ଆମ ଜିଲା ଖବର

ମିଳିବ ଆବାସ, କିନ୍ତୁ ପ୍ରୋତ୍ସାହନ ରାଶି ନ ପାଇବା ଆଶଙ୍କା

ତେନ୍ତୁଳିଖୁଣ୍ଟି, ୧।୭(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲାର ହିତାଧିକାରୀ ୨୦୧୯ ମସିହାରୁ ପ୍ରଧାନମନ୍ତ୍ରୀ ଆବାସ ଗୃହ ପାଇନାହାନ୍ତି। ୨୦୨୩ରେ ତେନ୍ତୁଳିଖୁଣ୍ଟି ବ୍ଲକର ୩୩୩୩ ହିତାଧିକାରୀଙ୍କୁ ଆବାସ ଗୃହ କାର୍ଯ୍ୟାଦେଶ…

3 years ago

ବାରଣ ସତ୍ତ୍ୱେ ପର୍ଯ୍ୟଟକ ମାନୁନାହାନ୍ତି

ଖଣ୍ଡପଡା,୧ା୭(ଅଜୟ କୁମାର ମହାରଣା): ଖଣ୍ଡପଡା ବ୍ଳକ ଅଧିନ କଂଟିଲୋ ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ଶୈାଚାଳୟଟି ଅଂଚଳବାସୀଙ୍କ ପାଇଁ ବିପଦର କାରଣ ପାଲଟିବ ବୋଲି ସାଧାରଣରେ…

3 years ago

କୋମଣ୍ଡରେ ପୁଣି ବେଆଇନ ମାଙ୍କଡ଼ାପଥର ଖଣି

ନୟାଗଡ଼ ଅଫିସ,୧।୭(ଲୋକନାଥ ମିଶ୍ର)/ଓଡ଼ଗଁା(ଆଦର୍ଶ ପଟ୍ଟନାୟକ): ନୟାଗଡ଼ ଜିଲା ଓଡ଼ଗଁା ତହସିଲ କୋମଣ୍ଡ ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କ କାର୍ଯ୍ୟାଳୟ ଅଧୀନରେ ଥିବା କୋମଣ୍ଡ, ବାଦଭୂଇଁ, ଭଗବତୀପ୍ରସାଦ, ରୋହିବାଙ୍କ, ଉଦୟପୁର ଅଞ୍ଚଳରେ…

3 years ago

ଭାପୁରରେ ପ୍ରାଣୀ ଚିକିତ୍ସା ବିପର୍ଯ୍ୟସ୍ତ

ଭାପୁର, ୧ା୭(ଭରତ କୁମାର ବେହେରା ): ଭାପୁର ବ୍ଲକର ପ୍ରାଣୀ ଚିକିତ୍ସା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବ୍ଲକର ଜନସାଧାରଣ କୃଷି ସହ ପଶୁ ପାଳନକୁ ପେଶା କରି ଭଲ…

3 years ago

ଆବାସ ମିଳିଲାନି, ଭଙ୍ଗା କାନ୍ଥ ନେଲା ଜୀବନ

ଅନୁଗୋଳ, ୧ା୭ (ଅମିତ କୁମାର ସାମଲ): ମୁଣ୍ଡ ଗୁଞ୍ଜିବାକୁ ଘର ଖଣ୍ଡେ ନ ଥିଲା। ସେଥିପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କା ଘରଟିଏ ଯୋଗାଇ ଦେବାକୁ ପ୍ରଶାସନ…

3 years ago

ବାଜିବ ସାଇରନ୍‌, ଜଳିବ ଲାଇଟ୍‌

ଢେଙ୍କାନାଳ, ୧।୭(ରତନ ନାୟାର): ଢେଙ୍କାନାଳ ଜିଲାରେ ହାତୀ-ମଣିଷ ସଂଘର୍ଷ ରୋକିବାରେ ବାରମ୍ବାର ବିଫଳ ହେଉଥିବା ବନ ବିଭାଗ ପୁଣି ଥରେ ବୈଷୟିକ ଜ୍ଞାନକୌଶଳ ଉପରେ ନିର୍ଭର କରିଛି।…

3 years ago

ଗଞ୍ଜାମରେ ଦୁର୍ଘଟଣାଜନିତ ମୃତ୍ୟୁ ଥମୁନି

ଛତ୍ରପୁର,୧ା୭(ସନ୍ତୋଷ ପାଢୀ): ରାଜ୍ୟରେ ଗଞ୍ଜାମ ଜିଲାରେ ସର୍ବାଧିକ ସଡ଼କ ଦୁର୍ଘଟଣା ଘଟୁଛି। କିଛିବର୍ଷ ହେଲା ଏଥିଜନିତ ମୃତ୍ୟୁ ସଂଖ୍ୟା ଅଧିକ ରହୁଥିବା ଦେଖିବାକୁ ମିଳୁଛି ା ଏନେଇ…

3 years ago

ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୭(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନାବାଳିକା ବଳାତ୍କାର ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ଆଡ଼ହକ୍‌ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଶୁକ୍ରବାର ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ…

3 years ago

ସହରରେ ଟ୍ରାଫିକ ସମସ୍ୟା ଗୁରୁତର

କେନ୍ଦୁଝର,୧ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ସହରରେ ଟ୍ରାଫିକ ସମସ୍ୟା ଗୁରୁତର ହେଉଛି। ବିଶେଷ କରି ରାମ ରାମ ଗଳି ରାସ୍ତାରେ ଦିନକୁ ଦିନ…

3 years ago

ରାଜେନ୍ଦ୍ରଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ନାଉଗଁା,୧ା୭(ସୁଧା ବେହୁରା): ନାଉଗଁା ବ୍ଲକ ଅନ୍ତର୍ଗତ ଗୋଠଦା ଗ୍ରାମର ରାଜେନ୍ଦ୍ର ମଲିକ କର୍କଟ ରୋଗରେ ପୀଡ଼ିତ। ତାଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜିଛି। ଏନେଇ ପରିବାର ଲୋକେ…

3 years ago