ଆମ ଜିଲା ଖବର

ଘୋଡାହାଡ଼ ଡ଼୍ୟାମରେ କୁମ୍ଭୀର ଗଣନା ଆରମ୍ଭ

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ଗାଁ ପଞ୍ଚାୟତ ଘୋଡ଼ାହାଡ଼ ଡ଼୍ୟାମରେ ରାଜ୍ୟ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅଧୀନ…

3 months ago

ବିଲକୁ ଯାଇଥିବାବେଳେ ବାର୍‌ହା ସହ ମୁହାଁମୁହିଁ ହୋଇଗଲେ ଚାଷୀ, ତା’ପରେ…

ଭୁବନ,୬।୧( ବିପିନ ବିହାରୀ ସେଠୀ) : ଢେଙ୍କାନାଳ ଜିଲା ଭୁବନ ଥାନା ଏକତାଳି ଗ୍ରାମର ଅରୁଣ ମନ୍ତ୍ରୀ (୬୫) ମଙ୍ଗଳବାର ବାର୍‌ହା ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି…

3 months ago

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନକୁ ସେବା ଦିବସ ଭାବେ ପାଳିତ, ସ୍ଵେଚ୍ଛାକୃତ ରକ୍ତଦାନ କଲେ ଦଳୀୟ ନେତା ଓ କର୍ମୀ

କେନ୍ଦୁଝର,୬।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ୍ମଦିନ ଉପଲକ୍ଷେ ଆଜି କେନ୍ଦୁଝର ଜିଲା ଭାଜପା କାର୍ଯ୍ୟାଳୟରେ ଏକ ମେଗା ରକ୍ତଦାନ ଶିବିର ଆରମ୍ଭ…

3 months ago

ଗୋଟିଏ ଘରୁ ଉଠିଲା ଦୁଇଟି କୋକେଇ: ଏକାବେଳେ ଆରପାରିକୁ ଚାଲିଗଲେ ମା’ ପୁଅ

ଜୟପୁର,୬।୧(ପବନ ପାଣିଗ୍ରାହୀ): ବିଧିର ବିଧାନ। ମାଆର ମୃତ୍ୟୁ ସହି ପାରିଲେନି ପୁଅ। ହୃଦ୍‌ଘାତରେ ଚାଲିଗଲା ୪୫ ବର୍ଷୀୟ ପୁଅର ଜୀବନ। ଗୋଟିଏ ଘରୁ ଉଠିଲା ଦୁଇଟି କୋକେଇ।…

3 months ago

ପୁରୀ ଶ୍ରୀମନ୍ଦିର ଭିତରକୁ ବାହାର ଘିଅ ପ୍ରବେଶ ଘଟଣା, ୭ ଦିନ ଭିତରେ ଉତ୍ତର ରଖିବାକୁ ନୋଟିସ୍

ପୁରୀ,୬।୧(ଅଜିତ କୁମାର ମହାନ୍ତି)  ଶ୍ରୀମନ୍ଦିର ପରିସରକୁ ଅଧିକୃତ ଓମଫେଡ ଘିଅ ବଦଳରେ ବାହାରୁ ଅନ୍ୟ ଖୋଲା ଘିଅ ବାହାର ଲୋକଙ୍କ ଦ୍ୱାରା ନିଆଯାଇଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ…

3 months ago

ଧାନ ଉଠେଇଲେନି ମିଲର୍ସ: ଦାବି ପୂରଣ ନ ହେବାରୁ…

ବରଗଡ଼,୬।୧(ପ୍ରେମାନନ୍ଦ ଖମାରୀ): ଆଉ ୨ସପ୍ତାହ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ୨ମାସ ବିତିବ। ହେଲେ ଜିଲାରେ ଧାନ କିଣାବିକା ସମସ୍ୟା ଅସମାହିତ ରହିଛି।…

3 months ago

ମିଲର୍ସଙ୍କ ଆନ୍ଦୋଳନ ପରେ ବଢ଼ିଲା ଧାନ ବିକ୍ରି ଜଟିଳତା

ବରଗଡ଼,୬।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ଲାଗି ରହିଛି। ଜିଲାରେ ମଣ୍ଡି ଖୋଲିବାର ମାସାଧିକ କାଳ ବିତିଯାଜଛି। ଧାନ କିଣାବିକା ବ୍ୟବସ୍ଥା ଠିକ୍‌ ଭାବରେ…

3 months ago

ମିଲରଙ୍କ ଆନ୍ଦୋଳନ, ଧାନ ଉଠାଣ ବନ୍ଦ

ଭବାନୀପାଟଣା,୬ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଗତ ନଭେମ୍ବର ୨୯ରୁ ଆରମ୍ଭ ହୋଇଥିଲା। ହେଲେ ପ୍ରାରମ୍ଭିକ ପର୍ଯ୍ୟାୟରେ ମିଲରଙ୍କ ସହଯୋଗ ମନୋବୃତ୍ତି…

3 months ago

ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ଗଣବଳାତ୍କାର, କପା ବାଡ଼ରେ କାମ କରିବା ବେଳେ ୩ ଜଣ…

ରାୟଗଡ଼ା/ଗୁଡ଼ାରୀ,୬/୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ଗୁଡ଼ାରୀ ଥାନା ଅନ୍ତର୍ଗତ ନାଇରା ଗାଁରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ସୋମବାର ଅପରାହ୍ନ ପ୍ରାୟ ୪ଟା ସମୟରେ ଜଣେ…

3 months ago

୪ ଦିନ ପରେ ଚିଲିକାରୁ ହଟିଲା କଟକଣା, କୁହୁଡ଼ିକୁ ଦେଖି ଡଙ୍ଗା ଓ ଭସାପୋଲ ଚଳାଚଳ ପାଇଁ ନିଷ୍ପତ୍ତି

କୃଷ୍ଣପ୍ରସାଦ,୬।୧: ୪ ଦିନ ପରେ ଚିଲିକାରୁ ହଟିଲା କଟକଣା । କୁହୁଡ଼ିକୁ ଦେଖି ଡଙ୍ଗା ଓ ଭସାପୋଲ ଚଳାଚଳକୁ ସ୍ୱାଭାବିକ କରିବାକୁ ନିର୍ଦ୍ଦେଶ ଦେଇଛି ଜିଲା ପ୍ରଶାସନ…

3 months ago