ଆମ ଜିଲା ଖବର

ଯାଜପୁରର ଲାଇଫ୍‌ଲାଇନ୍‌ ବାଇପାସ୍‌ ରୋଡ୍‌ କାର୍ଯ୍ୟ ସରୁନି

ଯାଜପୁର ଟାଉନ,୧୧।୧୦(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି): ଯାଜପୁର ସହରକୁ ଟ୍ରାଫିକ୍‌ ସମସ୍ୟାରୁ ମୁକ୍ତ କରିବା ସହ ବିରଜା ଓ ଅନ୍ୟ ମନ୍ଦିରକୁ ଆସୁଥିବା ଯାତ୍ରୀଙ୍କ ପଥକୁ ସୁଗମ କରିବା…

3 years ago

ଅଧ୍ୟାପକ ହେବାକୁ ଲକ୍ଷ୍ୟ ରଖିଥିବା ଜଗବନ୍ଧୁ ଏବେ ଶଯ୍ୟାଶାୟୀ

ପରଜଙ୍ଗ,୧୧।୧୦: (ନିଗମାନନ୍ଦ ଦଳବେହେରା): ଇଚ୍ଛା ଥିଲା ଅଧ୍ୟାପକ ହେବେ। ରାଜମିସ୍ତ୍ରି କାମ କରୁଥିବା ବାପାଙ୍କ ଅଭାବୀ ସଂସାରର ବୋଝକୁ ସହଜ କରିଦେବେ। ସେଥିପାଇଁ ନାନା ଅଭାବ ଅସୁବିଧା…

3 years ago

୨୦ ତାରିଖ ସୁଦ୍ଧା ନିର୍ଦ୍ଧାରଣ ହେବ ଭଡ଼ା

ତାଳଚେର,୧୧।୧୦ (ମନୋଜ ନନ୍ଦ): ତାଳଚେରରେ କୋଇଲା ପରିବହନ ଓ ଟ୍ରକ୍‌ର ଉଚିତ ଭଡ଼ାକୁ ନେଇ ସ୍ଥାନୀୟ ଉପଜିଲାପାଳ ମନୋଜ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର…

3 years ago

କରୋନା ପରେ ମାନସିକ ସମସ୍ୟା ବଢିଛି

ଭଦ୍ରକ/ତିହିଡ଼ି/ବାସୁଦେବପୁର/ ବନ୍ତ/ଚାନ୍ଦବାଲି/ଧାମନଗର,୧୧।୧୦ (ସନାତନ ରାଉତ/ସଞ୍ଜିତ ବଳ/ ନାରାୟଣ ପ୍ରସାଦ ବାରିକ/ହରିନାରାୟଣ ମହାନ୍ତି/ କିଶାନ ପାତ୍ର/ଦେବେନ୍ଦ୍ର ଆନ୍ଦିଆ/ ସନ୍ତୋଷ ମହାପାତ୍ର): ଭଦ୍ରକ ଜିଲାର ୭ ବ୍ଲକ ଅଧୀନ ୨୧୮…

3 years ago

ଗଛରେ ବାନ୍ଧି ୨ ଯୁବକଙ୍କୁ ମାଡ଼

ମୋରଡ଼ା,୧୧।୧୦(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ଧଡ଼ାସାହି ପଞ୍ଚାୟତର ସାହାରଯୋଡ଼ି ଗାଁରେ ଛେଳି ଚୋରି ଅଭିଯୋଗରେ ୨ ଯୁବକଙ୍କୁ ଗ୍ରାମବାସୀ ଗଛରେ ବାନ୍ଧି ନିସ୍ତୁକ…

3 years ago

ରଣକ୍ଷେତ୍ର ପାଲଟିଲା ଭଦ୍ରକ ମେଡିକାଲ ପରିସର

ଭଦ୍ରକ,୧୧।୧୦(ସନାତନ ରାଉତ): ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ମଙ୍ଗଳବାର ରାତିରେ ରଣକ୍ଷେତ୍ର ପାଲଟଛି। ଛୁରାମାଡ଼ରେ ଦୁଇଜଣ  ଆହତ ହୋଇଛନ୍ତି।  ପୋଲିସକୁ ଆକ୍ରମଣ ପରେ ଲାଠି ଚାର୍ଜ ହୋଇଛି।…

3 years ago

୩ ମାସରେ ଡ୍ରେନ୍‌ ଫାଟି ଆଁ

ରାଇବଣିଆ, ୧୧।୧୦(ନବୀନ ସାହୁ):ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ପେଣ୍ଡରାସାହି ଗ୍ରାମର ୪ ନଂ. ୱାର୍ଡରେ ୩ ମାସ ହେଲା ନିର୍ମାଣ ହୋଇଥିବା ଡ୍ରେନ ଏବେ…

3 years ago

ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ବିଧାୟକ

ଧାମନଗର, ୧୧।୧୦ (ଦେବେନ୍ଦ୍ର ଆନ୍ଦିଆ): ରାଜ୍ୟ ରାଜପଥର ମାନ୍ୟତା ପାଇଥିବା ଭଦ୍ରକ-ଆଖଣ୍ଡଳମଣି ରାସ୍ତା ଅବସ୍ଥା ଅତ୍ୟନ୍ତ ଜରାଜୀର୍ଣ୍ଣ। ମରଣଯନ୍ତା ପାଲଟିଥିବା ଏହି ରାସ୍ତାର ଅବସ୍ଥାକୁ ନେଇ ଧାମନଗର…

3 years ago

ସ୍ତ୍ରୀଙ୍କ ତଣ୍ଟିଚିପି ରାସ୍ତାକଡ଼ରେ ଫିଙ୍ଗିଦେଲେ

ବାସୁଦେବପୁର, ୧୧।୧୦(ନାରାୟଣ ପ୍ରସାଦ ବାରିକ୍‌): ସ୍ତ୍ରୀଙ୍କ ତଣ୍ଟିଚିପି ହତ୍ୟା କରି ରାସ୍ତାକଡ଼ରେ ଫିଙ୍ଗିଦେଲେ ସ୍ବାମୀ। ଏଭଳି ଏକ ନୃଶଂସ ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲା ବାସୁଦେବପୁର…

3 years ago

ପଡ଼ିଆରେ ଶୋଇଥିବା ବେଳେ ଚଢ଼ିଗଲା ଟ୍ରକ୍‌

କାମାକ୍ଷାନଗର, ୧୧।୧୦(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା ମହାବିରୋଡ଼ ଥାନା କୁଟୁରିଆ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପଡ଼ିଆରେ ଶୋଇଥିବା ଏକ ଆଦିବାସୀ ମଲ୍ଲାର…

3 years ago