ଆମ ଜିଲା ଖବର

ବ୍ଲକ କାର୍ଯ୍ୟାଳୟ ମିଟରରେ ଲାଗିଲା ନିଆଁ, କର୍ମଚାରୀ ଭୟଭୀତ

କୋରୁକୋଣ୍ଡା,୧୫ା୪(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକରେ ଶନିବାର ସମସ୍ତ କର୍ମଚାରୀ ନିଜ ନିଜ କାର୍ଯ୍ୟରେ ବ୍ୟସ୍ତ ଥିବା ବେଳେ ବ୍ଲକ କାର୍ଯ୍ୟାଳୟକୁ ସଂଯୋଗ କରୁଥିବା ବିଦ୍ୟୁତ ମିଟର…

3 years ago

ଝାରସୁଗୁଡ଼ା ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ମେ’ ୧୦ରେ ହେବାକୁ ଥିବା ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଶନିବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ। ସେ ପ୍ରାର୍ଥିପତ୍ର ଦାଖଲ କରିବା…

3 years ago

ଜଳୁଛି ବୌଦ୍ଧ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଶନିବାର ରାଜ୍ୟର ୨୨ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଆଜି ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୨.୫ ଡିଗ୍ରୀ ଥିଲା। ଯାହାକି ଆଜି ରାଜ୍ୟର…

3 years ago

ହାଇଓ୍ବା ଧକ୍କାରେ ଚାଲିଗଲା ଶିଶୁକନ୍ୟାର ଜୀବନ

କେନ୍ଦୁଝର,୧୫ା୪(ସ୍ବ.ପ୍ର.): ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତ ଧଳାଡିହି ଗ୍ରାମରେ ଶନିବାର ଅପରାହ୍ନରେ ଏକ ହାଇଓ୍ବା ଧକ୍କାରେ ୩ ବର୍ଷ ଶିଶୁକନ୍ୟାର ମୃତ୍ୟୁ ଘଟିଛି। ମୃତ ଶିଶୁ ଜଣକ…

3 years ago

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା

କେନ୍ଦୁଝର,୧୫ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଡାକ୍ତରଖାନାରେ ଜଣେ ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଡାକ୍ତରଙ୍କ ଅବହେଳା ଯୋଗୁ ମହିଳାଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ…

3 years ago

ମନ୍ତ୍ରୀଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ପରେ ଇସ୍ତଫା ଦାବି କଲା ଭାଜପା

ବେଗୁନିଆପଡ଼ା,୧୫ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ବିଧାୟକ ତଥା ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ନାଁରେ ଜଣେ ମହିଳା ଯୌନ ନିର୍ଯାତନା ଅଭିଯୋଗ ଆଣିବା ପରେ ଚର୍ଚ୍ଚାର ବିଷୟ ହୋଇଛି…

3 years ago

୨୦ ଦିନରେ ମୋହରିର ସଂଘର ଧାରଣା

ଆନନ୍ଦପୁର,୧୫ା୪(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡକୁ ସ୍ବତନ୍ତ୍ର ଜିଲା ମାନ୍ୟତା ଦାବିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଲିଥିବା ଧାରଣା ୨୦ ଦିନରେ ପହଞ୍ଚିଛି। ଆନନ୍ଦପୁର ବିକାଶ ପରିଷଦର ଆହ୍ବାନରେ ମାର୍ଚ୍ଚ…

3 years ago

ପ୍ରତିଶ୍ରୁତି ପାଣିର ଗାର, ବେସାହାରା ପରିବାର

ଭବାନୀପାଟଣା,୧୫।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ବଡ଼ପୁଝାରିଗୁଡା ପଞ୍ଚାୟତ ବତାସୀଗୁଡା ଗ୍ରାମର ସ୍ବର୍ଗତ ମଦନ ମାଝିଙ୍କ ପରିବାର ଏବେ ଦୁର୍ବିସହ ଜୀବନଯାପନ କରୁଛନ୍ତି। କେନ୍ଦୁଲିଭରେ କାମ କରି…

3 years ago

ବନ୍ଧାହେଲେ ପୂର୍ବତନ ସରପଞ୍ଚ

ଭଦ୍ରକ ଅଫିସ,୧୫।୪: ଭଦ୍ରକ ଜିଲା ସାବରଙ୍ଗ ଥାନା ଅଧୀନ କେଦାରପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଭରତ ଚନ୍ଦ୍ର ତ୍ରିପାଠୀ ଶନିବାର ଗିରଫ ହୋଇଛନ୍ତି l ଗତ ୬…

3 years ago

ପୌରପାଳିକାରେ ହେଉନି ନିୟମିତ ବୈଠକ: ଜିଲାପାଳଙ୍କୁ ଭେଟିଲେ ପାରିଷଦ

ଭଦ୍ରକ ଅଫିସ,୧୫।୪: ଭଦ୍ରକ ପୌରପାଳିକାରେ ନିୟମିତ ବୈଠକ ହେଉ ନ ଥିବା ନେଇ ଶନିବାର ଜିଲାପାଳଙ୍କୁ ଭେଟି ବିଜେଡି ପାରିଷଦ ବିଭିନ୍ନ ଦାବି ଜଣାଇଛନ୍ତି l ସେମାନଙ୍କ…

3 years ago