ବିଷମକଟକ,୩।୯(ବିଭୂତି ଭୂଷଣ ନାୟକ)ରାୟଗଡ଼ା ଜିଲା ବିଷମକଟକ ବ୍ଲକସ୍ଥିତ ନିୟମଗିରି ପାହାଡ଼ ଉପରେ ରହୁଥିବା ଜନଜାତି ଡଙ୍ଗରିଆ କନ୍ଧଙ୍କ ‘କପଡ଼ାଗନ୍ଦା’ ଶାଲ ଓ ଲାଞ୍ଜିଆ ସଉରାଙ୍କ ‘ଇଡିତାଲ’ ଚିତ୍ରକୁ…
ରାୟଗଡ଼ା,୩।୯ (ଆଶିଷ ରଞ୍ଜନ ପଣ୍ଡା)ଋତୁକାଳୀନ ଉପତ୍ାଦିତ ସ୍ବାଦିଷ୍ଟ ଫଳ ମଧ୍ୟରେ ସୀତାଫଳର ବେଶ୍ ଚାହିଦା ରହିଛି। ଉପାନ୍ତ ରାୟଗଡ଼ା ଜିଲାରେ ଏହାର ଉପତ୍ାଦନ ଅଧିକ ହୋଇଥାଏ ା…
ନବରଙ୍ଗପୁର,୩।୯(ସଦାଶିବ ପ୍ରହରାଜ)ନବରଙ୍ଗପୁର କେନ୍ଦ୍ରୀୟ ବିଦ୍ୟାଳୟରେ ଶିକ୍ଷକ ଅଭାବରୁ ପାଠପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଛି। ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପ୍ରାୟ ୧ ହଜାର ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବାବେଳେ…
କଟକ,୩।୯: (କାର୍ତ୍ତିକ ସାହୁ): ରୁଚି ଫୁଡ୍ଲାଇନର ସାମାଜିକ ପ୍ରତିଷ୍ଠାନ ରୁଚି ପ୍ରତିଭା ଫାଉଣ୍ଡେଶନ ପକ୍ଷରୁ ରୁଚି ପ୍ରତିଭା ସମ୍ମାନ ସମାରୋହ ଶନିବାର ରେଭେନ୍ଶା ବିଶ୍ୱବିଦ୍ୟାଳୟର ସେଭେନ୍ ପିଲାର୍ସ…
ବ୍ରହ୍ମପୁର/ଦିଗପହଣ୍ଡି, ୩ା୯(ନରସିଂହ ସାହୁ)/(ଅଶେଷନାଥ ମିଶ୍ର)ଗଞ୍ଜାମ ଜିଲାର ବିଶିଷ୍ଟ ରାଜନୀତିଜ୍ଞ ସୂର୍ଯ୍ୟନାରାୟଣ ପାତ୍ର ରାଜନୀତିରେ ଜଣେ ଦକ୍ଷ ଖେଳୁଆଡ଼ ହୋଇଥିବାରୁ ତାଙ୍କୁ ଗଞ୍ଜାମ ଟାଇଗର ନଂ-୨ କୁହାଯାଉଥିଲା। ରାଜନୈତିକ…
ବଇଣ୍ଡା,୩।୯(ପରିକ୍ଷିତ ସାହୁ)ଶିକ୍ଷାର ବିକାଶ ପାଇଁ ସରକାର ବହୁ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଅନେକ ପୁରୁଣା ବିଦ୍ୟାଳୟରେ ବହୁ ସମସ୍ୟା ଲାଗି ରହିଥିବା ବେଳେ ଏହାର ସମାଧାନ…
ପଟ୍ଟାମୁଣ୍ଡାଇ, ୩ା୯(କଳ୍ପତରୁ ନାୟକ)ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇରେ ଏବେ କାମଧନ୍ଦା ଅଭାବରୁ ପ୍ରତିଦିନ ଶ୍ରମିକ ବାହାର ରାଜ୍ୟମୁହଁା ହେବାରେ ଲାଗିଛନ୍ତି। ଏଥିପାଇଁ ବିଭିନ୍ନ ରାଜ୍ୟରୁ ବସ୍ ଆସି…
ଜଗତ୍ସିଂହପୁର, ୩ା୯(ପ୍ରମୋଦ କୁମାର ନାୟକ)ଜଗତସିଂହପୁର ଜିଲାର ପାଖାପାଖି ୩୧,୪୬୭ ଶିଶୁ, ୨୨୮ ଦୁର୍ବଳ ଶିଶୁ, ୧୦,୩୫୧ ଗର୍ଭବତୀ ଓ ପ୍ରସୂତି ମହିଳାଙ୍କୁ ପରିପୂରକ ପୁଷ୍ଟିକର ଖାଦ୍ୟ ଯୋଗାଇଦିଆଯାଉଥିବା…
ନୟାଗଡ଼,୩।୯(ଲୋକନାଥ ମିଶ୍ର)ମନ୍ଦିରକୁ ବଜ୍ରପାତ ଭୟ। ନୟାଗଡ଼ ଜିଲାର ଦେବୋତ୍ତର ବିଭାଗ, ଏଣ୍ଡାଓମେଣ୍ଟ କମିଶନଙ୍କ ଅଧୀନରେ ଥିବା ମନ୍ଦିର, ବେସରକାରୀ ମନ୍ଦିର ପରି ପ୍ରାୟ ୧ ହଜାରରୁ ଊର୍ଦ୍ଧ୍ୱ…
ପୁରୀ, ୩ା୯(ଅଜିତ ମହାନ୍ତି):ପୁରୀ ଜିଲା ପ୍ରଶାସନ ତଥା ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ତରଫରୁ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିଷ୍ଣୁପ୍ରସାଦ ପତିଙ୍କ ଅଧ୍ୟକ୍ଷତାରେ ତମାଖୁ ନିୟନ୍ତ୍ରଣ ସମ୍ପର୍କିତ ବୈଠକ…