ୀ): ଜାଲ୍ ସାର୍ଟିଫିକେଟ୍ ପ୍ରସ୍ତୁତକରି ନିଜକୁ ଜଣେ ଡାକ୍ତରର ପରିଚୟ ଦେଇ ଡେଙ୍ଗାଉସ୍ତା ଛକଠାରେ ଏକ କ୍ଲିନିକ୍ରେ ଚିକିତ୍ସା କରୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ…
ଦାରିଙ୍ଗବାଡି,୧୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକରେ ଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ବିଭିନ୍ନ ଦାବିନେଇ ସୋମବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଏପରିକି ଛାତ୍ରୀଛାତ୍ରମାନେ ବିଦ୍ୟାଳୟର…
ଟେନସା,୧୭ା୭(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା କୋଇଡା ବ୍ଲକ କାଲଟା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତୋଡା ଗୀର୍ଜା ଟୋଲା ରେ ଥିବା ଅଙ୍ଗନବାଡି କେନ୍ଦ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ…
ଲାଠୋର,୧୭ା୭(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ପଞ୍ଚାୟତ ସଦର ଗ୍ରାମ ଆଦର୍ଶ ପଡ଼ାର କେତେକ ବିଧବା ଏବଂ ବୃଦ୍ଧାଙ୍କୁ ମିଳିନି ପ୍ରଧାନମନ୍ତ୍ରୀ ଆବାସ। ଏ…
ଭବାନୀପାଟଣା,୧୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଥାନାଗୁଡିକରେ ବିଭିନ୍ନ ମାମଲାରେ ଜବତ ଦୁଇ, ଚାରିଚକିଆ ଗାଡ଼ିଗୁଡିକଦୀର୍ଘ ବର୍ଷ ହେବ ଥାନା ପରିସରରେ ପଡିରହିଛି। ମାମଲାର ଫଇସଲା ହେଉ…
ମାଲକାନଗିରି,୧୭ା୭(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦର ମହକୁମାଠାରୁ ୫ କି.ମି.ଦୂର ସତୀଗୁଡା ଜଳଭଣ୍ଡାରକୁ ଲାଗି ପ୍ରାକୃତିକ ପର୍ଯ୍ୟଟନ ସ୍ଥଳି ରହିଛି। ମାଲକାନଗିରି-ଜୟପୁର ଜାତୀୟ ରାଜପଥ ଡ୍ୟାମ୍ ସାଇଡ୍…
ନନ୍ଦପୁର,୧୭ା୭ (ଶଙ୍କର ପୂଜାରୀ): କୋରାପୁଟ ଜିଲା ଆନ୍ଧ୍ର ସୀମାନ୍ତରେ ପ୍ରାକ୍ଶିକ୍ଷା ବ୍ୟବସ୍ଥା ଭୁଶୁଡିପଡିଛି। ଓଡ଼ିଆ ଭାଷାଠାରୁ କ୍ରମଃଶ ଦୂରେଇ ଯାଉଛନ୍ତି ସୀମାନ୍ତବାସୀ। ଦୁର୍ବଳ ଭିତ୍ତିଭୂମି ସାଙ୍ଗକୁ ଛାତ୍ରୀଛାତ୍ର…
ପାଟଣା,୧୭ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜକୁ ଗୁରୁବାରଠାରୁ ଏକ ଗୋଠଛଡ଼ା ଦନ୍ତାହାତୀ ସଦର ରେଞ୍ଜରୁ ପ୍ରବେଶ କରି ଉପଦ୍ରବ ଜାରି ରଖିଥିବା ଦେଖିବାକୁ ମିଳିଛି। ରବିବାର…