ଆମ ଜିଲା ଖବର

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ RI, ଝରକା ବାହାରକୁ ଫିଙ୍ଗି ଦେଲେ ଟଙ୍କା

ଅନୁଗୋଳ,୮ା୧: ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ବେଳେ ଧାରା ପଡିଲେ ରାଜସ୍ବ ନିରୀକ୍ଷକ(RI)। ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ତୁସର RI ସର୍କଲର…

3 months ago

୨ ସପ୍ତାହ ଯାଏ ଶୀତରୁ ନାହିଁ ନିସ୍ତାର

ଭୁବନେଶ୍ୱର,୮ା୧: ରାଜ୍ୟରେ ଆଗାମୀ ଦୁଇ ସପ୍ତାହ ଯାଏ ଶୀତ ଜାରି ରହିବ। ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ଗୁରୁବାର ସୂଚନା ଦେଇଛନ୍ତି। ରାଜ୍ୟର ୨୪ଟି…

3 months ago

ଶୀତ ମହୋତ୍ସବ ମଶାଲ ଶୋଭାଯାତ୍ରାରେ କଳାହାଣ୍ଡି କଟପ୍ପା, ଦେଖିବାକୁ ଶହଶହ ଦର୍ଶକଙ୍କ ଭିଡ଼

ଦାରିଙ୍ଗବାଡି, ୮/୧ (ଅରୁଣ ସାହୁ ): ବହୁ ପ୍ରତିକ୍ଷିତ ଶୀତ ମହୋତ୍ସବ -୨୦୨୬ ଗୁରୁବାର ସଂନ୍ଧ୍ୟାରେ ଉଦଘାଟନ ହେବାକୁ ଯାଉଛି । ଏହି ଅବସରରେ ଦାରିଙ୍ଗବାଡି ଶିବ…

3 months ago

ସ୍କୁଲରେ କବାଡ଼ି ଖେଳରେ ଆହତ ଛାତ୍ରଙ୍କ ଚାଲିଗଲା ଜୀବନ

କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍କୁଲରେ କବାଡ଼ି ଖେଳୁଥିବା ବେଳେ ଆହତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ ନାମ…

3 months ago

ବେକରେ ସାପ ଝୁଲାଇ ବଜାରରେ ବୁଲୁଥିଲେ ଯୁବକ, ଏପରି ଅବସ୍ଥା ହେଲାଯେ…

ଭଦ୍ରକ,୮ା୧: ଭଦ୍ରକ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ଦିନ, ବନ୍ତ ଅଞ୍ଚଳର ଜଣେ ଯୁବକ ବେକରେ ସାପ ଧରି…

3 months ago

ଶୁଭାରମ୍ଭ ହେଲା ଗୋଦାବରୀଶ ମିଶ୍ର ଆଦର୍ଶ ଯୋଜନା, ଛତ୍ରପୁର….

ଛତ୍ରପୁର,୮ା୧(ଦିଲ୍ଲୀପ ସାମଲ): ଖୋର୍ଦ୍ଧା ଜିଲ୍ଲାର ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜନ୍ମମାଟି ବାଣପୁରରୁ ୩୦ ଜିଲାରେ ପ୍ରଥମ ପର୍ଯ୍ୟାୟରେ ୧୧୮ ଗୋଟି ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର ଭିତ୍ତିପ୍ରସ୍ତର…

3 months ago

କଳାହାଣ୍ଡି ଘୁମୁରା ଉତ୍ସବ: ବାଦ୍ୟଯନ୍ତ୍ରରେ କେସିଙ୍ଗା କମ୍ପିଲା ସହର, ବ୍ଲକ ଅଧ୍ୟକ୍ଷ-ବିଡିଓଙ୍କୁ…

କେସିଙ୍ଗା,୮ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପକ୍ଷରୁ ୨୮ତମ ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୬ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ…

3 months ago

ମାସକରେ ୩ ଥର ତୁଷାରପାତ: ଘରୁ ବାହାରି ପାରୁନାହାନ୍ତି ଲୋକେ

ପଟାଙ୍ଗି,୮ା୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରମହକୁମାରେ ଶୀତ ଦିନକୁ ଦିନ ବଢ଼ିବାରେ ଲାଗିଥିବାବେଳେ ଅପରାହ୍ନ ପରେ ଘରୁ ବାହାରିବା ପାଇଁ ଲୋକେ ଇଚ୍ଛା…

3 months ago

ପୋଷ୍ଟ ଅଫିସ୍‌ ଜମାଖାତାରୁ ଟଙ୍କା ଗାଏବ: ଫେରାଇବା ଦାବିରେ ଜମାକାରୀ…

ବୌଦ୍ଧ,୮ା୧(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ସରସରା ଗ୍ରାମରେ ଥିବା ପୋଷ୍ଟ ଅଫିସରେ ଜମାଖାତାରୁ ଟଙ୍କା ଗାଏବ ହୋଇଥିବା ଜମାକାରୀମାନେ ଅଭିଯୋଗ କରିଛନ୍ତ। ଅଭିଯୋଗ…

3 months ago

ଲୁଟ୍‌ ପରେ ଚୋରି ଅଳଙ୍କାରକୁ ଘର ପଛପଟେ ଲୁଚାଇ ରଖିଥିଲେ ଦୁର୍ବୃତ୍ତ, ଅଚାନକ ଚଢାଉ କଲା ପୋଲିସ

ଖୋର୍ଦ୍ଧା,୮।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ମାର୍କେଟ କମ୍ପ୍ଲେକ୍ସ ଏକ ସୁନା ଦୋକାନରୁ ସୁନା ଅଳଙ୍କାର ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ।…

3 months ago