ଭଣ୍ଡାରିପୋଖରୀ,୧।୧୦(ରବିନାରାୟଣ ଖିଲାର): ଗାନ୍ଧୀ ଜୟନ୍ତୀ ପାଳନ କରିବେ ନାହିଁ ବୋଲି ସରପଞ୍ଚ ସଂଘ ପକ୍ଷରୁ ନିଷ୍ପତ୍ତି ହୋଇଛି। ଏହି ପରିପ୍ରେକ୍ଷୀରେ ଭଣ୍ଡାରିପୋଖରୀ ବ୍ଲକ ସରପଞ୍ଚ ସଂଘ ପକ୍ଷରୁ…
ଛତ୍ରପୁର,୧ା୧୦(ସନ୍ତୋଷ ପାଢ଼ୀ): ଛତ୍ରପୁର ବିଦ୍ୟୁତ୍ ନିର୍ବାହୀ ଯନ୍ତ୍ରୀ ଡିଭିଜନ ଅଧୀନରେ କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ଛଟେଇ ମସୁଧା ନେଇ ରବିବାର ସ୍ଥାନୀୟ କାର୍ଯ୍ୟଳୟ ସମ୍ମୁଖରେ ପ୍ରତିବାଦ ସହ…
ଦାରିଙ୍ଗବାଡ଼ି,୧ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦେଇ ବାହାର ଜିଲାକୁ ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ପୋଲିସ ଦୁଇ ଜଣକୁ ଗିରଫ କରିବା ସହ ସେମାନଙ୍କଠାରୁ ୫ କେଜି…
କେନ୍ଦୁଝର,୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଟ୍ରେନ୍ ନମ୍ବର ୧୮୪୧୫ ବଡ଼ବିଲ-ପୁରୀ ଏକ୍ସପ୍ରେସ ଟ୍ରେନର ସମୟ ତାଲିକା ବଦଳିଛି। ପୁରୁଣା ସମୟର ଏକ ଘଣ୍ଟା ପୂର୍ବରୁ ଏହି ଟ୍ରେନ୍ ଚାଲିବ।…
ଦାରିଙ୍ଗବାଡ଼ି,୧ା୧୦(ଅରୁଣ ସାହୁ): ଦାରିଙ୍ଗବାଡ଼ିରେ ରବିବାର ସଫେଇ କାର୍ଯ୍ୟ କରାଯିବା ବେଳେ ଦାରିଙ୍ଗବାଡି ବଜାର ଭିତରେ ରହିଥିବା ବ୍ୟାଙ୍କ କାର୍ଯ୍ୟାଳୟ ମଧ୍ୟରେ କୁଢ଼କୁଢ଼ ଅଳିଆ ଆବର୍ଜନା ପଡ଼ିରହିଥିଲା। ସ୍ଥାନୀୟ…
ଛତ୍ରପୁର,୧ା୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅଧୀନ ଆର୍ଯ୍ୟପଲ୍ଲୀ ରାଜସ୍ବ ଗ୍ରାମର ଲୋକେ ପଟ୍ଟା ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନ ୨୧…
ମାଲକାନିଗିର,୧।୧୦: ମାଲକାନିଗିରି ଚିତ୍ରକୋଣ୍ଡା ଅଞ୍ଚଳରୁ ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚୋରା ଚାଲାଣ ହେଉଥିଲା ବେଳେ ଧରାପଡ଼ିଛି। ଏହି ସମୟରେ ଗୌଡଗୁଡା ଛକ ନିକଟରେ ଏକ କାରଟିକୁ ଅବକାରୀ ବିଭାଗ…
ଯାଜପୁର,୧।୧୦: ଯାଜପୁର ଜିଲା ବିଞ୍ଝାରପୁର ଥାନା ସିଂହପୁର ଖରସ୍ରୋତା ମହାବିଦ୍ୟାଳୟ ପଛ କେନାଲରୁ ଯୁବକଙ୍କ ରଶିରେ ବନ୍ଧା ମୃତଦେହ ମିଳିଛି । ବିଞ୍ଝାରପୁର ପୋଲିସର ତଦନ୍ତ ଆରମ୍ଭ…
ବାଲେଶ୍ୱର,୧।୧୦(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ରେମୁଣା ଅଞ୍ଚଳରେ କ୍ଷୀରଚୋରା ଗୋପୀନାଥ ମନ୍ଦିର ନିକଟରେ ଥିବା ଏକ ଏସ୍ବିଆଇ ଏଟିଏମ୍ରୁ ଲୁଟ୍ ହୋଇଛି। ଶନିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ…
ରାଉରକେଲା,୧।୧୦(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ଜଗଦା ସ୍ଥିତ ସାମୂଦାୟିକ କଲ୍ୟାଣ ସୋସାଇଟି (ସିଡବ୍ଲ୍ୟୁଏସ୍) ଜେନେରାଲ ହସ୍ପିଟାଲ ଅବ୍ୟବସ୍ଥାରେ ଚାଲିଛି। ଏଠାକୁ ଆସୁଥିବା ରୋଗୀଙ୍କୁ ଆବଶ୍ୟକ ଚିକିତ୍ସା ସୁବିଧା ମିଳୁ…