ଆମ ଜିଲା ଖବର

ଜିଲା ବିକାଶରେ ଜବରଦଖଲ ବାଧକ ସାଜିଛି

କେନ୍ଦ୍ରାପଡ଼ା ଅଫିସ, ୩୦ା୫: କେନ୍ଦ୍ରାପଡ଼ା ସହର ରାସ୍ତାରେ ସର୍ବଦା ଟ୍ରାଫିକ୍‌ ଜାମ୍‌। ପାଣିନାଳ ଉପରେ ଘର। ବର୍ଷା ହେଲେ ସହରର ୧୨ଟି ୱାର୍ଡବାସୀଙ୍କ ଘରେ ପାଣି ପଶୁଛି।…

3 years ago

ଅଲାରନାଥ ପୀଠକୁ ଆସିଲା ନନ୍ଦିଘୋଷର ପୁରୁଣା ରଥ ଚକ

ପୁରୀ ଅଫିସ/ବ୍ରହ୍ମଗିରି,୩୦।୫(ଡି.ଏନ୍‌.ଏ.): ବ୍ରହ୍ମଗିରି ସ୍ଥିତ ମହାପ୍ରଭୁ ଅଲାରନାଥଙ୍କ ପୀଠକୁ ସୋମବାର ପୁରୀର ମହାପ୍ରଭୁଙ୍କ ନନ୍ଦିଘୋଷର ପୁରୁଣା ରଥ ଚକ ଆସି ପହଞ୍ଚତ୍ଛି। ମହାପ୍ରଭୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ତିନିରଥରେ ବହନ…

3 years ago

୩ରଥ ପାଇଁ ନାଟ ଗୋଡ଼ରେ ରୂପ ଅଙ୍କନ ଆରମ୍ଭ

ପୁରୀ ଅଫିସ,୩୦ା୫: ଆସନ୍ତା ୪ ତାରିଖରେ ଶ୍ରୀବିଗ୍ରହଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ରଥ ସଂହିତା ଅନୁଯାୟୀ ସ୍ନାନଯାତ୍ରା ଦିନ ରଥଖଳାରେ ତିନି ରଥର ଚାରି ନାହାକା…

3 years ago

ସ୍ନାନଯାତ୍ରା ନେଇ ମୁଖ୍ୟ ପ୍ରଶାସକ, ଜିଲାପାଳଙ୍କ ସମୀକ୍ଷା

ପୁରୀ ଅଫିସ,୩୦ା୫: ଜୁନ ୪ତାରିଖରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଫଳରେ ଶ୍ରୀମନ୍ଦିର ପ୍ରଶାସନଠାରୁ ଜିଲା ପ୍ରଶାସନ ଏବଂ ସେବାୟତମାନଙ୍କ ପକ୍ଷରୁ ବିଭିନ୍ନ ପ୍ରସ୍ତୁତି ଆରମ୍ଭ…

3 years ago

କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ଏନ୍‌ସିଆଇଏସ୍‌ଏମ୍‌କୁ ନୋଟିସ

ଖୋର୍ଦ୍ଧା ଅଫିସ,୩୦ା୫: ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦ କଲେଜରେ ବିନା ଯୋଗ୍ୟତାରେ ଡାକ୍ତରୀ ପାଠ ପଢୁଥିବା ଖବର ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ରାଜ୍ୟ ଆୟୁଷ ନିର୍ଦ୍ଦେଶାଳୟ ପକ୍ଷରୁ…

3 years ago

୩୫ ଘଡ଼ିଆଳ କୁମ୍ଭୀର ଛୁଆ ଜନ୍ମ

ପୁରୁଣାକଟକ,୩୦ା୫(ଡି.ଏନ.ଏ.): ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ କୁଶଙ୍ଗ ରେଞ୍ଜ ଅନ୍ତର୍ଗତ ସୁନାଖଣିଆ ବିଟ ଅଞ୍ଚଳର ମହାନଦୀ ଭିତରେ ୩୫ଟି ଘଡିଆଳ କୁମ୍ଭୀର ଛୁଆ ଜନ୍ମ ନେଇଛନ୍ତି। ଆଗକୁ ଏହି…

3 years ago

ଝାରସୁଗୁଡ଼ା ଜିଲା: ମିଳିଲା କାଳିଆ ସହାୟତା

ଭୁବନେଶ୍ବର,୩୦ା୫(ବ୍ୟୁରୋ): ଝାରସୁଗୁଡ଼ା ଜିଲା ଚାଷୀଙ୍କୁ ୨୦୨୩ ଖରିଫ ଫସଲ ଋତୁ ପାଇଁ ସୋମବାର କାଳିଆ ସହାୟତା ରାଶି ମିଳିଛିି। ଜିଲାର ୩୬,୨୪୯ ଜଣ କ୍ଷୁଦ୍ର ଓ ନାମମାତ୍ର…

3 years ago

ସ୍ତ୍ରୀଙ୍କୁ ମାରି ପୋତି ଦେଇଥିଲେ ସ୍ବାମୀ

ବଣାଇଁ,୩୦ା୫(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଥାନା ଅନ୍ତର୍ଗତ ବାବୁ ନୂଆଗଁା ଗ୍ରାମରେ ରବିବାର ରାତିରେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ…

3 years ago

ଭାଜପା ନେତ୍ରୀଙ୍କୁ ପଥରରେ ଛେଚି ହତ୍ୟା

ଢେଙ୍କିକୋଟ୍‌/ଘଟଗାଁ/କେନ୍ଦୁଝର,୩୦ା୫(ଡି.ଏନ୍‌.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ୍‌ ପଣ୍ଡାପଡ଼ା ଥାନା ଅନ୍ତର୍ଗତ ବିନିଦା ପଞ୍ଚାୟତ ବିନିଦା ଗ୍ରାମରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଦୁର୍ବୃତ୍ତ ଜଣେ ଭାଜପା ନେତ୍ରୀଙ୍କୁ…

3 years ago

ଅର୍ଥ ଆସୁନି, କାମ ଆଗଉନି

ବାଲେଶ୍ୱର ଅଫିସ, ୩୦।୫ (ମାନସ ବିଶ୍ୱାଳ): କୋଷ୍ଟାଲ ହାଇଓ୍ବେ ନିର୍ମାଣ ହେଲେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳରେ ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ଘଟିବ। ଏହି ଲକ୍ଷ୍ୟରେ କେନ୍ଦ୍ର…

3 years ago