ଯାଜପୁର ଅଫିସ,୧୩ା୫: ରାଜ୍ୟରେ ନକଲି ବିଏଡ୍/ସିଟି ଡିଗ୍ରୀଧାରୀ ଏବଂ ଜାତିଗତ ପ୍ରମାଣପତ୍ର ଜାଲିଆତି କରି ଶିକ୍ଷୟିତ୍ରୀଶିକ୍ଷକ ନିଯୁକ୍ତି ପାଇବା ଏବେ ସାଧାରଣ କଥା ହୋଇଛି। ଏନେଇ ଶିକ୍ଷା…
ପ୍ରୀତିପୁର,୧୩ା୫(ଡି.ଏନ୍.ଏ.): ସରକାର ପ୍ରତିବର୍ଷ ରାସ୍ତାଘାଟ ନିର୍ମାଣରେ ଶତାଧିକ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ା ହେଲେ କେତେକ ସ୍ଥାନରେ ଦାୟିତ୍ୱରେ ଥିବା ଅଧିକାରୀ, ଠିକାଦାର ଓ ରାଜନେତାଙ୍କ…
କୁଜଙ୍ଗ,୧୩।୫ (ଡି.ଏନ୍.ଏ.): ଜଗତ୍ସିଂହପୁର ଜିଲାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ କ୍ଷେତ୍ର ଓ ବାଣିଜ୍ୟ କେନ୍ଦ୍ର ଭାବେ କୁଜଙ୍ଗ ପରିଚିତ। ଏଠାରେ ବ୍ଲକ, ତହସିଲ କାର୍ଯ୍ୟାଳୟ ସମେତ ଥାନା,…
ରାଜନଗର, ୧୩ା୫ (ଡି.ଏନ.ଏ.): ରାଜନଗର ପଞ୍ଚାୟତ ସମିତି ବୈଠକ ଅଧ୍ୟକ୍ଷା ପ୍ରତିଭା ପାତ୍ରଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ନୂତନ ନଳକୂପ ଖନନ, ମେଗା ପାନୀୟଜଳ…
ଢେଙ୍କାନାଳ ଅଫିସ, ୧୩।୫: ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଯୋରନ୍ଦାରେ ବଳ୍କଳଧାରୀ ଏବଂ କୌପୀନଧାରୀ ସନ୍ନ୍ୟାସୀ ଗୋଷ୍ଠୀ ମଧ୍ୟରେ ଦୀର୍ଘ ୧୩୦ବର୍ଷ ଧରି ଲାଗି ରହିଥିବା ବିବାଦର ଅନ୍ତ…
ପୁରୀ ଅଫିସ, ୧୩ା୫: ମହାପ୍ରଭୁଙ୍କ ଭଉଁରି ଯାତ୍ରା ଅବସରରେ ଶୁକ୍ରବାର ଶ୍ରୀକ୍ଷେତ୍ରରେ ତିନି ରଥର ଚକ-ଅଖ ଡେରା ନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିରରୁ ତିନିଜଣ ପୂଜାପଣ୍ଡା ସାମନ୍ତ…
ବାରିପଦା ଅଫିସ, ୧୩ା୫: ମୟୂରଭଞ୍ଜ ଜିଲା ବାରିପଦାର ତକତପୁରସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ ବିଦ୍ୟୁତ୍ ବିଭ୍ରାଟ…
ମାଲକାନଗିରି,୧୩ା୫(ଡି.ଏନ୍.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକରେ ଥିବା ଦୁର୍ଗମ ତୁଳସୀ ଘାଟିରେ ଗତ ମାସଠାରୁ ଅସ୍ଥାୟୀ ବିଏସ୍ଏଫ୍ କ୍ୟାମ୍ପ ଖୋଲାଯାଇଛି। ଶୁକ୍ରବାର ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ସଞ୍ଜୀବ…
ବାଲେଶ୍ୱର ଅଫିସ/ ଜଳେଶ୍ୱର,୧୩ା୫(ଡି.ଏନ.ଏ.): ନୂଆଦିଲ୍ଲୀରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ୨୨୮୨୪ ଡାଉନ୍ ରାଜଧାନୀ ଟ୍ରେନ୍ର ପେଣ୍ଟ୍ରିକାର୍ ଚକରେ ଶୁକ୍ରବାର ନିଅଁା ଲାଗିଯାଇଥିଲା। ହେଲେ ଲୋକୋ ପାଇଲଟଙ୍କ ଉପସ୍ଥିତ…
ଗୁଣପୁର/ପାରଳାଖେମୁଣ୍ଡି,୧୩ା୫(ଡି.ଏନ୍.ଏ.): ଓଡ଼ିଶା ସୀମାନ୍ତ ଆନ୍ଧ୍ରପ୍ରଦେଶ ପାର୍ବତୀପୁର ମାନ୍ୟମ ଜିଲା କାତ୍ରାଗାଡ଼ା ନିକଟରେ ଶୁକ୍ରବାର ୪ଟି ହାତୀଙ୍କ ମୃତଦେହ ଠାବ ହୋଇଛି। ହାତୀ ମୃତଦେହଗୁଡ଼ିକ ଏକ ବିଦ୍ୟୁତ୍ ଟ୍ରାନ୍ସଫର୍ମର…