ରସୁଲପୁର,୨୮ା୫(ଡି.ଏନ.ଏ.): ରସୁଲପୁର ବ୍ଲକ୍ ଅଧୀନ ୨୮ ପଞ୍ଚାୟତରେ ଗ୍ରାମ ପଞ୍ଚାୟତ ଉନ୍ନୟନ ଯୋଜନା (ଜିପିଡିପି) ଖସଡ଼ା ପ୍ରସ୍ତୁତ ହୋଇପାରିନାହିଁ। ପଞ୍ଚାୟତ ପକ୍ଷରୁ ବାର୍ଷିକ ଜିପିଡିପି ପ୍ରସ୍ତୁତ କରିବା…
ପୁରୀ ଅଫିସ,୨୮ା୫: ଶ୍ରୀମନ୍ଦିର ପରିସରରେ ଶନିବାର ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି। ମହାପ୍ରସାଦ ବୋଝେଇ ନେଉଥିବା ବେଳେ ଗରମ ଡାଲି ପଡ଼ି ୨ଜଣ ବୋଝିଆ ଆହତ ହୋଇଛନ୍ତି।…
କଣାସ,୨୭।୫(ସ୍ବ.ପ୍ର.): ଦୀର୍ଘ ୩ ବର୍ଷ ହେଲା ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା ସମେଟିଭ୍-୧ ଓ ସମେଟିଭ୍-୨ ପଦ୍ଧତି ଅନୁସାରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା…
ପୁରୀ ଅଫିସ,୨୮ା୫: ପୁରୀ ଆଞ୍ଚଳିକ ପରିବହନ ଅଧିକାରୀ (ଆର୍ଟିଓ)ଙ୍କ ପକ୍ଷରୁ ଏକ ସମନ୍ବୟ ବୈଠକ ଆଞ୍ଚଳିକ ପରିବହନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ରଥ ଯାତ୍ରା…
ଖୋର୍ଦ୍ଧା ଅଫିସ,୨୮ା୫: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରଭାବ ରହିଛି। ଖୋର୍ଦ୍ଧା ସହର ତାପମାତ୍ରା ୩୮ରୁ ୪୦ ଡିଗ୍ରୀ ରହୁଛି। ପୂର୍ବାହ୍ନ ୧୦ଟା ପରେ ଘରୁ ବାହାରି ହେଉନି।…
ଖୋର୍ଦ୍ଧା ଅଫିସ,୨୮ା୫: ଖୋର୍ଦ୍ଧା ସହରର ବିକାଶ, ସୌନ୍ଦର୍ଯ୍ୟକରଣକୁ ପ୍ରାଥମିକତା ଦିଆଯାଉଛି ବୋଲି ପୌର ପ୍ରଶାସନ ପକ୍ଷରୁ କୁହାଯାଉଥିବା ବେଳେ ଲୋକଙ୍କୁ ମୌଳିକ ସୁବିଧା ମିଳିପାରୁନାହିଁ। ଶୌଚାଳୟରେ ତାଲା…
କଟକ ଅଫିସ,୨୮ା୫: ଦିନକୁ ଦିନ ନୂଆ ନୂଆ ତରିକାରେ ଠକେଇ ହେଉଛି। ଯାହାର ଶିକାର ହେଉଛନ୍ତି ବଡ଼ ବଡ଼ ବ୍ୟବସାୟୀ। ଖାଇବା ତେଲ ବ୍ୟବସାୟ ନଁାରେ ୬୩.୯୪…
କୋରାପୁଟ,୨୮ା୫(ସ୍ବ.ପ୍ର.): କୋରାପୁଟ ଜିଲାର କୋଟିଆ ହେଉଛି ଓଡ଼ିଶାର। ଏ ନେଇ କେନ୍ଦ୍ର ସରକାରଙ୍କ ଡାକ ବିଭାଗ ସ୍ବୀକୃତି ଦେଇଥିବାରୁ ଓଡ଼ିଶା ଡାକ ବିଭାଗ ପକ୍ଷରୁ ଜାରି ହୋଇଛି…
କେନ୍ଦ୍ରାପଡ଼ା ଅଫିସ,୨୮ା୫: ଗୋଟିଏ ଅଞ୍ଚଳର ବିକାଶରେ ଶିଳ୍ପର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବହିରାଗତ ଶିଳ୍ପ ଉପତ୍ାଦ ଅର୍ଥନୈତିକ ସ୍ଥିତି ସେହି ଅଞ୍ଚଳକୁ ବିକଶିତ କରେ। ଏଥିପାଇଁ କେନ୍ଦ୍ର ସରକାରଙ୍କ…
ମହାକାଳପଡ଼ା,୨୮ା୫(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ପ୍ରସିଦ୍ଧ ଶକ୍ତି ପୀଠ ମା’ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ଝାମୁ ଯାତ୍ରା ମେଳାରୁ ଆୟ ହୋଇଥିବା ଅର୍ଥର ହିସାବ ମିଳୁନାହିଁ ା…