ତେନ୍ତୁଳିଖୁଣ୍ଟି, ୪।୬(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଇନ୍ଦ୍ରାବତୀ ପ୍ରକଳ୍ପର ପୋଡ଼ାଗଡ଼ ଡ୍ୟାମ୍ ଅଞ୍ଚଳରେ ବେଧଡ଼କ କାଠ, ପଥର ଚାଲଣ ହେବା ସହ ପାହାଡ଼ କାଟି ସମତଳକରି…
ସୋନପୁର, ୪।୬(ନି.ପ୍ର.): ସୁବର୍ଣ୍ଣପୁର ସହରର ରାମେଶ୍ୱର ଶୈବ ମନ୍ଦିର ଏବେ ଅସୁରକ୍ଷିତ। ରକ୍ଷଣାବେକ୍ଷଣ ଅଭାବରୁ ଏହି ପୁରାତନ ମନ୍ଦିରର ଏଭଳି ଅବସ୍ଥା ହୋଇଛି। ସାମାନ୍ୟ ବର୍ଷା ହେଲେ…
ନୂଆପଡ଼ା ଅଫିସ, ୪।୬: ନୂଆପଡା ସଦର ବ୍ଲକ ଧରବନ୍ଧା ଥାନା ଆମାନାରା ଗାଁରେ ମାଓବାଦୀ ପରିଚୟ ଦେଇ ଡକାୟତି କରୁଥିବା ଅଭିଯୋଗରେ ୬ ଆନ୍ତଃ ରାଜ୍ୟ ଡକାୟତଙ୍କୁ…
ଖଡ଼ିଆଳ, ୪।୬(ଡି.ଏନ.ଏ.): ନୂଆପଡା ଜିଲା ଖଡ଼ିଆଳ ବ୍ଲକରେ ୧୧ଟି ନଦୀ ବାଲିଘାଟ ଅଛି। ତୋର୍ଲି, ବିଛନାପାଲି ନମ୍ବର ୧, କିକିରିବେଡା ନିଲାମ ହୋଇଛି। ବିଛନାପାଳି ନମ୍ବର ୨,…
ଭବାନୀପାଟଣା, ୪।୬(ସ୍ବ.ପ୍ର.): କଳାହାଣ୍ଡି ଜିଲାର ଅନ୍ତର୍ଜାତିକ ବୋଣ୍ଡୋଗୁଡା ରତ୍ନପଥର ଖଣି ମାଫିଆଙ୍କ ଦୃଷ୍ଟି ପଡିଛି। ଜିଲାରେ କୋଟି କୋଟି ଟଙ୍କାର ରତ୍ନପଥର ଥିବା ବେଳେ ପ୍ରକ୍ରିୟାକରଣ ନ…
ନୂଆପଡ଼ା ଅଫିସ, ୪।୬: ଛତିଶଗଡ ସୀମାନ୍ତ ନୂଆପଡ଼ା ଜିଲା ଖରିଆର ରୋଡ ସହରରେ କୋମଳମତି ବାଳିକାବାଳକଙ୍କ ମୁହଁରେ ହସ ଫୁଟାଇବା ସହ ମାଗଣାରେ ଶିକ୍ଷାଦାନ କରୁଛନ୍ତି ଜଣେ…
ରାଉରକେଲା ଅଫିସ, ୪।୬: ରାଉରକେଲା ହକି ଛକ ଭାୟା ବନ୍ଧମୁଣ୍ଡା-ଜରେଇକେଲା ୨୫କିମି ରାସ୍ତା ଜାତୀୟ ରାଜପଥ ବିଭାଗ ଅଧୀନକୁ ଯାଇଛି। ଫଳରେ ଉକ୍ତ ରାସ୍ତା ନିର୍ମାଣ ପାଇଁ…
ବରଗଡ଼ ଅଫିସ, ୪।୬: ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ଜଟିଳ ହୋଇପଡୁଛି। ସହରର ଭଟଲି ଛକ, ଥାନା ଛକ, ଲେଙ୍ଗୁ ମିଶ୍ର-ଲମ୍ବା ବିଲ୍ଡିଂ ରାସ୍ତା,…
ନୟାଗଡ଼ ଅଫିସ, ୪।୬: ନୟାଗଡ଼ ଜିଲା ସଦର ମହକୁମା ନିକଟସ୍ଥ ଘଡୁଆଳର ଏକ ଜଳଖିଆ ଦୋକାନରେ ଇଡ୍ଲି ଓ ଘୁଗୁନିରୁ ପୋକ ବାହାରି ଥିଲା। ନୟାଗଡ଼ର ଏକ…
ନୟାଗଡ଼ ଅଫିସ, ୪।୬: ନୟାଗଡ ଜିଲା ମୁଖ୍ୟ ଚିକିସତ୍ାଳୟ ପରିସରରେ ଥିବା ମାତୃ ଓ ଶିଶୁ ଚିକିସତ୍ାଳୟର ନବଜାତ ଶିଶୁଙ୍କ ୱାଡର୍ର୍ର ଝରକା ଦେଇ ବାଉଁଶ ରହିଥିବାରୁ…