ଆମ ଜିଲା ଖବର

କଳାହାଣ୍ଡି ଜିଲା: ଜଣେ ମହିଳା ପାଇଛନ୍ତି ସୁଯୋଗ

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ):ସ୍ବାଧୀନତା ପରେ କଳାହାଣ୍ଡି ଜିଲାରେ କେବଳ ଜଣେ ମହିଳା ବିଧାୟିକା ହେବାର ଗୌରବ ଅର୍ଜନ କରିଛନ୍ତି। ସେ ହେଉଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଧର୍ମଗଡ଼…

3 years ago

ଗାଁରେ ପଡୁନି ପ୍ରଶାସନିକ ଅଧିକାରୀଙ୍କ ପାଦ

ଦଶମନ୍ତପୁର,୨୬ା୧୨ (ଅରବିନ୍ଦ ନାୟକ): ସ୍ବାଧୀନତାର ଦୀର୍ଘବବର୍ଷ ପରେ ମଧ୍ୟ କୋରାପୁଟ ଜିଲା ଦଶମନ୍ତପୁର ବ୍ଲକରେ ପ୍ରଶାସନିକ ଅଧିକାରୀମାନଙ୍କ ପାଦ ପଡୁନି। ଫଳରେ ବ୍ଲକର ବିଭିନ୍ନ ଗ୍ରାମରେ ବହୁ…

3 years ago

ଓଡ଼ିଶା ସାଇନିଂ ଆଇକନରେ ଚମକିଲେ ନିଖିତା

ଅନୁଗୋଳ,୨୬।୧୨(ଅମିତ ସାମଲ): ରାଉରକେଲା ସହରର ଭଞ୍ଜ ଭବନଠାରେ ଅନୁଷ୍ଠିତ ଓଡ଼ିଶା ସାଇନିଂ ଆଇକନର ସବ୍‌ ଜୁନିଅର ବର୍ଗରେ ଚମକିଛନ୍ତି ଅନୁଗୋଳ ଝିଅ ନିଖିତା ସାହୁ। ପ୍ରାୟ ୧୦…

3 years ago

୨ ବିଭାଗ ଟଣାଓଟରା, ରାସ୍ତା କାମ ବନ୍ଦ

ନୀଳଗିରି,୨୬।୧୨(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର ଜୀବନରେଖା ପାଲଟିଥିବା ଶେରଗଡ଼-ନୀଳଗିରି-ଝରଣଘାଟି (ଏସ୍‌.ଏନ୍‌.ଜେ) ୧୯ନଂ. ରାଜ୍ୟ ରାଜପଥ ମରଣଯନ୍ତା ପାଲଟିଛି। ଦୁଇ ବିଭାଗ ମଧ୍ୟରେ ଟଣାଓଟରା ଯୋଗୁ…

3 years ago

କାମିୟା ବିବାଦର ଯାଞ୍ଚ ହେଉ: ଭିଏଚ୍‌ପି

ପୁରୀ,୨୫ା୧୨(ଅଜିତ୍‌ ମହାନ୍ତି): ୟୁଟ୍ୟୁବର୍‌ କାମିୟା ଜାନିଙ୍କ ଶ୍ରୀମନ୍ଦିର ପ୍ରବେଶକୁ ନେଇ ଉଠିଥିବା ବିବାଦର ଯାଞ୍ଚ କରିବା ପାଇଁ ରାଜ୍ୟ ସରକାରଙ୍କୁ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ…

3 years ago

ରାଉରକେଲା ପରେ ବଲାଙ୍ଗୀର: ଝାଡ଼ାବାନ୍ତିରେ ୨ ମୃତ୍ୟୁ

ବଲାଙ୍ଗୀର/କଣ୍ଟାବାଞ୍ଜି, ୨୫।୧୨( ସୁନୀଲ କୁମାର ମହାନ୍ତି): ରାଉରକେଲା ପରେ ଏବେ ବଲାଙ୍ଗୀରରେ ଝାଡ଼ାବାନ୍ତି ଆତଙ୍କ ଦେଖାଯାଇଛି। ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ ଝାଡ଼ାବାନ୍ତିରେ ୨ ଜଣଙ୍କର ମୃତ୍ୟୁ ଘଟିଛି।…

3 years ago

ଧାରୁଆ ଅସ୍ତ୍ରରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଜୀବନ ନେଇ ଦୌଡ଼ିଲେ 

ଲୋଇସିଂହା,୨୫।୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ମାଣ୍ଡିଆପଦର ଛକରେ ହୀରାପୁର ଗ୍ରାମର ମାନସ କୁମାର ପଧାନଙ୍କୁ  ମରଣାନ୍ତକ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି।…

3 years ago

ଗୋପପୁର ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ

ବରଗଡ଼,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଜାନୁଆରୀ ୧୫ତାରିଖରୁ ଆରମ୍ଭ ହେବ। ଏହି ମହୋତ୍ସବରେ ମଥୁରା ନଗରୀ ପାଲଟୁଥିବା ବରଗଡ଼ ସହରର ହାଟପଦା ସଞ୍ଚାର ମଣ୍ଡଳୀରେ…

3 years ago

ଜାନୁୟାରୀରୁ ରାଶନ ବଣ୍ଟନ ବନ୍ଦ କରିବେ ଡିଲର

ସମ୍ବଲପୁର,୨୫।୧୨ (ଭବାନୀ ଶଙ୍କର ଭୋଇ): କରୋନା ଆରମ୍ଭରୁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ବଣ୍ଟନ କରିଥିବା ରାଶନ ବାବଦରେ ସରକାରୀ ନିଯୁକ୍ତ ଡିଲରମାନଙ୍କୁ କମିଶନ ମିଳି ନ…

3 years ago

ବ୍ୟାଟିଂ କରୁଥିବା ବେଳେ ପଡ଼ିଗଲେ ବିଧାୟକ, ମୁଣ୍ଡରେ ଲାଗିଲା ଆଘାତ

ଭବାନୀପାଟଣା,୨୫।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ବେଲଖଣ୍ଡିଠାରେ ସୋମବାର କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହାକୁ ଉଦ୍‌ଘାଟନ କରିବାକୁ ମୁଖ୍ୟ…

3 years ago