ରିଆମାଳ,୧୯ା୬(ନିରଞ୍ଜନ ବେହେରା) ଦେବଗଡ଼ ଜିଲା କଂଗ୍ରେସ ସଭାପତି ପରିବର୍ତ୍ତନ ପରେ ଦଳୀୟ କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ରିଆମାଳ ବ୍ଲକ ନାଉଲିପଡ଼ାଠାରେ ବ୍ଲକ କଂଗ୍ରେସ କମିଟିର…
କୁଚିଣ୍ଡା,୧୯ା୬(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇ ଯାଉଥିବା ଏକ ଘରୋଇ ବସ୍ ଧକ୍କାରେ ଜଣେ ମହିଳା ଗୁରୁତର ହୋଇ କୁଚିଣ୍ଡା ମେଡିକାଲରେ ଚିକିତ୍ସିତ ହେଇଛନ୍ତି। ମା’…
ବ୍ରହ୍ମପୁର,୧୯ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗୋଷାଣିନୂଆଗାଁ ଥାନା ପୋଲିସ ୱାରେଣ୍ଟ ବଳରେ ଆନ୍ଧ୍ରପ୍ରଦେଶରୁ ଜଣେ ବ୍ୟବସାୟୀଙ୍କୁ ଗିରଫ କରିଛି। ସେ ହେଲେ ଆର. କିଶୋର ପଟ୍ଟନାୟକ(୪୫)। ଗୋଷାଣିନୂଆଗାଁ ଥାନା…
ମାଲକାନଗିରି,୧୯ା୬(ଦୁର୍ଯ୍ୟୋଧନ ପାତ୍ର): ସାଧାରଣତଃ ସମୁଦ୍ରରେ ସାର୍କ, ତିମି, ଭଳି ବିରାଟ ବିରାଟକାୟ ମାଛ ଧରା ଯାଇଥାଏ। ଏହି ମାଛକୁ ଦେଖିବା ପାଇଁ ପ୍ରବଳ ଭିଡ଼ ହେଉଥିବା ବେଳେ…
ମାଲକାନଗିରି,୧୯ା୬(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ପୋଲିସ ଗତ ୨୫ ଦିନ ମଧ୍ୟରେ ୧୮ ଲକ୍ଷ ଟଙ୍କାର ଦୁଇ ହଜାର ଟଙ୍କିଆ ନୋଟ୍ ଜବତ କରିବା ସହ ୬ ଜଣଙ୍କୁ…
ଦେବଗଡ଼,୧୯ା୬(ଶଶାଙ୍କ ଶେଖର ଝାଙ୍କର): ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ବାରକୋଟ ବନାଞ୍ଚଳ କଲା ଫରେଷ୍ଟ ସେକ୍ସନ ହରେକୃଷ୍ଣପୁର ଗ୍ରାମରେ ଏହି ଅଘଟଣ ଘଟିଛି। ସୋମବାର…
ସୋରଡ଼ା,୧୯ା୬(ଲମ୍ବୋଦର ପାଣିଗ୍ରାହୀ): ଅଞ୍ଚଳର ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋରଡା,ବଡ଼ଗଡ଼ ୨ ଜଗନ୍ନାଥ ମନ୍ଦିରରେ ସୋମବାର ନବଯୌବନ ବେଶ ଦର୍ଶନ ପାଇଁ ପ୍ରବଳ…
ଭବାନୀପାଟଣା,୧୯।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ବୋଣ୍ଡୋଗୁଡା ରତ୍ନପଥର ଖଣିକୁ ସ୍ଥାନୀୟ କିଛି ଲୋକ ବେଆଇନ ଭାବେ ଖନନ କରୁଥିବା ଘଟଣା ଗତ…
ଖଡ଼ିଆଳ,୧୯।୬(ସୁଜିତ୍ ପ୍ରଧାନ): ଗତ କିଛିଦିନ ହେବ ଓଡ଼ିଶା ହଟ୍ସ୍ପଟ୍ ପାଲଟିଛି। ପାରଦ ଉପରମୁହଁା ରହିଛି। ପ୍ରଚଣ୍ଡ ଗ୍ରୀଷ୍ମରେ ସାରା ରାଜ୍ୟ ବେହାଲ। ଆକାଶରୁ ବର୍ଷୁଛି ଅଗ୍ନି। ସୂର୍ଯ୍ୟ…
ଲାଠୋର, ୧୯ା୬(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସେଣ୍ଟ୍ରାଲ ବ୍ୟାଙ୍କରେ ଗ୍ରାହକଙ୍କୁ ଉପଯୁକ୍ତ ସେବା ଉପଲବ୍ଧ ହେଉନାହିଁ। ଏଥିପାଇଁ ଗ୍ରାହକମାନେ ଦାବି କରି ଆସୁଥିଲେ…