ବାରିପଦା ଅଫିସ,୩୦।୫: ମୟୂରଭଞ୍ଜ ଜିଲା କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କୁ ଭିଜିଲାନ୍ସ ଗିରଫ କରିଛି। ଏକ ଲାଞ୍ଚ କାରବାର ମାମଲାରେ ଭିଜିଲାନ୍ସ ତାଙ୍କ ବିରୋଧରେ ପ୍ରମାଣ ପାଇବା…
ପୁରୁଷୋତ୍ତମପୁର,୩୦ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଦ୍ୱିବାର୍ଷିକ ଠାକୁରାଣୀ ଯାତ୍ରା ମଙ୍ଗଳବାର ଶେଷ ହେଉଛି। ଏହି ଯାତ୍ରା ଗତ ୩ ତାରିଖଠାରୁ ଆରମ୍ଭ ହୋଇଥିଲା। ମା ପଞ୍ଚଠାକୁରାଣୀ ନିଜ…
କେନ୍ଦୁଝର,୩୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ବିନା ଅନୁମତିରେ ପରିବାର ନିୟୋଜନ ଅସ୍ତ୍ରୋପଚାର ମାମଲା ଚପାଇଦେବାକୁ ଉଦ୍ୟମ ହେଉଛି। ଉକ୍ତ ଘଟଣା ଓ ଅନ୍ୟାନ୍ୟ ସମସ୍ୟା ନେଇ…
କୋଡ଼ପଡ଼ା,୩୦ା୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ଅନ୍ତର୍ଗତ ୭ନଂ. ୱାର୍ଡ ବୈତରଣୀ ବିହାରର ରାସ୍ତା ଉପରେ ପାଣିର ସୁଅ ଝୁଟିଛି। ଅସରାଏ ବର୍ଷାରେ ଆଣ୍ଠୁଏ ଉପରେ ପାଣି…
କୋଟଗଡ଼,୩୦।୫(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡାରେ ବାଘ ଆତଙ୍କ। ସହରର ବଡ଼ଗାଁ ନିକଟ ଖଡଗ ନଦୀ କୂଳରେ ଥିବା ପମ୍ପ ହାଉସ ନକଟରେ ସୋମବାର ରାତିରେ ବାଘ ଗର୍ଜନ…
ନିଶ୍ଚିନ୍ତକୋଇଲି,୩୦।୫(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନତକାଇ ପଞ୍ଚାୟତରେ ଏକ ପୋଖରୀରେ କୌଣସି ଦୁର୍ବୃତ୍ତ ବିଷ ପକାଇ ଲକ୍ଷାଧିକ ଟଙ୍କାର ମାଛ ମାରିଦେଇଥିବା ଅଭିଯୋଗ ହୋଇଛି। ଏହାକୁ…
ରାଜକନିକା,୩୦ା୫(ଡି.ଏନ୍.ଏ.): ମୁଣ୍ଡ ଗୁଞ୍ଜିବାକୁ ଛାତ ନାହିଁ। ହେଲେ ଛାତିରେ ଛାତିଏ ବଳ। ମୁଁ ଭିନ୍ନକ୍ଷମ ସତ, ହେଲେ ଯେଉଁମାନେ ମୋ ପରି ଭିନ୍ନକ୍ଷମଙ୍କୁ ଖରାପ ନଜରରେ ଦେଖୁଛନ୍ତି…
ମହାକାଳପଡ଼ା,୩୦ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀ ନାଳ ଘେରା ବତିଘର ପଞ୍ଚାୟତକୁ ସ୍ଥଳପଥରେ ଯାତାୟାତ ପାଇଁ କୌଣସି ସୁବିଧା ନାହିଁ। ଫଳରେ ସ୍ଥାନୀୟ ଲୋକେ ଦୈନଦିନ…
ପୁରୀ ଅଫିସ,୩୦।୫: ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷ ରଥଯାତ୍ରା ପୂର୍ବରୁ ନୀଳାଦ୍ରି ଭକ୍ତନିବାସରେ ପରିଚାଳନା କମିଟି…
ଯାଜପୁର ଅଫିସ,୩୦ା୫: ଦୀର୍ଘ ୩୧ ବର୍ଷ ହେଲା ୧୨ କିଲୋମିଟର ବ୍ୟାପ୍ତ ମୂଳ ଖରସ୍ରୋତା ଶୁଷ୍କ ହୋଇ ପଡ଼ିଛି। ଏହି ନଦୀ ଶଯ୍ୟାର ପୁନରୁଦ୍ଧାର ଓ ସ୍ବାଭାବିକ…