ବିଞ୍ଝାରପୁର,୧୮।୪:(ଡି.ଏନ.ଏ.) ଯାଜପୁର ଜିଲା ବିଞ୍ଝାରପୁର ଥାନା ଅଧୀନ ଟିଣା ପଞ୍ଚାୟତରେ ଏକ ରାସ୍ତା ନିର୍ମାଣକୁ ବିରୋଧ କରିବାକୁ ନେଇ ଗଣ୍ଡଗୋଳ ଘଟିଛି ା ରାସ୍ତା ନିର୍ମାଣ କରୁଥିବା…
ପୁରୀ ଅଫିସ, ୧୮ା୪: ଚଳିତ ମାସ ୨୩ ତାରିଖରେ ମହାପ୍ରଭୁଙ୍କ ପବିତ୍ର ଅକ୍ଷୟ ତୃତୀୟା ଅନୁଷ୍ଠିତ ହେବ। ଏହି ଦିନଠାରୁ ନରେନ୍ଦ୍ର ପୁଷ୍କରିଣୀରେ ବାହାରଚନ୍ଦନଯାତ୍ରା ଆରମ୍ଭ ହେବା…
ବରୀ,୧୮।୪:(ଡି.ଏନ.ଏ.) ବିଜୁ ପଟ୍ଟାନାୟକଙ୍କ ପୂଣ୍ୟତିଥିରେ ବରୀ ବ୍ଲକ୍ ଅଧୀନ ଅଟିରା ପଞ୍ଚାୟତ କାର୍ଯ୍ୟାଳୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ବରୀ ବିଧାୟିକା ସୁନନ୍ଦା ଦାସ ବିଜୁ…
ପୁରୀ ଅଫିସ, ୧୮ା୪:: ହିନ୍ଦୁମାନଙ୍କ ଶ୍ରେଷ୍ଠ ଚାରି ଧାମ ମଧ୍ୟରୁ ଶ୍ରୀକ୍ଷେତ୍ର ଅନ୍ୟତମ। କଳା, ସଂସ୍କୃତି ଓ ଐତିହ୍ୟର ଏହି କ୍ଷେତ୍ର ଦେଶର ଅନ୍ୟତମ ପ୍ରାଚୀନ ଐତିହ୍ୟ…
ଯାଜପୁର ଟାଉନ,୧୮।୪: (ଡି.ଏନ.ଏ.) ଅଖିଳ ଭାରତ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ପ୍ରଦେଶ କଂଗ୍ରେସର ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ବାନରେ ଯାଜପୁର ଜିଲା କଂଗ୍ରେସ କମିଟି ପକ୍ଷରୁ…
ଯାଜପୁର ଅଫିସ,୧୮ା୪: ଗ୍ରୀଷ୍ମର ପ୍ରକୋପ ବଢ଼ିଛି। ଏଥିଯୋଗୁ ଭୂତଳ ଜଳସ୍ତର ଧୀରେ ଧୀରେ କମିବାରେ ଲାଗିଛି। ଏହାସହ ନଳକୂପ, ନଈ, ପୋଖରୀ, ଖୋଲା କୂପ ଆଦି ଶୁଖିଲାଣି।…
ବଇଣ୍ଡା,୧୮।୪: (ଡି.ଏନ.ଏ.) ଆଠମଲ୍ଲିକ ଉପଖଣ୍ଡରେ ଥିବା ହାଇସ୍କୁଲଗୁଡ଼ିକ ମଧ୍ୟରୁ ସର୍ବାଧିକ ଛାତ୍ରୀଛାତ୍ର ଏଠାରେ ପଢ଼ୁଛନ୍ତି। ହଷ୍ଟେଲ ସୁବିଧା ଥିବାରୁ ଜିଲା ବାହାରର ଛାତ୍ରୀମାନେ ଏହି ବିଦ୍ୟାଳୟରେ ପଢ଼ିବାକୁ…
ଡେଙ୍କାନାଳ ଅଫିସ୍,୧୮।୪: ଢେଙ୍କାନାଳ ସଂସଦୀୟ କ୍ଷେତ୍ର ମଧ୍ୟଦେଇ ଯାଇଥିବା ୫୫ ଓ ୧୪୯ ନମ୍ବର ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବାରେ ଅହେତୁକ ବିଳମ୍ବ ହେଉଛି।…
ଡେଙ୍କାନାଳ ଅଫିସ୍,୧୮।୪: ଉନ୍ନତ ଭିତ୍ତିଭୂମି, ଶିକ୍ଷାଦାନରେ ଗୁଣବତ୍ତା, କର୍ମଶାଳା, ପାଠଚକ୍ର, ପରୀକ୍ଷାଫଳ, ପରିବେଶ ଆଦିକୁ ନେଇ ଏଜୁକେଶନ ଓ୍ବାଲର୍ଡ ପକ୍ଷରୁ ସର୍ବଭାରତୀୟସ୍ତରରେ ସ୍ବୟଂଶାସିତ ମହାବିଦ୍ୟାଳୟଗୁଡ଼ିକର ର଼୍ୟାଙ୍କିଙ୍ଗ କରାଯାଇଥିବାବେଳେ…
ଛତ୍ରପୁର/ହିଞ୍ଜିଳିକାଟୁ,୧୭ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ପରିଷଦ ଦେଶରେ ଶ୍ରେଷ୍ଠ ଏବଂ ହିଞ୍ଜିଳି ବ୍ଲକକୁ ଭାରତ ସରକାରଙ୍କ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ପଞ୍ଚାୟତ…