ବୈଶାଖର ପ୍ରଥମ ସୋମବାର ଆରଡି,୧୮।୪ (ଡି.ଏନ.ଏ.) ବୈଶାଖ ମାସର ପ୍ରଥମ ସୋମବାର ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ୫ଶହରୁ ଅଧିକ ଗୋପାଳ ଜଳଲାଗି କରିଛନ୍ତି। ଭୋର…
ସରୁନି ଜଳାଶୟ କାମ କେନ୍ଦୁଝର,୧୮।୪(ସ୍ବ.ପ୍ର.) ବନ୍ୟଜନ୍ତୁଙ୍କ ପାଇଁ ଜଙ୍ଗଲରେ ଜଳ ସୁବିଧା ପାଇଁ ବନ ବିଭାଗ ପକ୍ଷରୁ ଜଳାଶୟ ଖନନ କରାଯାଉଛି। ତେବେ ଉପଯୁକ୍ତ ତଦାରଖ ଅଭାବରୁ…
କେନ୍ଦୁଝର ପୌରପାଳିକା କେନ୍ଦୁଝର,୧୮।୪(ସ୍ବ.ପ୍ର.)କେନ୍ଦୁଝର ଜିଲା ମୁଖ୍ୟାଳୟ ତଥା ପୌରପାଳିକାରେ ସାଇକେଲରେ ବୁହା ହେଉଛି ଅଳିଆ। ମଇଳା ଆବର୍ଜନା ସଫେଇ ପାଇଁ ଠିକ ସଂସ୍ଥା ଜରିଆରେ ଲକ୍ଷରୁ ଊର୍ଦ୍ଧ୍ୱ…
ସମ୍ବଲପୁର,୧୮ା୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ବାଇକ୍ ଶୋଭାଯାତ୍ରା ସମୟରେ ଘଟିଥିବା ସାମ୍ପ୍ରଦାୟିକ ହିଂସା ଘଟଣାକୁ ନେଇ ଜିଲାରେ ୫ଦିନ ହେଲା ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି। ଏହାସହ…
ରାଇରଙ୍ଗପୁର,୧୭ା୪(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଯାମଦା ଥାନା ଅଧୀନ କଇଁପୁର ଗ୍ରାମର ଜଣେ ମହିଳାଙ୍କ ସୋମବାର ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସାଉନା ମୁର୍ମୁଙ୍କ ସ୍ତ୍ରୀ ଥୁଲି(୩୦)।…
ରୂପ୍ସା,୧୭।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପ୍ସା ଥାନା ଅଞ୍ଚଳରେ କଳା ପଲସର୍ ଆତଙ୍କ ଦେଖିବାକୁ ମିଳିଛି। ଥାନା ପାଖ ବସ୍ଷ୍ଟାଣ୍ଡ ନିକଟରୁ ଜଣେ ମହିଳାଙ୍କ ବେକରୁ ଏକ ସୁନା…
ମୋରଡ଼ା/ବେତନଟୀ,୧୭ା୪(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍ ବେତନଟୀ ରେଞ୍ଜ ଅଧୀନ ଜୁଆଳିଭଙ୍ଗା ପଞ୍ଚାୟତର ଭଦ୍ରାଶୋଳର ଅସନବଣି ସଂରକ୍ଷିତ ଜଙ୍ଗଲରୁ ଏକ ହାତୀଛୁଆର ଗଳିତ ମୃତଦେହ ବନ ବିଭାଗ…
ବାଲିଗୁଡ଼ା: ୧୭/୪:(ଡି.ଏନ.ଏ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ବଡ଼ ସଫଳତା। ରାଜ୍ୟ ବାହାରକୁ ଗଞ୍ଜେଇ ଚୋରାଚାଲାଣ ବେଳେ ବାଲିଗୁଡା ପୋଲିସ ପକ୍ଷରୁ ଚଢାଉ କରାଯାଇଛି। ଏହି ଚଢାଉରେ…
ଛତ୍ରପୁର,୧୭।୪(ଡି.ଏନ୍.ଏ.): ଦେଶରେ ଶ୍ରେଷ୍ଠ ଜିଲାପରିଷଦ ଭାବେ ଗଞ୍ଜାମ ଜିଲାପରିଷଦ ଏବଂ ଶ୍ରେଷ୍ଠ ବ୍ଲକ ଭାବେ ହିଞ୍ଜିଳ ବ୍ଲକକୁ ଭାରତ ସରକାରଙ୍କ ପକ୍ଷରୁ ଜାତୀୟ ପଞ୍ଚାୟତ ପୁରସ୍କାର ସମ୍ମାନ…
କୋକସରା,୧୭।୪(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ବନାଞ୍ଚଳ ବିଜମରା କେନ୍ଦୁପତ୍ର ଫରେଷ୍ଟ ସେକ୍ସନରେ ରହିଥିବା ୧୪ଟି କେନ୍ଦୁପତ୍ର ଫଡ଼ି ବିରିମୁହାଣ, ଆମପାଣି, ରଏନଗୁଡା ବିଜମରା, ଧୋବେନଚଞ୍ଚରା,…